Home Coronavirus Outbreak ରାଜ୍ୟରେ ଆଜି ୧୭୦୯ ନୂଆ ଆକ୍ରାନ୍ତ : ୧୧ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୧୭୦୯ ନୂଆ ଆକ୍ରାନ୍ତ : ୧୧ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

147

ଭୁବନେଶ୍ୱର ୧-୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୭୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୯୧୮୨୫ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୮୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ନୂଆ ସୁସ୍ଥ ହୋଇଥିଲେ ୧୯୧୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୬୦୧୮୬୦ ଜଣ। ମୋଟ ଆକ୍ରାନ୍ତ ୨୯୧୮୨୫। ମୋଟ ସୁସ୍ଥ ହେଲେଣି ୨୭୫୭୪୯ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୪୬୯୨ ଜଣ।

ରାଜ୍ୟରେ ଆଜି କରୋନା ନେଲା ୧୧ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

କେନ୍ଦୁଝର ଜିଲ୍ଲାର ଜଣେ
ଭୁବନେଶ୍ୱରର ଜଣେ
ଦେବଗଡ଼ ଜିଲ୍ଲାର ଜଣେ
ନୁଆପଡା ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୩ ଜଣ
କଟକ ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ଅନୁଗୁଳ ଜିଲ୍ଲାର ଜଣେ
ମାଲକାନଗିରି ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ –

୧- କେନ୍ଦୁଝର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ କି ମଧୁମେହ ମେଲିଟସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଦେବଗଡ଼ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ନୁଆପଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୫- ସୁନ୍ଦରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ମେଲିଟସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ଶେଷ ପର୍ଯ୍ୟାୟରେ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ସୁନ୍ଦରଗଡ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୭- ସୁନ୍ଦରଗଡ ଜିଲ୍ଲାର ୨୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ CAD ରେ ମଧ୍ୟ ପୀଡିତ ଥିଲେ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ।

୧୦- ଅନୁଗୁଳ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ।

୧୧- ମାଲକାନଗିରି ଜିଲ୍ଲାର ୩୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୭୯

୨- ବାଲେଶ୍ୱର ଜିଲ୍ଲାରୁ – ୬୧

୩- ବରଗଡ଼ ଜିଲ୍ଲାରୁ – ୯୯

୪- ଭଦ୍ରକ ଜିଲ୍ଲାରୁ – ୧୧

୫- ବଲାଙ୍ଗୀର ଜିଲ୍ଲାରୁ – ୫୩

୬- ବୌଦ୍ଦ ଜିଲ୍ଲାରୁ – ୧୮

୭- କଟକ ଜିଲ୍ଲାରୁ – ୧୧୫

୮- ଦେବଗଡ଼ ଜିଲ୍ଲାରୁ – ୯

୯- ଢେଙ୍କାନାଳ ଜିଲ୍ଲାରୁ – ୬୪

୧୦- ଗଜପତି ଜିଲ୍ଲାରୁ – ୪

୧୧- ଗଞ୍ଜାମ ଜିଲ୍ଲାରୁ – ୧୯

୧୨- ଜଗତସିଂହପୁର ଜିଲ୍ଲାରୁ – ୬୮

୧୩- ଯାଜପୁର ଜିଲ୍ଲାରୁ – ୪୧

୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨୮

୧୫- କଳାହାଣ୍ଡି ଜିଲ୍ଲାରୁ – ୭୨

୧୬- କନ୍ଧମାଳ ଜିଲ୍ଲାରୁ – ୨୦

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୦

୧୮- କେନ୍ଦୁଝର ଜିଲ୍ଲାରୁ – ୭୨

୧୯- ଖୋର୍ଦ୍ଧା ଜିଲ୍ଲାରୁ : ୨୨୧

୨୦- କୋରାପୁଟ ଜିଲ୍ଲାରୁ – ୩୮

୨୧- ମାଲକାନଗିରି : ୩୯

୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୨୧

୨୩- ନବରଙ୍ଗପୁର ଜିଲ୍ଲାରେ: ୨୬

୨୪- ନୟାଗଡ଼ ଜିଲ୍ଲାରୁ – ୨୯

୨୫- ନୂଆପଡ଼ା ଜିଲ୍ଲାରୁ – ୮୬

୨୬- ପୁରୀ ଜିଲ୍ଲାରୁ – ୫୮

୨୭- ରାୟଗଡ଼ା ଜିଲ୍ଲାରୁ – ୧୬

୨୮- ସମ୍ବଲପୁର ଜିଲ୍ଲାରୁ – ୪୩

୨୯- ସୋନପୁର ଜିଲ୍ଲାରୁ – ୭

୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୭

୩୧- State Pool: ୩୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୮, ୧୬୬ [+୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୫ [+୭୮] ଜଣ ସକ୍ରୀୟ ଅଛନ୍ତି। ୭, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧୦, ୩୨୪ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୩ [+୬୧] ଜଣ ସକ୍ରୀୟ ଅଛନ୍ତି। ୯, ୬୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮, ୭୨୮ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୧ [+୯୯] ଜଣ ସକ୍ରୀୟ ଅଛନ୍ତି। ୮, ୧୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୭୨୮ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୬, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୬, ୮୦୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୨ [+୫୩] ଜଣ ସକ୍ରୀୟ ଅଛନ୍ତି। ୬, ୨୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୫୯୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୬ [+୧୮] ଜଣ ସକ୍ରୀୟ ଅଛନ୍ତି। ୨, ୩୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୬, ୦୧୩ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୦ [+୧୧୪] ଜଣ ସକ୍ରୀୟ ଅଛନ୍ତି। ୨୪, ୭୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧, ୦୬୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୮] ଜଣ ସକ୍ରୀୟ ଅଛନ୍ତି। ୯୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୫, ୧୫୫ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୬ [+୬୪] ଜଣ ସକ୍ରୀୟ ଅଛନ୍ତି। ୪, ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୮୬୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୪] ଜଣ ସକ୍ରୀୟ ଅଛନ୍ତି। ୩, ୭୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୧, ୧୮୮ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୩ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୦, ୭୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୭, ୬୧୯ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୨ [+୬୮] ଜଣ ସକ୍ରୀୟ ଅଛନ୍ତି। ୬, ୮୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧୦, ୮୯୫ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୫ [+୪୧] ଜଣ ସକ୍ରୀୟ ଅଛନ୍ତି। ୧୦, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୬, ୪୦୦ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୨୮] ଜଣ ସକ୍ରୀୟ ଅଛନ୍ତି। ୬, ୧୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୫, ୨୨୮ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୩ [+୭୨] ଜଣ ସକ୍ରୀୟ ଅଛନ୍ତି। ୪, ୭୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୬୬୮ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୨୦] ଜଣ ସକ୍ରୀୟ ଅଛନ୍ତି। ୫, ୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୭, ୬୪୧ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୭ [+୪୯] ଜଣ ସକ୍ରୀୟ ଅଛନ୍ତି। ୬, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୬, ୩୯୨ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୭ [+୭୧] ଜଣ ସକ୍ରୀୟ ଅଛନ୍ତି। ୫, ୯୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୮, ୮୩୭ [+୨୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୯୪ [+୨୨୦] ଜଣ ସକ୍ରୀୟ ଅଛନ୍ତି। ୪୬, ୮୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭, ୪୦୭ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୧ [+୩୮] ଜଣ ସକ୍ରୀୟ ଅଛନ୍ତି। ୭, ୦୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୮୭୬ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୩୮] ଜଣ ସକ୍ରୀୟ ଅଛନ୍ତି। ୪, ୫୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୧, ୪୫୩ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୫ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୧୦, ୫୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫, ୩୦୪ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୪, ୯୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୬, ୦୨୩ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୬ [+୨୯] ଜଣ ସକ୍ରୀୟ ଅଛନ୍ତି। ୫, ୬୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୫, ୬୯୯ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୬ [+୮୫] ଜଣ ସକ୍ରୀୟ ଅଛନ୍ତି। ୫, ୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୨, ୫୮୫ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୮ [+୫୮] ଜଣ ସକ୍ରୀୟ ଅଛନ୍ତି। ୧୧, ୯୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୮, ୦୯୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ [+୧୬] ଜଣ ସକ୍ରୀୟ ଅଛନ୍ତି। ୭, ୯୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୮, ୦୧୧ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୮ [+୪୩] ଜଣ ସକ୍ରୀୟ ଅଛନ୍ତି। ୭, ୬୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪, ୪୩୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୧ [+୭] ଜଣ ସକ୍ରୀୟ ଅଛନ୍ତି। ୪, ୨୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧୧, ୧୨୮ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୮ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୧୦, ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୫୦୮ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୪ [+୩୫] ଜଣ ସକ୍ରୀୟ ଅଛନ୍ତି। ୭, ୧୫୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.