Home Coronavirus Outbreak ଆସିଗଲା କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ...

ଆସିଗଲା କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୬, ଜୁଲାଇ

389

ଭୁବନେଶ୍ୱର ୦୬-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୪୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ପୁଣି ରାଜ୍ୟରେ କରୋନା ନେଇଛି ୨ ମୁଣ୍ଡ। ତେବେ ମୋଟ ମୃତକଙ୍କ ସଂଖ୍ୟା ୩୮ କୁ ବୃଦ୍ଧି ପାଇଛି।

୧- ଗଞ୍ଜାମ ଜିଲ୍ଲାର ୭୭ ବର୍ଷ ବୟସ୍କ ପୁରୁଷ, ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଯାଜପୁର ଜିଲ୍ଲାର ୬୪ ବର୍ଷ ବୟସ୍କ ପୁରୁଷ, ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

ଉପରୋକ୍ତ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି କରୋନା କାରଣରୁ। ଯାଜପୁର ଜିଲ୍ଲାର ଏହା ପ୍ରଥମ ମୃତ୍ୟୁ।

ଆଜି ଚିହ୍ନଟ ନୂଆ ଆକ୍ରାନ୍ତ ୪୫୬ ଜଣଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୦୯ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୭ ଜଣ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ନୂଆ ୪୫୬ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୧୪
୩- ବରଗଡ଼ ଜିଲ୍ଲାରୁ – ୩୩
୪- ଭଦ୍ରକ ଜିଲ୍ଲାରୁ – ୧୨
୫- ବଲାଙ୍ଗୀର ଜିଲ୍ଲା: ୬
୬- କଟକ ଜିଲ୍ଲାରୁ – ୧୩
୭- ଢେଙ୍କାନାଳ ଜିଲ୍ଲାରୁ – ୧
୮- ଗଜପତି ଜିଲ୍ଲାରୁ – ୧
୯- ଗଞ୍ଜାମ ଜିଲ୍ଲାରୁ – ୧୬୬
୧୦- ଜଗତସିଂହପୁର ଜିଲ୍ଲାରୁ: ୨୩
୧୧- ଯାଜପୁର ଜିଲ୍ଲାରୁ – ୫୭
୧୨- କଳାହାଣ୍ଡି ଜିଲ୍ଲାରୁ – ୧
୧୩- କନ୍ଧମାଳ ଜିଲ୍ଲାରୁ – ୩
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫
୧୫- କେନ୍ଦୁଝର ଜିଲ୍ଲାରୁ – ୨
୧୬- ଖୋର୍ଦ୍ଦା ଜିଲ୍ଲାରୁ – ୨୧
୧୭- କୋରାପୁଟ ଜିଲ୍ଲାରୁ – ୧୦
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୮
୧୯- ନବରଙ୍ଗପୁର ଜିଲ୍ଲା: ୨୪
୨୦- ନୟାଗଡ଼ ଜିଲ୍ଲାରୁ – ୪
୨୧- ପୁରୀ ଜିଲ୍ଲାରୁ – ୩
୨୨- ରାୟଗଡ଼ା ଜିଲ୍ଲାରୁ – ୧୩
୨୩- ସମ୍ବଲପୁର ଜିଲ୍ଲାରୁ – ୧୫
୨୪- ସୁନ୍ଦରଗଡ଼ ଜିଲ୍ଲାରେ: ୨୦

ଗତକାଲି ସୁସ୍ଥ ହୋଇଥିଲେ ୨୯୦ ଜଣ। ତେବେ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୯୭୨୩୪ ଏବଂ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୬୨୨୪ ଜଣ ଏବଂ ଏବେ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୨୫୪ ଜଣ।

 

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧୦୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୧] ଜଣ ସକ୍ରୀୟ ଅଛନ୍ତି। ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୪୧୨ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୨୪ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧୬୬ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୩୩] ଜଣ ସକ୍ରୀୟ ଅଛନ୍ତି। ୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨୭୩ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୨୭ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲା ରେ ୨୨୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୬] ଜଣ ସକ୍ରୀୟ ଅଛନ୍ତି। ୧୬୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୪୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୮୨୬ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୫୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୮୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୧] ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୪୬୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୮ [+୧] ଜଣ ସକ୍ରୀୟ ଅଛନ୍ତି। ୩୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨, ୩୪୮ [+୧୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୮ [+୧୬୫] ଜଣ ସକ୍ରୀୟ ଅଛନ୍ତି। ୧, ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩୪୦ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ [+୨୩] ଜଣ ସକ୍ରୀୟ ଅଛନ୍ତି। ୨୪୩ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୬୨୩ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୨ [+୫୬] ଜଣ ସକ୍ରୀୟ ଅଛନ୍ତି। ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସକ୍ରୀୟ ଅଛନ୍ତି। ୯୭ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୭୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୧] ଜଣ ସକ୍ରୀୟ ଅଛନ୍ତି। ୭୦ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୯୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୩] ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨୭୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୫] ଜଣ ସକ୍ରୀୟ ଅଛନ୍ତି। ୨୩୨ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲା ରେ ୧୮୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୨] ଜଣ ସକ୍ରୀୟ ଅଛନ୍ତି। ୧୦୭ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲା ରେ ୯୯୨ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୧ [+୨୧] ଜଣ ସକ୍ରୀୟ ଅଛନ୍ତି। ୭୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬୭ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୨୬୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୮] ଜଣ ସକ୍ରୀୟ ଅଛନ୍ତି। ୧୭୯ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୭୯ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୨୪] ଜଣ ସକ୍ରୀୟ ଅଛନ୍ତି। ୨୯ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧୯୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୪] ଜଣ ସକ୍ରୀୟ ଅଛନ୍ତି। ୧୩୫ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୦୨ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୩] ଜଣ ସକ୍ରୀୟ ଅଛନ୍ତି। ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୨୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୨ ଜଣ ସୁସ୍ଥ ହୋଇଛନ୍ତି।

ସମ୍ବଲପୁର ଜିଲ୍ଲା ରେ ୯୮ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୪୭ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୩୪୨ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୦ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.