Home ଅନୁଗୁଳ ଆଜି ରାଜ୍ୟରେ ୨୫୪୬ ନୂଆ କରୋନା ଆକ୍ରାନ୍ତ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ଆଜି ରାଜ୍ୟରେ ୨୫୪୬ ନୂଆ କରୋନା ଆକ୍ରାନ୍ତ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ

154

ଭୁବନେଶ୍ୱର ୧୧-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୫୨୨୩୯ କୁ ବୃଦ୍ଧି ପାଇଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୦୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୩୮୮୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୭୫୫୬୭୧। ମୋଟ ଆକ୍ରାନ୍ତ ୨୫୨୨୩୯। ମୋଟ ସୁସ୍ଥ ହେଲେଣି ୨୨୪୨୭୩ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୬୮୯୧ ଜଣ।

ଆଜି ରାଜ୍ୟରେ କରୋନା ନେଲା ୧୬ ମୁଣ୍ଡ । ମୋଟ ମୃତକଙ୍କ ସଂଖ୍ୟା ୧୦୨୨ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବାଲେଶ୍ୱର ଜିଲ୍ଲାର ୪ ଜଣ
ଖୋର୍ଧା ଜିଲ୍ଲାର ୫ ଜଣ (ଭୁବନେଶ୍ୱରର ୩ ଜଣ)
ଢ଼େଙ୍କାନାଳ ଜିଲ୍ଲାର ୨ ଜଣ
ଗଜପତି ଜିଲ୍ଲାର ଜଣେ
କଳାହାଣ୍ଡି ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
କୋରାପୁଟ ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ –
୧ – ବାଲେଶ୍ୱର ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କା ମହିଳା ଯିଏକି ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୨- ବାଲେଶ୍ୱର ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ।
୩- ବାଲେଶ୍ୱର ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।
୪- ବାଲେଶ୍ୱରର ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- ଭୁବନେଶ୍ୱରର ୬୭ ବର୍ଷ ବୟସ୍କା ମହିଳା।
୬- ଭୁବନେଶ୍ୱରର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୭- ଭୁବନେଶ୍ୱରର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ଢ଼େଙ୍କାନାଳ ଜିଲ୍ଲାର ୬୬ ବର୍ଷ ବୟସ୍କ ପୁରୁଷ।
୯- ଢ଼େଙ୍କାନାଳ ଜିଲ୍ଲାର ୫୯ ବର୍ଷ ବୟସ୍କ ପୁରୁଷ।

୧୦- ଗଜପତି ଜିଲ୍ଲାର ୭୦ ବର୍ଷ ବୟସ୍କା ମହିଳା।

୧୧- କଳାହାଣ୍ଡି ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୨- କେନ୍ଦ୍ରାପଡା ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୩- ଖୋର୍ଧା ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କା ମହିଳା।
୧୪- ଖୋର୍ଧା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ କେଟୋଏସିଡୋସିସ୍ ଏବଂ ଆକ୍ୟୁଟ୍ କିଡନୀ ଆଘାତରେ ମଧ୍ୟ ପୀଡିତ ଥିଲେ।

୧୫- କୋରାପୁଟ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୬- ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

ଆଜି ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ
୧- ଅନୁଗୁଳ ଜିଲ୍ଲାରୁ – ୨୦୮
୨- ବାଲେଶ୍ୱର ଜିଲ୍ଲାରୁ – ୧୦୩
୩- ବରଗଡ଼ ଜିଲ୍ଲାରୁ – ୯୨
୪- ଭଦ୍ରକ ଜିଲ୍ଲାରୁ – ୩୪
୫- ବଲାଙ୍ଗୀର ଜିଲ୍ଲାରୁ – ୮୫
୬- ବୌଦ୍ଦ ଜିଲ୍ଲାରୁ – ୩୭
୭- କଟକ ଜିଲ୍ଲାରୁ – ୧୩୪
୮- ଦେବଗଡ଼ ଜିଲ୍ଲାରୁ – ୧୪
୯- ଢେଙ୍କାନାଳ ଜିଲ୍ଲାରୁ – ୨୫
୧୦- ଗଜପତି ଜିଲ୍ଲାରୁ – ୧୦
୧୧- ଗଞ୍ଜାମ ଜିଲ୍ଲାରୁ – ୩୪
୧୨- ଜଗତସିଂହପୁର ଜିଲ୍ଲାରୁ – ୮୬
୧୩- ଯାଜପୁର ଜିଲ୍ଲାରୁ – ୯୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୫୭
୧୫- କଳାହାଣ୍ଡି ଜିଲ୍ଲାରୁ – ୭୫
୧୬- କନ୍ଧମାଳ ଜିଲ୍ଲାରୁ – ୪୯
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭୫
୧୮- କେନ୍ଦୁଝର ଜିଲ୍ଲାରୁ – ୪୩
୧୯- ଖୋର୍ଦ୍ଧା ଜିଲ୍ଲାରୁ: ୪୧୦
୨୦- କୋରାପୁଟ ଜିଲ୍ଲାରୁ – ୭୨
୨୧- ମାଲକାନଗିରି : ୨୭
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୨୦
୨୩- ନବରଙ୍ଗପୁର ଜିଲ୍ଲାରେ: ୬୦
୨୪- ନୟାଗଡ଼ ଜିଲ୍ଲାରୁ – ୪୮
୨୫- ନୂଆପଡ଼ା ଜିଲ୍ଲାରୁ –
୨୬- ପୁରୀ ଜିଲ୍ଲାରୁ – ୭୦
୨୭- ରାୟଗଡ଼ା ଜିଲ୍ଲାରୁ – ୨୧
୨୮- ସମ୍ବଲପୁର ଜିଲ୍ଲାରୁ – ୮୪
୨୯- ସୋନପୁର ଜିଲ୍ଲାରୁ – ୪୮
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୬୧
୩୧- State Pool: ୮୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୫, ୬୪୯ [+୨୦୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୯୮ [+୨୦୮] ଜଣ ସକ୍ରୀୟ ଅଛନ୍ତି। ୪, ୨୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୮, ୬୮୪ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୫ [+୯୯] ଜଣ ସକ୍ରୀୟ ଅଛନ୍ତି। ୭, ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭, ୪୪୪ [+୯୨] ଜଣ ସଂକ୍ରମିତ ହୋବା ବେଳେ ୯୭୨ [+୯୨] ଜଣ ସକ୍ରୀୟ ଅଛନ୍ତି। ୬, ୪୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୫, ୯୩୧ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୫, ୨୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୫, ୩୧୨ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୨ [+୮୫] ଜଣ ସକ୍ରୀୟ ଅଛନ୍ତି। ୪, ୪୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୧୭୧ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୧ [+୩୭] ଜଣ ସକ୍ରୀୟ ଅଛନ୍ତି। ୧, ୯୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୩, ୧୪୪ [+୧୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୮୮ [+୧୩୪] ଜଣ ସକ୍ରୀୟ ଅଛନ୍ତି। ୨୦, ୮୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୮୨୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୪, ୩୪୩ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୦ [+୨୩] ଜଣ ସକ୍ରୀୟ ଅଛନ୍ତି। ୩, ୮୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୭୧୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୯] ଜଣ ସକ୍ରୀୟ ଅଛନ୍ତି। ୩, ୬୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୦, ୬୨୩ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୯ [+୩୪] ଜଣ ସକ୍ରୀୟ ଅଛନ୍ତି। ୨୦, ୧୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୬, ୦୮୬ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୮ [+୮୬] ଜଣ ସକ୍ରୀୟ ଅଛନ୍ତି। ୫, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୯, ୫୨୧ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୩୫ [+୯୦] ଜଣ ସକ୍ରୀୟ ଅଛନ୍ତି। ୮, ୩୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୫, ୩୨୭ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୫ [+୫୭] ଜଣ ସକ୍ରୀୟ ଅଛନ୍ତି। ୪, ୮୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪, ୦୬୪ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୧ [+୭୪] ଜଣ ସକ୍ରୀୟ ଅଛନ୍ତି। ୩, ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୫, ୧୦୦ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୬ [+୪୯] ଜଣ ସକ୍ରୀୟ ଅଛନ୍ତି। ୪, ୬୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬, ୨୩୫ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୬ [+୭୪] ଜଣ ସକ୍ରୀୟ ଅଛନ୍ତି। ୫, ୧୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୫, ୧୬୭ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୪ [+୪୩] ଜଣ ସକ୍ରୀୟ ଅଛନ୍ତି। ୪, ୬୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪୩, ୫୬୫ [+୪୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୩୬୧ [+୪୦୫] ଜଣ ସକ୍ରୀୟ ଅଛନ୍ତି। ୩୯, ୦୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୬, ୬୭୬ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୦ [+୭୧] ଜଣ ସକ୍ରୀୟ ଅଛନ୍ତି। ୬, ୧୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୧୫୨ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୪ [+୨୭] ଜଣ ସକ୍ରୀୟ ଅଛନ୍ତି। ୩, ୭୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୯, ୪୦୯ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୨ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୮, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪, ୪୧୫ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୬ [+୬୦] ଜଣ ସକ୍ରୀୟ ଅଛନ୍ତି। ୩, ୭୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୫, ୩୮୪ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୨ [+୪୮] ଜଣ ସକ୍ରୀୟ ଅଛନ୍ତି। ୪, ୮୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୪, ୨୧୪ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୯ [+୮୮] ଜଣ ସକ୍ରୀୟ ଅଛନ୍ତି। ୩, ୩୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୧, ୩୧୧ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୧୨ [+୬୯] ଜଣ ସକ୍ରୀୟ ଅଛନ୍ତି। ୧୦, ୧୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୭, ୭୫୭ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୭ [+୨୧] ଜଣ ସକ୍ରୀୟ ଅଛନ୍ତି। ୭, ୫୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୭, ୧୬୦ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୯ [+୮୪] ଜଣ ସକ୍ରୀୟ ଅଛନ୍ତି। ୬, ୦୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୩, ୬୭୨ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୪ [+୪୮] ଜଣ ସକ୍ରୀୟ ଅଛନ୍ତି। ୩, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୮, ୬୭୭ [+୧୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୦ [+୧୬୧] ଜଣ ସକ୍ରୀୟ ଅଛନ୍ତି। ୭, ୬୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୬, ୫୦୮ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୯ [+୮୬] ଜଣ ସକ୍ରୀୟ ଅଛନ୍ତି। ୫, ୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.