Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୭, ଜୁଲାଇ

293

ଭୁବନେଶ୍ୱର ୧୭-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୭୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୬୧୧୦ କୁ ବୃଦ୍ଧି ହୋଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୭୯ ଜଣ, ସ୍ଥାନୀୟ ଅଞ୍ଚଳରୁ୨୩୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୪୦୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୬୯୭୩୮। ମୋଟ ଆକ୍ରାନ୍ତ ୧୬୧୧୦ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୦୮୭୭ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ୫୧୨୪ ଜଣ ବିଭିନ୍ନ କୋଭିଜ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ପୁଣି କରୋନା ନେଇଛି ୪ ମୁଣ୍ଡ। ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି। ତେବେ ଅନୁଗୁଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ ଏବଂ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ମୋଟ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୨୬ କୁ ବୃଦ୍ଧି ପାଇଛି। ଅନ୍ୟ କାରଣରୁ ଭଦ୍ରକ ଜିଲ୍ଲାରୁ ଜଣେ ଏବଂ ଯାଜପୁର ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଚାରିଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।
୧- ଅନୁଗୁଳ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ନ୍ୟୁରୋଏଣ୍ଡୋକ୍ରାଇନ୍ ଟ୍ୟୁମରରେ ପୀଡିତ ଥିଲେ।
୨- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୩- ଗଜପତି ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ହୃଦଘାତରେ ମଧ୍ୟ ପୀଡିତ ଥିଲେ।
୪- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

ଅନ୍ୟ ୨ ଜଣ କୋଭିଡ ପଜିଟିଭ ରୋଗୀଙ୍କର ଅନ୍ୟାନ୍ୟ କାରଣ ହେତୁ ଦେହାନ୍ତ ହୋଇଛି

୧- ଯାଜପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏକି ଗର୍ଭାଶୟ, ପେଟ, ଫୁସଫୁସ ଏବଂ ମସ୍ତିଷ୍କର କର୍କଟ କାରଣରୁ ଦେହାନ୍ତ ହୋଇଛି।

୨- ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯାହାଙ୍କର ସିଜର ଜିସ୍ଅର୍ଡ଼ର କାରଣରୁ ଦେହାନ୍ତ କରିଛନ୍ତି।

ଆଜି ଚିହ୍ନଟ ଆକ୍ରାନ୍ତ – ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ –  ୯

୨- ବାଲେଶ୍ୱର ଜିଲ୍ଲାରୁ –  ୯

୩- ବରଗଡ଼ ଜିଲ୍ଲାରୁ –  ୪

୪- ଭଦ୍ରକ ଜିଲ୍ଲାରୁ –  ୧୦

୫- କଟକ ଜିଲ୍ଲାରୁ –  ୩୨

୬- ଢେଙ୍କାନାଳ ଜିଲ୍ଲାରୁ –  ୬

୭- ଗଜପତି ଜିଲ୍ଲାରୁ –  ୨୧

୮- ଗଞ୍ଜାମ ଜିଲ୍ଲାରୁ –  ୨୩୧

୯- ଜଗତସିଂହପୁର ଜିଲ୍ଲାରୁ –  ୧୬

୧୦- ଝାରସୁଗୁଡ଼ା ଜିଲ୍ଲାରୁ –  ୨୪

୧୧- କନ୍ଧମାଳ ଜିଲ୍ଲାରୁ –  ୭

୧୨- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪

୧୩- କେନ୍ଦୁଝର ଜିଲ୍ଲାରୁ –  ୨୮

୧୪- ଖୋର୍ଦ୍ଧା : ୧୫୦

୧୫- କୋରାପୁଟ ଜିଲ୍ଲାରୁ –  ୨୭

୧୬- ମାଲକାନଗିରି : ୫୪

୧୭- ମୟୁରଭଞ୍ଜ ଜିଲ୍ଲାରୁ –  ୨୨

୧୮- ନବରଙ୍ଗପୁର ଜିଲ୍ଲାରେ: ୧

୧୯- ନୟାଗଡ଼ ଜିଲ୍ଲାରୁ –  ୧୩

୨୦- ପୁରୀ ଜିଲ୍ଲାରୁ –  ୯

୨୧- ରାୟଗଡ଼ା ଜିଲ୍ଲାରୁ –  ୧୯

୨୨- ସମ୍ବଲପୁର ଜିଲ୍ଲାରୁ –  ୭

୨୩- ସୋନପୁର ଜିଲ୍ଲାରୁ –  ୫

୨୪- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୦

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲା ରେ ୧୬୫ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୮] ଜଣ ସକ୍ରୀୟ ଅଛନ୍ତି। ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୬୪୫ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ [+୯] ଜଣ ସକ୍ରୀୟ ଅଛନ୍ତି। ୪୫୪ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨୦୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୪] ଜଣ ସକ୍ରୀୟ ଅଛନ୍ତି। ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩୧୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୯] ଜଣ ସକ୍ରୀୟ ଅଛନ୍ତି। ୨୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୭୩ ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ ଜଣ ସକ୍ରୀୟ ଅଛନ୍ତି। ୨୨୦ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୧୪୬ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୫ [+୩୨] ଜଣ ସକ୍ରୀୟ ଅଛନ୍ତି। ୮୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧୧୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୬] ଜଣ ସକ୍ରୀୟ ଅଛନ୍ତି। ୮୯ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୬୬୪ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୨୦] ଜଣ ସକ୍ରୀୟ ଅଛନ୍ତି। ୫୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୫, ୦୯୮ [+୨୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୯୦ [+୨୨୯] ଜଣ ସକ୍ରୀୟ ଅଛନ୍ତି। ୩, ୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୪୭୦ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୪୩ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୯୩୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୭ [-୧] ଜଣ ସକ୍ରୀୟ ଅଛନ୍ତି। ୬୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨୦୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୨୪] ଜଣ ସକ୍ରୀୟ ଅଛନ୍ତି। ୧୬୩ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୮୫ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୨୦୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୭] ଜଣ ସକ୍ରୀୟ ଅଛନ୍ତି। ୧୯୧ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩୩୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୪] ଜଣ ସକ୍ରୀୟ ଅଛନ୍ତି। ୨୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩୮୩ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୨୮] ଜଣ ସକ୍ରୀୟ ଅଛନ୍ତି। ୨୭୧ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୭୪୪ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୩ [+୧୫୦] ଜଣ ସକ୍ରୀୟ ଅଛନ୍ତି। ୧, ୦୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୨୨୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୪ [+୨୭] ଜଣ ସକ୍ରୀୟ ଅଛନ୍ତି। ୬୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୨୬୬ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୮ [+୫୪] ଜଣ ସକ୍ରୀୟ ଅଛନ୍ତି। ୧୧୮ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୪୩୩ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୨୮୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧୩୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୧] ଜଣ ସକ୍ରୀୟ ଅଛନ୍ତି। ୮୮ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩୧୫ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୧୧ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୧୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୯୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪ [+୯] ଜଣ ସକ୍ରୀୟ ଅଛନ୍ତି। ୨୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୮୬ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୧୯] ଜଣ ସକ୍ରୀୟ ଅଛନ୍ତି। ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧୩୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ [+୭] ଜଣ ସକ୍ରୀୟ ଅଛନ୍ତି। ୧୦୬ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୪୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫ [+୫] ଜଣ ସକ୍ରୀୟ ଅଛନ୍ତି। ୪୪ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୭୬୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୫୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.