Home Coronavirus Outbreak ରାଜ୍ୟରେ ୬୬୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ...

ରାଜ୍ୟରେ ୬୬୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

49

ଭୁବନେଶ୍ୱର ୨୩-୧୧ (ଓଡ଼ିଆ ପୁଅ) ରାଜ୍ୟରେ ୬୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୧୪୬୨୯ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୮୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୯୦୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୬୦୪୫୩୨। ମୋଟ ଆକ୍ରାନ୍ତ ୩୧୪୬୨୯ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୩୦୫୮୧୩ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୭୧୦୬ ଜଣ।

ରାଜ୍ୟରେ ଆଜି କରୋନା ଭାଇରସ୍ ରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧୬୫୭ କୁ ବୃଦ୍ଧି ପାଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବଲାଙ୍ଗୀର ଜିଲ୍ଲାର ଜଣେ
ବରଗଡ ଜିଲ୍ଲାର ୨ ଜଣ
ଖୋର୍ଦ୍ଧା (ଭୁବନେଶ୍ୱରର) ୪ ଜଣ
ଝାରସୁଗୁଡା ଜିଲ୍ଲାର ୨ ଜଣ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ୩ ଜଣ
ସୁନ୍ଦରଗଡ ଜିଲ୍ଲାର ୪ ଜଣ

ମୃତକଙ୍କ ବିଷୟରେ –

୧- ବଲାଙ୍ଗୀର ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ।
୨- ବରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୩- ବରଗଡ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ।
୪- ଭୁବନେଶ୍ୱରର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ, ମସ୍ତିଷ୍କ ଆଘାତରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ୩୪ ବର୍ଷ ବୟସ୍କ ପୁରୁଷ।
୬- ଭୁବନେଶ୍ୱରର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।
୭- ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୮- ଝାରସୁଗୁଡା ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୯- ଝାରସୁଗୁଡା ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୧୦- କେନ୍ଦ୍ରାପଡା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।
୧୧- ସମ୍ବଲପୁର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୧୨- ସମ୍ବଲପୁର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।
୧୩- ସମ୍ବଲପୁର ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।
୧୪- ସୁନ୍ଦରଗଡ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୫- ସୁନ୍ଦରଗଡ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୬- ସୁନ୍ଦରଗଡ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା।
୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ CKD ରେ ମଧ୍ୟ ପୀଡିତ ଥିଲେ।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୪୬
୨- ବାଲେଶ୍ୱର ଜିଲ୍ଲାରୁ – ୩୮
୩- ବରଗଡ଼ ଜିଲ୍ଲାରୁ – ୧୮
୪- ଭଦ୍ରକ ଜିଲ୍ଲାରୁ – ୧୫
୫- ବଲାଙ୍ଗୀର ଜିଲ୍ଲାରୁ – ୨୮
୬- ବୌଦ୍ଦ ଜିଲ୍ଲାରୁ – ୭
୭- କଟକ ଜିଲ୍ଲାରୁ – ୩୭
୮- ଦେବଗଡ଼ ଜିଲ୍ଲାରୁ – ୨
୯- ଢେଙ୍କାନାଳ ଜିଲ୍ଲାରୁ – ୬
୧୦- ଗଜପତି ଜିଲ୍ଲାରୁ – ୪
୧୧- ଗଞ୍ଜାମ ଜିଲ୍ଲାରୁ – ୧୨
୧୨- ଜଗତସିଂହପୁର ଜିଲ୍ଲାରୁ – ୨୫
୧୩- ଯାଜପୁର ଜିଲ୍ଲାରୁ – ୧୮
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨୩
୧୫- କଳାହାଣ୍ଡି ଜିଲ୍ଲାରୁ – ୧୧
୧୬- କନ୍ଧମାଳ ଜିଲ୍ଲାରୁ – ୩
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୧
୧୮- କେନ୍ଦୁଝର ଜିଲ୍ଲାରୁ – ୩୮
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୫୬
୨୦- ମାଲକାନଗିରି : ୮
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୫୦
୨୨- ନବରଙ୍ଗପୁର ଜିଲ୍ଲାରେ: ୯
୨୩- ନୟାଗଡ଼ ଜିଲ୍ଲାରୁ – ୮
୨୪- ନୂଆପଡ଼ା ଜିଲ୍ଲାରୁ – ୬୮
୨୫- ପୁରୀ ଜିଲ୍ଲାରୁ – ୨୩
୨୬- ରାୟଗଡ଼ା ଜିଲ୍ଲାରୁ – ୨
୨୭- ସମ୍ବଲପୁର ଜିଲ୍ଲାରୁ – ୨୫
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୫୫
୨୯- State Pool: ୧୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୯, ୫୪୮ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୨ [+୪୬] ଜଣ ସକ୍ରୀୟ ଅଛନ୍ତି। ୯, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧୧, ୩୪୩ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୯ [+୩୮] ଜଣ ସକ୍ରୀୟ ଅଛନ୍ତି। ୧୦, ୯୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୯, ୫୭୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୯, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୭, ୧୩୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪ [+୧୫] ଜଣ ସକ୍ରୀୟ ଅଛନ୍ତି। ୭, ୦୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୭, ୮୦୯ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୩ [+୨୭] ଜଣ ସକ୍ରୀୟ ଅଛନ୍ତି। ୭, ୪୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୭୨୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୭] ଜଣ ସକ୍ରୀୟ ଅଛନ୍ତି। ୨, ୬୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୭, ୭୩୯ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୯ [+୩୭] ଜଣ ସକ୍ରୀୟ ଅଛନ୍ତି। ୨୭, ୦୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧, ୧୬୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୨] ଜଣ ସକ୍ରୀୟ ଅଛନ୍ତି। ୧, ୧୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୫, ୫୭୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୬] ଜଣ ସକ୍ରୀୟ ଅଛନ୍ତି। ୫, ୪୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୯୪୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୪] ଜଣ ସକ୍ରୀୟ ଅଛନ୍ତି। ୩, ୮୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୧, ୫୭୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୧, ୨୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୮, ୭୦୪ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୯ [+୨୫] ଜଣ ସକ୍ରୀୟ ଅଛନ୍ତି। ୮, ୨୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧୧, ୫୧୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୭ [+୧୮] ଜଣ ସକ୍ରୀୟ ଅଛନ୍ତି। ୧୧, ୨୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୭, ୦୩୧ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ [+୨୧] ଜଣ ସକ୍ରୀୟ ଅଛନ୍ତି। ୬, ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୫, ୯୧୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୫, ୬୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୮୭୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୩] ଜଣ ସକ୍ରୀୟ ଅଛନ୍ତି। ୫, ୮୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୮, ୫୯୧ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୮ [+୨୦] ଜଣ ସକ୍ରୀୟ ଅଛନ୍ତି। ୮, ୨୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୭, ୩୨୨ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୮ [+୩୮] ଜଣ ସକ୍ରୀୟ ଅଛନ୍ତି। ୭, ୦୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୫୧, ୧୮୨ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୧ [+୫୨] ଜଣ ସକ୍ରୀୟ ଅଛନ୍ତି। ୫୦, ୨୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୦ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭, ୭୨୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୫ ଜଣ ସକ୍ରୀୟ ଅଛନ୍ତି। ୭, ୬୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୫, ୧୪୪ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୮] ଜଣ ସକ୍ରୀୟ ଅଛନ୍ତି। ୫, ୦୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୨, ୯୦୧ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୨ [+୫୦] ଜଣ ସକ୍ରୀୟ ଅଛନ୍ତି। ୧୨, ୨୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫, ୬୮୫ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୯ [+୯] ଜଣ ସକ୍ରୀୟ ଅଛନ୍ତି। ୫, ୫୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୬, ୩୩୯ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୮] ଜଣ ସକ୍ରୀୟ ଅଛନ୍ତି। ୬, ୨୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୬, ୬୭୫ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୬୮] ଜଣ ସକ୍ରୀୟ ଅଛନ୍ତି। ୬, ୩୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୩, ୪୦୨ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୨୩] ଜଣ ସକ୍ରୀୟ ଅଛନ୍ତି। ୧୩, ୦୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୮, ୨୬୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪ [+୨] ଜଣ ସକ୍ରୀୟ ଅଛନ୍ତି। ୮, ୧୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୮, ୬୭୭ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୯ [+୨୨] ଜଣ ସକ୍ରୀୟ ଅଛନ୍ତି। ୮, ୩୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪, ୬୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ ଜଣ ସକ୍ରୀୟ ଅଛନ୍ତି। ୪, ୫୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧୨, ୯୫୦ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୭ [+୫୧] ଜଣ ସକ୍ରୀୟ ଅଛନ୍ତି। ୧୨, ୧୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୯୬୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୫ [+୧୨] ଜଣ ସକ୍ରୀୟ ଅଛନ୍ତି। ୭, ୭୯୧ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.