Home Coronavirus Outbreak ଆଜି ୧୬୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ଆଜି ୧୬୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

96

ଭୁବନେଶ୍ୱର ୨୫-୧୦ (ଓଡ଼ିଆ ପୁଅ) ଆଜି ୧୬୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୮୧୨୧୫ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୫୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୨୬୧୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୩୧୮୦୭୫ ଜଣ। ମୋଟ ଆକ୍ରାନ୍ତ ୨୮୧୨୧୫ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୨୬୨୦୩୧ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୭୮୮୬ ଜଣ।

ଆଜି କରୋନା ନେଲା ୧୬ ମୁଣ୍ଡ। ମୃତକଙ୍କ ସଂଖ୍ୟା ୧୨୪୫ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ କରି ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଗଞ୍ଜାମ ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
ଢେଙ୍କାନାଳ ଜିଲ୍ଲାର ୨ଜଣ
ଅନୁଗୁଳ ଜିଲ୍ଲାର ୨ ଜଣ
ସୁନ୍ଦରଗଡ ଜିଲ୍ଲାର ୨ ଜଣ
ମାଲକାନଗିରି ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ଜଣେ
ଗଜପତି ଜିଲ୍ଲାର ଜଣେ
ବାଲେଶ୍ୱର ଜିଲ୍ଲାର ୨ ଜଣ
ବରଗଡ ଜିଲ୍ଲାର ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ –
୧- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏକି CKD ରେ ପୀଡିତ ଥିଲେ।

୩- ଢେଙ୍କାନାଳ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୪- ଢେଙ୍କାନାଳ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୫- ଅନୁଗୁଳ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୬- ଅନୁଗୁଳ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ କନଜେଟିଭ୍ ହେପାଟୋପାଥିରେ ପୀଡିତ ଥିଲେ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ସୋରିୟାସିସ୍, HTN, IHD ରେ ମଧ୍ୟ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏକି ମଲ୍ଟି ଅର୍ଗାନ ଡିସଫଙ୍କସନରେ ପୀଡିତ ଥିଲେ।

୯- ମାଲକାନଗିରି ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୦- ଭୁବନେଶ୍ୱରର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୧- ପୁରୀ ଜିଲ୍ଲାର ୮୨ ବର୍ଷ ବୟସ୍କ ପୁରୁଷ।

୧୨- କେନ୍ଦୁଝର ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୩- ଗଜପତି ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୪- ବାଲେଶ୍ୱର ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୫- ବାଲେଶ୍ୱର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୬- ବରଗଡ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

ଆଜି ୧୬୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୧୦୦
୨- ବାଲେଶ୍ୱର ଜିଲ୍ଲାରୁ – ୨୬
୩- ବରଗଡ଼ ଜିଲ୍ଲାରୁ – ୫୩
୪- ଭଦ୍ରକ ଜିଲ୍ଲାରୁ – ୨୧
୫- ବଲାଙ୍ଗୀର ଜିଲ୍ଲାରୁ – ୮୦
୬- ବୌଦ୍ଦ ଜିଲ୍ଲାରୁ – ୩୫
୭- କଟକ ଜିଲ୍ଲାରୁ – ୧୩୨
୮- ଦେବଗଡ଼ ଜିଲ୍ଲାରୁ – ୮
୯- ଢେଙ୍କାନାଳ ଜିଲ୍ଲାରୁ – ୩୯
୧୦- ଗଜପତି ଜିଲ୍ଲାରୁ – ୧୩
୧୧- ଗଞ୍ଜାମ ଜିଲ୍ଲାରୁ – ୩୩
୧୨- ଜଗତସିଂହପୁର ଜିଲ୍ଲାରୁ – ୭୯
୧୩- ଯାଜପୁର ଜିଲ୍ଲାରୁ – ୪୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୫୪
୧୫- କଳାହାଣ୍ଡି ଜିଲ୍ଲାରୁ – ୩୬
୧୬- କନ୍ଧମାଳ ଜିଲ୍ଲାରୁ – ୨୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୦୫
୧୮- କେନ୍ଦୁଝର ଜିଲ୍ଲାରୁ – ୫୧
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୧୫୮
୨୦- କୋରାପୁଟ ଜିଲ୍ଲାରୁ – ୩୫
୨୧- ମାଲକାନଗିରି : ୫୩
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୪୨
୨୩- ନବରଙ୍ଗପୁର ଜିଲ୍ଲାରେ: ୪୧
୨୪- ନୟାଗଡ଼ ଜିଲ୍ଲାରୁ – ୨୩
୨୫- ନୂଆପଡ଼ା ଜିଲ୍ଲାରୁ – ୮୯
୨୬- ପୁରୀ ଜିଲ୍ଲାରୁ – ୫୮
୨୭- ରାୟଗଡ଼ା ଜିଲ୍ଲାରୁ – ୧୧
୨୮- ସମ୍ବଲପୁର ଜିଲ୍ଲାରୁ – ୩୨
୨୯- ସୋନପୁର ଜିଲ୍ଲାରୁ – ୨୨
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୬
୩୧- State Pool: ୩୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୭, ୫୩୧ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୯ [+୯୮] ଜଣ ସକ୍ରୀୟ ଅଛନ୍ତି। ୬, ୫୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯, ୮୫୩ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୧ [+୨୪] ଜଣ ସକ୍ରୀୟ ଅଛନ୍ତି। ୯, ୦୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮, ୩୭୬ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୯ [+୫୨] ଜଣ ସକ୍ରୀୟ ଅଛନ୍ତି। ୭, ୭୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୫୮୫ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୩ [+୨୧] ଜଣ ସକ୍ରୀୟ ଅଛନ୍ତି। ୬, ୧୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୬, ୩୬୦ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୪ [+୮୦] ଜଣ ସକ୍ରୀୟ ଅଛନ୍ତି। ୫, ୬୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୪୭୨ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୭ [+୩୫] ଜଣ ସକ୍ରୀୟ ଅଛନ୍ତି। ୨, ୨୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୫, ୨୩୬ [+୧୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୧୨ [+୧୩୨] ଜଣ ସକ୍ରୀୟ ଅଛନ୍ତି। ୨୩, ୭୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୯୮୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୮] ଜଣ ସକ୍ରୀୟ ଅଛନ୍ତି। ୯୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୪, ୯୦୦ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୯ [+୩୭] ଜଣ ସକ୍ରୀୟ ଅଛନ୍ତି। ୪, ୫୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୮୨୧ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧୨] ଜଣ ସକ୍ରୀୟ ଅଛନ୍ତି। ୩, ୭୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୧, ୦୩୭ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ [+୩୨] ଜଣ ସକ୍ରୀୟ ଅଛନ୍ତି। ୨୦, ୬୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୭, ୧୦୨ [+୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୯ [+୭୯] ଜଣ ସକ୍ରୀୟ ଅଛନ୍ତି। ୬, ୩୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧୦, ୫୯୨ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୬ [+୪୩] ଜଣ ସକ୍ରୀୟ ଅଛନ୍ତି। ୯, ୮୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୬, ୧୩୦ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୫୪] ଜଣ ସକ୍ରୀୟ ଅଛନ୍ତି। ୫, ୮୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୪, ୮୯୩ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୫ [+୩୬] ଜଣ ସକ୍ରୀୟ ଅଛନ୍ତି। ୪, ୨୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୫୬୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୫ [+୨୪] ଜଣ ସକ୍ରୀୟ ଅଛନ୍ତି। ୫, ୨୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୭, ୨୩୯ [+୧୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୦ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୬, ୪୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫, ୯୭୯ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୪ [+୫୦] ଜଣ ସକ୍ରୀୟ ଅଛନ୍ତି। ୫, ୪୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୭, ୫୪୧ [+୧୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୨୭ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୪୪, ୯୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭, ୧୮୫ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୬ [+୩୫] ଜଣ ସକ୍ରୀୟ ଅଛନ୍ତି। ୬, ୭୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୭୦୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୧ [+୫୨] ଜଣ ସକ୍ରୀୟ ଅଛନ୍ତି। ୪, ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୦, ୮୩୪ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୧ [+୪୨] ଜଣ ସକ୍ରୀୟ ଅଛନ୍ତି। ୯, ୮୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫, ୦୮୬ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୦ [+୪୧] ଜଣ ସକ୍ରୀୟ ଅଛନ୍ତି। ୪, ୬୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୮୧୪ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୮ [+୨୩] ଜଣ ସକ୍ରୀୟ ଅଛନ୍ତି। ୫, ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୫, ୩୦୧ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୪ [+୮୯] ଜଣ ସକ୍ରୀୟ ଅଛନ୍ତି। ୪, ୬୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୨, ୨୧୦ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୨ [+୫୭] ଜଣ ସକ୍ରୀୟ ଅଛନ୍ତି। ୧୧, ୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୮, ୦୨୩ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ [+୧୧] ଜଣ ସକ୍ରୀୟ ଅଛନ୍ତି। ୭, ୮୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୭, ୮୦୪ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୮ [+୩୨] ଜଣ ସକ୍ରୀୟ ଅଛନ୍ତି। ୭, ୩୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪, ୩୧୨ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୭ [+୨୨] ଜଣ ସକ୍ରୀୟ ଅଛନ୍ତି। ୩, ୮୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧୦, ୪୬୧ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୯ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୯, ୩୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୨୮୩ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୧ [+୩୧] ଜଣ ସକ୍ରୀୟ ଅଛନ୍ତି। ୬, ୭୮୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.