Home Coronavirus Outbreak ରାଜ୍ୟରେ ଆଜି ୨୪୭୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୨୪୭୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

132

ଭୁବନେଶ୍ୱର ୧୫-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ଆଜି ୨୪୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୬୨୦୧୧ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ସୂଚନା ଦେଇଛି।
କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪୬୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୭୭୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୯୨୧୧୪୦। ମୋଟ ଆକ୍ରାନ୍ତ ୨୬୨୦୧୧ ମୋଟ ସୁସ୍ଥ ହେଲେଣି ୨୩୫୭୬୩ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୫୧୦୬ ଜଣ।
ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତକ ୧୦୮୯ କୁ ବୃଦ୍ଧି ହୋଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

କଟକ ଜିଲ୍ଲାର ୩ ଜଣ
ନୟାଗଡ଼ର ଜଣେ
ଯାଜପୁର ଜିଲ୍ଲାର ଜଣେ
ବାଲେଶ୍ୱରର ଜଣେ
ଭୁବନେଶ୍ୱରର ୪ ଜଣ
ସୁନ୍ଦରଗଡ ଜିଲ୍ଲାର ୩ ଜଣ (ରାଉରକେଲାର ଜଣେ)
ବୌଦ୍ଦ ଜିଲ୍ଲାର ଜଣେ
କଳାହାଣ୍ଡି ଜିଲ୍ଲାର ଜଣେ
ଗଞ୍ଜାମ ଜିଲ୍ଲାର ୨ ଜଣ

ମୃତକଙ୍କ ବିଷୟରେ –

୧- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୨- ନୟାଗଡ଼ର ୫୭ ବର୍ଷ ବୟସ୍କା ମହିଳା।

୩- କଟକ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୪- କଟକ ଜିଲ୍ଲାର ଜଣେ ୨୮ ବର୍ଷ ବୟସ୍କ ପୁରୁଷ।

୫- ଯାଜପୁର ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କା ମହିଳା।

୬- ବାଲେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୭- ଭୁବନେଶ୍ୱରର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।

୯- ଭୁବନେଶ୍ୱରର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୧୦- ଭୁବନେଶ୍ୱରର ଜଣେ ୭୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।

୧୨- ବୌଦ୍ଦ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୧୩- କଳାହାଣ୍ଡି ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୧୪- ସୁନ୍ଦରଗଡ ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କା ମହିଳା।

୧୫- ରାଉରକେଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ।

୧୬- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୭- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।

ଆଜି ରାଜ୍ୟରେ ଆଜି ୨୪୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୭୦
୨- ବାଲେଶ୍ୱର ଜିଲ୍ଲାରୁ – ୧୦୬
୩- ବରଗଡ଼ ଜିଲ୍ଲାରୁ – ୬୯
୪- ଭଦ୍ରକ ଜିଲ୍ଲାରୁ – ୬୭
୫- ବଲାଙ୍ଗୀର ଜିଲ୍ଲାରୁ – ୯୧
୬- ବୌଦ୍ଦ ଜିଲ୍ଲାରୁ – ୭୦
୭- କଟକ ଜିଲ୍ଲାରୁ – ୧୮୬
୮- ଦେବଗଡ଼ ଜିଲ୍ଲାରୁ – ୧୨
୯- ଢେଙ୍କାନାଳ ଜିଲ୍ଲାରୁ – ୫୦
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୩୬
୧୨- ଜଗତସିଂହପୁର ଜିଲ୍ଲାରୁ – ୬୪
୧୩- ଯାଜପୁର ଜିଲ୍ଲାରୁ – ୭୨
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୫୪
୧୫- କଳାହାଣ୍ଡି ଜିଲ୍ଲାରୁ – ୫୫
୧୬- କନ୍ଧମାଳ ଜିଲ୍ଲାରୁ – ୪୨
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮୭
୧୮- କେନ୍ଦୁଝର ଜିଲ୍ଲାରୁ – ୪୨
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୩୬୮
୨୦- କୋରାପୁଟ ଜିଲ୍ଲାରୁ – ୩୨
୨୧- ମାଲକାନଗିରି : ୩୦
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୪
୨୩- ନବରଙ୍ଗପୁର ଜିଲ୍ଲାରେ: ୫୮
୨୪- ନୟାଗଡ଼ ଜିଲ୍ଲାରୁ – ୨୩
୨୫- ନୂଆପଡ଼ା ଜିଲ୍ଲାରୁ – ୮୫
୨୬- ପୁରୀ ଜିଲ୍ଲାରୁ – ୮୭
୨୭- ରାୟଗଡ଼ା ଜିଲ୍ଲାରୁ – ୩୧
୨୮- ସମ୍ବଲପୁର ଜିଲ୍ଲାରୁ – ୫୪
୨୯- ସୋନପୁର ଜିଲ୍ଲାରୁ – ୫୩
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୬୧
୩୧- State Pool: ୭୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୬, ୪୦୦ [+୧୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୯୫ [+୧୭୦] ଜଣ ସକ୍ରୀୟ ଅଛନ୍ତି। ୪, ୮୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯, ୧୦୭ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୬ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୮, ୧୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭, ୭୬୬ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୮ [+୬୯] ଜଣ ସକ୍ରୀୟ ଅଛନ୍ତି। ୬, ୯୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୧୬୫ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୫ [+୬୭] ଜଣ ସକ୍ରୀୟ ଅଛନ୍ତି। ୫, ୫୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୫, ୬୩୭ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୫ [+୯୧] ଜଣ ସକ୍ରୀୟ ଅଛନ୍ତି। ୪, ୮୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୩୦୩ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୧ [+୬୯] ଜଣ ସକ୍ରୀୟ ଅଛନ୍ତି। ୨, ୦୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୩, ୮୦୧ [+୧୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୬୩ [+୧୮୩] ଜଣ ସକ୍ରୀୟ ଅଛନ୍ତି। ୨୧, ୮୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୮୮୧ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୧୨] ଜଣ ସକ୍ରୀୟ ଅଛନ୍ତି। ୭୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୪, ୫୧୯ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୫ [+୫୦] ଜଣ ସକ୍ରୀୟ ଅଛନ୍ତି। ୪, ୦୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୭୪୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୯] ଜଣ ସକ୍ରୀୟ ଅଛନ୍ତି। ୩, ୬୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୭୬୧ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୯ [+୩୪] ଜଣ ସକ୍ରୀୟ ଅଛନ୍ତି। ୨୦, ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬, ୩୭୩ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୬ [+୬୪] ଜଣ ସକ୍ରୀୟ ଅଛନ୍ତି। ୫, ୬୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୯, ୮୮୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୮ [+୭୧] ଜଣ ସକ୍ରୀୟ ଅଛନ୍ତି। ୮, ୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫, ୬୦୪ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୭ [+୫୪] ଜଣ ସକ୍ରୀୟ ଅଛନ୍ତି। ୫, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୪, ୩୧୬ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୦ [+୫୪] ଜଣ ସକ୍ରୀୟ ଅଛନ୍ତି। ୩, ୫୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୨୬୫ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୭ [+୪୨] ଜଣ ସକ୍ରୀୟ ଅଛନ୍ତି। ୪, ୮୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୬, ୫୩୩ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୯ [+୮୭] ଜଣ ସକ୍ରୀୟ ଅଛନ୍ତି। ୫, ୬୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫, ୩୬୭ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୧ [+୪୨] ଜଣ ସକ୍ରୀୟ ଅଛନ୍ତି। ୪, ୯୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୫, ୦୪୧ [+୩୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୧୦୯ [+୩୬୪] ଜଣ ସକ୍ରୀୟ ଅଛନ୍ତି। ୪୦, ୭୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୪ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୮୦୨ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୨ [+୩୨] ଜଣ ସକ୍ରୀୟ ଅଛନ୍ତି। ୬, ୩୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୩୪୦ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୯ [+୩୦] ଜଣ ସକ୍ରୀୟ ଅଛନ୍ତି। ୩, ୯୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୯, ୯୦୩ [+୧୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୪୧ [+୧୩୪] ଜଣ ସକ୍ରୀୟ ଅଛନ୍ତି। ୮, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪, ୬୦୦ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୩ [+୫୮] ଜଣ ସକ୍ରୀୟ ଅଛନ୍ତି। ୪, ୦୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୫୧୩ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୮ [+୨୨] ଜଣ ସକ୍ରୀୟ ଅଛନ୍ତି। ୫, ୦୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୪, ୫୨୬ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୩ [+୮୫] ଜଣ ସକ୍ରୀୟ ଅଛନ୍ତି। ୩, ୭୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୧, ୫୯୧ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୧ [+୮୭] ଜଣ ସକ୍ରୀୟ ଅଛନ୍ତି। ୧୦, ୫୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୮୫୨ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୮ [+୩୧] ଜଣ ସକ୍ରୀୟ ଅଛନ୍ତି। ୭, ୬୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୭, ୩୭୯ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୩ [+୫୪] ଜଣ ସକ୍ରୀୟ ଅଛନ୍ତି। ୬, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୮୭୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୮ [+୫୩] ଜଣ ସକ୍ରୀୟ ଅଛନ୍ତି। ୩, ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୯, ୩୬୯ [+୧୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୭୩ [+୧୫୮] ଜଣ ସକ୍ରୀୟ ଅଛନ୍ତି। ୭, ୯୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୬, ୭୯୬ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୭ [+୭୨] ଜଣ ସକ୍ରୀୟ ଅଛନ୍ତି। ୫, ୮୦୯ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.