Home Coronavirus Outbreak ଆଜି ରାଜ୍ୟରେ ୧୨୪୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ଆଜି ରାଜ୍ୟରେ ୧୨୪୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

148

ଭୁବନେଶ୍ୱର ୨୭-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୧୨୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୮୩୯୪୨ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୭୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୨୦୦୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୩୮୫୨୫୯। ମୋଟ ଆକ୍ରାନ୍ତ ୨୮୩୯୪୨ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୨୬୬୧୦୫ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୬୫୧୨ ଜଣ।

ତେବେ ଆଜି ରାଜ୍ୟରେ କରୋନା ନେଇଛି ୧୩ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୨୭୨ କୁ ବୃଦ୍ଧି ପାଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଖୋର୍ଦ୍ଧା ଜିଲ୍ଲାରୁ (ଭୁବନେଶ୍ୱରର) ୪ ଜଣ
ଝାରସୁଗୁଡା ଜିଲ୍ଲାର ୨ ଜଣ
ନୁଆପଡା ଜିଲ୍ଲାର ୩ ଜଣ
ମାଲକାନଗିରି ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ୨ ଜଣ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ –

୧- ଭୁବନେଶ୍ୱରର ୫୨ ବର୍ଷ ବୟସ୍କ ପୁରୁଷ।

୨- ଭୁବନେଶ୍ୱରର ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪- ଝାରସୁଗୁଡା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୫- ଝାରସୁଗୁଡା ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ।

୬- ଭୁବନେଶ୍ୱରର ଜଣେ ୮୬ ବର୍ଷ ବୟସ୍କ ପୁରୁଷ।

୭- ନୁଆପଡା ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏକି COPD ରେ ପୀଡିତ ଥିଲେ।

୮- ନୁଆପଡା ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- ନୁଆପଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ହାର୍ଟ ରୋଗ, ହାର୍ଟ ବ୍ଲକ୍ ଏବଂ PSVT ରେ ମଧ୍ୟ ପୀଡିତ ଥିଲେ।

୧୦- ମାଲକାନଗିରି ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କା ମହିଳା।

୧୨- କେନ୍ଦୁଝର ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, H / O CVA ରେ ମଧ୍ୟ ପୀଡିତ ଥିଲେ।

୧୩- କେନ୍ଦୁଝର ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ତୀବ୍ର ଯକୃତ ବିଫଳତା, ମୋଟାପଣ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଆଜି ରାଜ୍ୟରେ ୧୨୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୬୯
୨- ବାଲେଶ୍ୱର ଜିଲ୍ଲାରୁ – ୨୩
୩- ବରଗଡ଼ ଜିଲ୍ଲାରୁ – ୩୨
୪- ଭଦ୍ରକ ଜିଲ୍ଲାରୁ – ୭
୫- ବଲାଙ୍ଗୀର ଜିଲ୍ଲାରୁ – ୬୮
୬- ବୌଦ୍ଦ ଜିଲ୍ଲାରୁ – ୩୭
୭- କଟକ ଜିଲ୍ଲାରୁ – ୧୦୫
୮- ଦେବଗଡ଼ ଜିଲ୍ଲାରୁ – ୧୬
୯- ଢେଙ୍କାନାଳ ଜିଲ୍ଲାରୁ – ୪୦
୧୦- ଗଞ୍ଜାମ ଜିଲ୍ଲାରୁ – ୧୭
୧୧- ଜଗତସିଂହପୁର ଜିଲ୍ଲାରୁ – ୫୪
୧୨- ଯାଜପୁର ଜିଲ୍ଲାରୁ – ୩୨
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୩୫
୧୪- କଳାହାଣ୍ଡି ଜିଲ୍ଲାରୁ – ୪୦
୧୫- କନ୍ଧମାଳ ଜିଲ୍ଲାରୁ – ୧୧
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୯
୧୭- କେନ୍ଦୁଝର ଜିଲ୍ଲାରୁ – ୪୧
୧୮- Khurda: ୨୦୬
୧୯- କୋରାପୁଟ ଜିଲ୍ଲାରୁ – ୨୬
୨୦- ମାଲକାନଗିରି : ୧୧
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୭୧
୨୨- ନବରଙ୍ଗପୁର ଜିଲ୍ଲାରେ: ୧୨
୨୩- ନୟାଗଡ଼ ଜିଲ୍ଲାରୁ – ୧୪
୨୪- ନୂଆପଡ଼ା ଜିଲ୍ଲାରୁ – ୩୮
୨୫- ପୁରୀ ଜିଲ୍ଲାରୁ – ୨୨
୨୬- ରାୟଗଡ଼ା ଜିଲ୍ଲାରୁ – ୪
୨୭- ସମ୍ବଲପୁର ଜିଲ୍ଲାରୁ – ୨୪
୨୮- ସୋନପୁର ଜିଲ୍ଲାରୁ – ୧୮
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୯୬
୩୦- State Pool: ୨୯

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୭, ୭୪୧ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୦ [+୬୯] ଜଣ ସକ୍ରୀୟ ଅଛନ୍ତି। ୬, ୮୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୯, ୯୬୦ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୬ [+୨୩] ଜଣ ସକ୍ରୀୟ ଅଛନ୍ତି। ୯, ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮, ୪୫୭ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୦ [+୩୨] ଜଣ ସକ୍ରୀୟ ଅଛନ୍ତି। ୭, ୯୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬, ୬୧୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୨ [+୭] ଜଣ ସକ୍ରୀୟ ଅଛନ୍ତି। ୬, ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୬, ୪୭୨ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୭ [+୬୮] ଜଣ ସକ୍ରୀୟ ଅଛନ୍ତି। ୫, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୫୨୧ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ [+୩୭] ଜଣ ସକ୍ରୀୟ ଅଛନ୍ତି। ୨, ୩୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୫, ୪୪୭ [+୧୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୦ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୨୪, ୦୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧, ୦୧୩ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୪, ୯୬୫ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୦ [+୪୦] ଜଣ ସକ୍ରୀୟ ଅଛନ୍ତି। ୪, ୫୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୮୨୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ ଜଣ ସକ୍ରୀୟ ଅଛନ୍ତି। ୩, ୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୧, ୦୭୪ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୩ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୦, ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୭, ୨୨୮ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୮ [+୫୪] ଜଣ ସକ୍ରୀୟ ଅଛନ୍ତି। ୬, ୪୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୦, ୬୮୦ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୨ [+୩୨] ଜଣ ସକ୍ରୀୟ ଅଛନ୍ତି। ୧୦, ୦୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୬, ୨୧୫ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୧ [+୩୩] ଜଣ ସକ୍ରୀୟ ଅଛନ୍ତି। ୫, ୯୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪, ୯୫୭ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୭ [+୪୦] ଜଣ ସକ୍ରୀୟ ଅଛନ୍ତି। ୪, ୪୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୫, ୫୮୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୯ [+୧୧] ଜଣ ସକ୍ରୀୟ ଅଛନ୍ତି। ୫, ୩୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୭, ୩୩୯ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୮ [+୪୯] ଜଣ ସକ୍ରୀୟ ଅଛନ୍ତି। ୬, ୬୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୬, ୧୦୭ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୭ [+୩୯] ଜଣ ସକ୍ରୀୟ ଅଛନ୍ତି। ୫, ୬୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪୭, ୮୫୭ [+୨୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୦୬ [+୨୦୨] ଜଣ ସକ୍ରୀୟ ଅଛନ୍ତି। ୪୫, ୫୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୯ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୭, ୨୫୦ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୮ [+୨୬] ଜଣ ସକ୍ରୀୟ ଅଛନ୍ତି। ୬, ୮୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୭୩୬ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୨ [+୧୦] ଜଣ ସକ୍ରୀୟ ଅଛନ୍ତି। ୪, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୧, ୦୧୮ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୬ [+୭୧] ଜଣ ସକ୍ରୀୟ ଅଛନ୍ତି। ୧୦, ୦୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୫, ୧୩୮ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୭ [+୧୨] ଜଣ ସକ୍ରୀୟ ଅଛନ୍ତି। ୪, ୭୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୫, ୮୫୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୯ [+୧୪] ଜଣ ସକ୍ରୀୟ ଅଛନ୍ତି। ୫, ୪୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୫, ୩୮୩ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୬ [+୩୫] ଜଣ ସକ୍ରୀୟ ଅଛନ୍ତି। ୪, ୭୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୨, ୨୭୯ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୧, ୬୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୮, ୦୩୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୯ [+୪] ଜଣ ସକ୍ରୀୟ ଅଛନ୍ତି। ୭, ୮୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୭, ୮୫୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୫ [+୨୪] ଜଣ ସକ୍ରୀୟ ଅଛନ୍ତି। ୭, ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୪, ୩୪୪ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୦ [+୧୮] ଜଣ ସକ୍ରୀୟ ଅଛନ୍ତି। ୪, ୦୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୧୦, ୬୪୭ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୯ [+୯୫] ଜଣ ସକ୍ରୀୟ ଅଛନ୍ତି। ୯, ୬୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୩୩୮ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୯ [+୨୯] ଜଣ ସକ୍ରୀୟ ଅଛନ୍ତି। ୬, ୮୮୯ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.