Home Coronavirus Outbreak ଆଜି ୩୦ ଜିଲ୍ଲାରୁ ୪୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ...

ଆଜି ୩୦ ଜିଲ୍ଲାରୁ ୪୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

146

ଭୁବନେଶ୍ୱର ୨୫-୯ (ଓଡ଼ିଆ ପୁଅ) ଆଜି ୩୦ ଜିଲ୍ଲାରୁ ୪୨୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୦୯୬ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୪୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୩୭୭୯ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୦୦୯୧୮୩। ମୋଟ ଆକ୍ରାନ୍ତ ୨୦୧୦୯୬। ମୋଟ ସୁସ୍ଥ ହେଲେଣି ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୯୨୩୨ ଜଣ।

ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୭୬୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –
ଅନୁଗୁଳ ଜିଲ୍ଲାରୁ ଜଣେ,

ବଲାଙ୍ଗୀର ଜିଲ୍ଲାରୁ ଜଣେ,

କଟକ ଜିଲ୍ଲାରୁ ଜଣେ,

କନ୍ଧମାଳ ଜିଲ୍ଲାରୁ ଜଣେ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ,

ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ,

ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,

ପୁରୀ ଜିଲ୍ଲାରୁ ୩ ଜଣ,

ରାୟଗଡ଼ା ଜିଲ୍ଲାରୁ ଜଣେ

ମୃତକଙ୍କ ବିଷୟରେ –

୧- ଅନୁଗୁଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୨- ବଲାଙ୍ଗୀରର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪- ଭୁବନେଶ୍ୱରର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗ, ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୬- ଭୁବନେଶ୍ୱରର ଜଣେ ୬୩ ବର୍ଷ ବୟସ୍କ ପୁରୁଷ।
୭- କଟକ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୮- କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ।
୧୦- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।
୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ।
୧୨- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୧୩- ପୁରୀ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଇସକେମିକ୍ ହୃଦ୍ ରୋଗରେ ମଧ୍ୟ ପୀଡିତ ଥିଲେ।
୧୪- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୧୫- ରାୟଗଡା ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା।

ଆଜି ୩୦ ଜିଲ୍ଲାରୁ ୪୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୯୪
୨- ବାଲେଶ୍ୱର ଜିଲ୍ଲାରୁ – ୧୧୮
୩- ବରଗଡ଼ ଜିଲ୍ଲାରୁ – ୧୧୪
୪- ଭଦ୍ରକ ଜିଲ୍ଲାରୁ – ୪୮
୫- ବଲାଙ୍ଗୀର ଜିଲ୍ଲାରୁ – ୭୬
୬- ବୌଦ୍ଦ ଜିଲ୍ଲାରୁ – ୨୯
୭- କଟକ ଜିଲ୍ଲାରୁ – ୪୬୫
୮- ଦେବଗଡ଼ ଜିଲ୍ଲାରୁ – ୨୦
୯- ଢେଙ୍କାନାଳ ଜିଲ୍ଲାରୁ – ୬୮
୧୦- ଗଜପତି ଜିଲ୍ଲାରୁ – ୧୩
୧୧- ଗଞ୍ଜାମ ଜିଲ୍ଲାରୁ – ୬୩
୧୨- ଜଗତସିଂହପୁର ଜିଲ୍ଲାରୁ – ୧୮୧
୧୩- ଯାଜପୁର ଜିଲ୍ଲାରୁ – ୨୩୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮୧
୧୫- କଳାହାଣ୍ଡି ଜିଲ୍ଲାରୁ – ୧୧୬
୧୬- କନ୍ଧମାଳ ଜିଲ୍ଲାରୁ – ୧୦୨
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୧୦
୧୮- କେନ୍ଦୁଝର ଜିଲ୍ଲାରୁ – ୮୨
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୭୨୫
୨୦- କୋରାପୁଟ ଜିଲ୍ଲାରୁ – ୭୨
୨୧- ମାଲକାନଗିରି : ୬୧
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୫୪
୨୩- ନବରଙ୍ଗପୁର ଜିଲ୍ଲାରୁ : ୧୩୧
୨୪- ନୟାଗଡ଼ ଜିଲ୍ଲାରୁ – ୫୨
୨୫- ନୂଆପଡ଼ା ଜିଲ୍ଲାରୁ – ୧୭୫
୨୬- ପୁରୀ ଜିଲ୍ଲାରୁ – ୧୯୯
୨୭- ରାୟଗଡ଼ା ଜିଲ୍ଲାରୁ – ୬୧
୨୮- ସମ୍ବଲପୁର ଜିଲ୍ଲାରୁ – ୧୩୧
୨୯- ସୋନପୁର ଜିଲ୍ଲାରୁ – ୨୬
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୦
୩୧- State Pool: ୨୨୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୩, ୪୧୬ [+୧୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୦୦ [+୧୯୩] ଜଣ ସକ୍ରୀୟ ଅଛନ୍ତି। ୨, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୬, ୯୩୪ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୬୪ [+୧୧୮] ଜଣ ସକ୍ରୀୟ ଅଛନ୍ତି। ୫, ୪୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୫, ୮୦୭ [+୧୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୧୩ [+୧୧୪] ଜଣ ସକ୍ରୀୟ ଅଛନ୍ତି। ୪, ୫୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୪, ୮୪୫ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୦ [+୪୮] ଜଣ ସକ୍ରୀୟ ଅଛନ୍ତି। ୩, ୯୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩, ୮୫୪ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୦ [+୭୫] ଜଣ ସକ୍ରୀୟ ଅଛନ୍ତି। ୩, ୧୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୬୭୭ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୦ [+୨୯] ଜଣ ସକ୍ରୀୟ ଅଛନ୍ତି। ୧, ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୧୮, ୮୨୪ [+୪୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୭୨୨ [+୪୬୪] ଜଣ ସକ୍ରୀୟ ଅଛନ୍ତି। ୧୪, ୦୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୫୭୭ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୫୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୩, ୩୬୯ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୮ [+୬୮] ଜଣ ସକ୍ରୀୟ ଅଛନ୍ତି। ୨, ୭୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୪୪୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୩, ୨୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୯, ୯୩୪ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୦ [+୬୩] ଜଣ ସକ୍ରୀୟ ଅଛନ୍ତି। ୧୯, ୪୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୪, ୭୬୫ [+୧୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୮ [+୧୮୧] ଜଣ ସକ୍ରୀୟ ଅଛନ୍ତି। ୩, ୩୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୭, ୭୪୩ [+୨୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୧୯ [+୨୩୭] ଜଣ ସକ୍ରୀୟ ଅଛନ୍ତି। ୬, ୦୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୩, ୯୯୧ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୩ [+୮୧] ଜଣ ସକ୍ରୀୟ ଅଛନ୍ତି। ୨, ୯୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୨, ୯୪୦ [+୧୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୨, ୧୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୪, ୦୯୦ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୦ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୩, ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪, ୫୧୦ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୮୭ [+୧୦୯] ଜଣ ସକ୍ରୀୟ ଅଛନ୍ତି। ୩, ୩୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩, ୭୨୦ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୮୨] ଜଣ ସକ୍ରୀୟ ଅଛନ୍ତି। ୩, ୧୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩୪, ୧୭୮ [+୭୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୫୩୩ [+୭୨୧] ଜଣ ସକ୍ରୀୟ ଅଛନ୍ତି। ୨୭, ୫୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୯ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୫, ୮୩୨ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୩ [+୭୨] ଜଣ ସକ୍ରୀୟ ଅଛନ୍ତି। ୫, ୦୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୩୯୪ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୩ [+୬୧] ଜଣ ସକ୍ରୀୟ ଅଛନ୍ତି। ୨, ୮୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୭, ୩୫୩ [+୧୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୫ [+୧୫୨] ଜଣ ସକ୍ରୀୟ ଅଛନ୍ତି। ୫, ୮୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୩, ୨୯୦ [+୧୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୧ [+୧୩୧] ଜଣ ସକ୍ରୀୟ ଅଛନ୍ତି। ୨, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪, ୪୯୪ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୫ [+୫୨] ଜଣ ସକ୍ରୀୟ ଅଛନ୍ତି। ୩, ୮୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୨, ୫୬୭ [+୧୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୩ [+୧୭୫] ଜଣ ସକ୍ରୀୟ ଅଛନ୍ତି। ୧, ୭୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୯, ୨୭୩ [+୧୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୯୧ [+୧୯୬] ଜଣ ସକ୍ରୀୟ ଅଛନ୍ତି। ୭, ୩୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୧୨୧ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୬ [+୬୦] ଜଣ ସକ୍ରୀୟ ଅଛନ୍ତି। ୬, ୪୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୫, ୪୩୫ [+୧୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୦ [+୧୩୧] ଜଣ ସକ୍ରୀୟ ଅଛନ୍ତି। ୪, ୨୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୨, ୬୮୪ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୨, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୭, ୦୬୭ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୦୦ [+୮୦] ଜଣ ସକ୍ରୀୟ ଅଛନ୍ତି। ୫, ୮୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୩, ୯୬୯ [+୨୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୪୩୮ [+୨୨୪] ଜଣ ସକ୍ରୀୟ ଅଛନ୍ତି। ୧, ୫୩୧ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.