Home Coronavirus Outbreak ରାଜ୍ୟରେ ଆଜି ୨୨୭୫ ନୂଆ ଆକ୍ରାନ୍ତ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ...

ରାଜ୍ୟରେ ଆଜି ୨୨୭୫ ନୂଆ ଆକ୍ରାନ୍ତ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

102

ଭୁବନେଶ୍ୱର ୧୩-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୨୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୫୬୯୩୭ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୩୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୫୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୫୭୭ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୮୩୬୮୨୫। ମୋଟ ଆକ୍ରାନ୍ତ ୨୫୬୯୩୭। ମୋଟ ସୁସ୍ଥ ହେଲେଣି ୨୩୦୧୯୨ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୫୬୩୫ ଜଣ।

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତ୍ୟୁ ୧୦୫୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବାଲେଶ୍ୱର ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ
ଭୁବନେଶ୍ୱରର ୩ ଜଣ
ଜଗତସିଂହପୁରର ଜଣେ
ଝାରସୁଗୁଡା ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର ୪ ଜଣ
ପୁରୀ ଜିଲ୍ଲା ଜିଲ୍ଲାର ୨ ଜଣ
ସମ୍ବଲପୁର ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୨ ଜଣ
ବ୍ୟକେତିଙ୍କର ମୃତ୍ୟୁ ହୋଇଛି

ମୃତକଙ୍କ ବିଷୟରେ –
୧- ବାଲେଶ୍ୱର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୨- ବଲାଙ୍ଗୀର ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ।
୩- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪- ଭୁବନେଶ୍ୱରର ୮୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଆଜମା ରୋଗରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୩୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।
୬- ଜଗତସିଂହପୁରର ୬୧ ବର୍ଷ ବୟସ୍କ ପୁରୁଷ।
୭- ଝାରସୁଗୁଡା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।
୮- କେନ୍ଦ୍ରାପଡା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।
୯- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୦- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।
୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୧୨- ମୟୁରଭଞ୍ଜ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୧୩- ପୁରୀ ଜିଲ୍ଲା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୧୪- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୫- ସମ୍ବଲପୁର ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ।
୧୬- ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା।

ରାଜ୍ୟରେ ଆଜି ୨୨୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୩୬

୨- ବାଲେଶ୍ୱର ଜିଲ୍ଲାରୁ –  ୧୧୧

୩- ବରଗଡ଼ ଜିଲ୍ଲାରୁ –  ୬୪

୪- ଭଦ୍ରକ ଜିଲ୍ଲାରୁ –  ୫୦

୫- ବଲାଙ୍ଗୀର ଜିଲ୍ଲାରୁ –  ୭୭

୬- ବୌଦ୍ଦ ଜିଲ୍ଲାରୁ –  ୨୧

୭- କଟକ ଜିଲ୍ଲାରୁ –  ୧୪୪

୮- ଦେବଗଡ଼ ଜିଲ୍ଲାରୁ –  ୧୫

୯- ଢେଙ୍କାନାଳ ଜିଲ୍ଲାରୁ –  ୨୭

୧୦- ଗଜପତି ଜିଲ୍ଲାରୁ –  ୬

୧୧- ଗଞ୍ଜାମ ଜିଲ୍ଲାରୁ –  ୩୬

୧୨- ଜଗତସିଂହପୁର ଜିଲ୍ଲାରୁ –  ୫୫

୧୩- ଯାଜପୁର ଜିଲ୍ଲାରୁ –  ୮୨

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୧୦୦

୧୫- କଳାହାଣ୍ଡି ଜିଲ୍ଲାରୁ –  ୬୪

୧୬- କନ୍ଧମାଳ ଜିଲ୍ଲାରୁ –  ୫୦

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୮

୧୮- କେନ୍ଦୁଝର ଜିଲ୍ଲାରୁ –  ୩୭

୧୯- ଖୋର୍ଦ୍ଧା ଜିଲ୍ଲାରୁ: ୩୬୪

୨୦- କୋରାପୁଟ ଜିଲ୍ଲାରୁ –  ୩୯

୨୧- ମାଲକାନଗିରି : ୫୩

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୧୦

୨୩- ନବରଙ୍ଗପୁର ଜିଲ୍ଲାରେ: ୩୯

୨୪- ନୟାଗଡ଼ ଜିଲ୍ଲାରୁ –  ୩୧

୨୫- ନୂଆପଡ଼ା ଜିଲ୍ଲାରୁ –  ୬୯

୨୬- ପୁରୀ ଜିଲ୍ଲାରୁ –  ୭୧

୨୭- ରାୟଗଡ଼ା ଜିଲ୍ଲାରୁ –  ୩୩

୨୮- ସମ୍ବଲପୁର ଜିଲ୍ଲାରୁ –  ୫୬

୨୯- ସୋନପୁର ଜିଲ୍ଲାରୁ –  ୫୦

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୫୦

୩୧- State Pool: ୬୭

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୬, ୦୧୪ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୬୭ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୪, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୮, ୮୩୭ [+୧୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୦ [+୧୧୦] ଜଣ ସକ୍ରୀୟ ଅଛନ୍ତି। ୭, ୯୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭, ୬୦୭ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୪ [+୬୪] ଜଣ ସକ୍ରୀୟ ଅଛନ୍ତି। ୬, ୬୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୦୪୮ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୫୦] ଜଣ ସକ୍ରୀୟ ଅଛନ୍ତି। ୫, ୪୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୫, ୪୮୨ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୬ [+୭୬] ଜଣ ସକ୍ରୀୟ ଅଛନ୍ତି। ୪, ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୨୦୨ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୪ [+୨୧] ଜଣ ସକ୍ରୀୟ ଅଛନ୍ତି। ୨, ୦୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୩, ୪୦୬ [+୧୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୩୬ [+୧୪୪] ଜଣ ସକ୍ରୀୟ ଅଛନ୍ତି। ୨୧, ୪୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୮୫୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୧୫] ଜଣ ସକ୍ରୀୟ ଅଛନ୍ତି। ୭୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୪, ୪୩୬ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୪ [+୨୭] ଜଣ ସକ୍ରୀୟ ଅଛନ୍ତି। ୩, ୯୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୭୨୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [+୬] ଜଣ ସକ୍ରୀୟ ଅଛନ୍ତି। ୩, ୬୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୬୯୬ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୪ [+୩୬] ଜଣ ସକ୍ରୀୟ ଅଛନ୍ତି। ୨୦, ୨୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬, ୨୨୫ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ [+୫୪] ଜଣ ସକ୍ରୀୟ ଅଛନ୍ତି। ୫, ୫୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୯, ୭୦୦ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୦ [+୮୨] ଜଣ ସକ୍ରୀୟ ଅଛନ୍ତି। ୮, ୬୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫, ୪୯୩ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୬ [+୯୯] ଜଣ ସକ୍ରୀୟ ଅଛନ୍ତି। ୪, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୪, ୧୮୫ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୬ [+୬୪] ଜଣ ସକ୍ରୀୟ ଅଛନ୍ତି। ୩, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୧୮୫ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୬ [+୫୦] ଜଣ ସକ୍ରୀୟ ଅଛନ୍ତି। ୪, ୭୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୬, ୩୭୬ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୧ [+୬୭] ଜଣ ସକ୍ରୀୟ ଅଛନ୍ତି। ୫, ୩୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫, ୨୭୪ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୮ [+୩୭] ଜଣ ସକ୍ରୀୟ ଅଛନ୍ତି। ୪, ୮୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୪, ୨୮୮ [+୩୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୪୪୩ [+୩୬୧] ଜଣ ସକ୍ରୀୟ ଅଛନ୍ତି। ୩୯, ୬୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୭୩୯ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୧ [+୩୯] ଜଣ ସକ୍ରୀୟ ଅଛନ୍ତି। ୬, ୨୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୨୫୩ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୩ [+୫୩] ଜଣ ସକ୍ରୀୟ ଅଛନ୍ତି। ୩, ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୯, ୬୪୭ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୨ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୮, ୫୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪, ୪୮୨ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୮ [+୩୯] ଜଣ ସକ୍ରୀୟ ଅଛନ୍ତି। ୩, ୮୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୪୫୫ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୮ [+୩୧] ଜଣ ସକ୍ରୀୟ ଅଛନ୍ତି। ୪, ୯୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୪, ୩୪୬ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୯ [+୬୯] ଜଣ ସକ୍ରୀୟ ଅଛନ୍ତି। ୩, ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୧, ୪୫୫ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୬ [+୬୯] ଜଣ ସକ୍ରୀୟ ଅଛନ୍ତି। ୧୦, ୩୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୮୦୦ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୭ [+୩୩] ଜଣ ସକ୍ରୀୟ ଅଛନ୍ତି। ୭, ୫୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୭, ୨୭୬ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୧୧ [+୫୫] ଜଣ ସକ୍ରୀୟ ଅଛନ୍ତି। ୬, ୨୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୭୭୫ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୯ [+୫୦] ଜଣ ସକ୍ରୀୟ ଅଛନ୍ତି। ୩, ୧୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୯, ୦୨୨ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୮ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୭, ୭୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୬, ୬୫୦ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୯୧ [+୬୭] ଜଣ ସକ୍ରୀୟ ଅଛନ୍ତି। ୫, ୫୫୯ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.