Home Coronavirus Outbreak ରାଜ୍ୟରେ ୮୩୮୬ ନୂଆ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦, ୧୦ ମୃତ – ଜାଣନ୍ତୁ ଜିଲ୍ଲାୱାରୀ...

ରାଜ୍ୟରେ ୮୩୮୬ ନୂଆ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦, ୧୦ ମୃତ – ଜାଣନ୍ତୁ ଜିଲ୍ଲାୱାରୀ ତଥ୍ୟ

33

ଭୁବନେଶ୍ୱର ୨୮-୪ (ଓଡ଼ିଆ ପୁଅ) ରାଜ୍ୟରେ ୮୩୮୬ ନୂଆ ଆକ୍ରାନ୍ତ ଚିହେନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୭୮୧ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୬୦୫ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ତେବେ ଏହା ସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୧୭ କୁ ବୃଦ୍ଧି ପାଇଛି।

ବୌଦ୍ଦ ଜିଲ୍ଲାରୁ ଜଣେ,
ଗଞ୍ଜାମ ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ
ପୁରୀ ଜିଲ୍ଲାରୁ ୩ ଜଣ ଏବଂ ରାୟଗଡ଼ା ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି।
ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

୧- ବୌଦ୍ଧ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ।
୨- ଗଞ୍ଜାମ ଜିଲ୍ଲାର ୬୬ ବର୍ଷ ବୟସ୍କ ପୁରୁଷ।
୩- ଖୋର୍ଦ୍ଧା ଜିଲ୍ଲାର ୩୫ ବର୍ଷ ବୟସ୍କ ପୁରୁଷ।
୪- ପୁରୀ ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୫- ପୁରୀ ଜିଲ୍ଲାର ୫୫ ବର୍ଷ ବୟସ୍କା ମହିଳା।
୬- ପୁରୀ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୭- ରାୟଗଡ଼ା ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ।
୮- ରାୟଗଡ଼ା ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୯- ରାୟଗଡ଼ା ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୧୦- ସୁନ୍ଦରଗଡ ଜିଲ୍ଲାର ୬୭ ବର୍ଷ ବୟସ୍କ ପୁରୁଷ।

ରାଜ୍ୟରେ ୮୩୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
କେଉଁ ଜିଲ୍ଲାରୁ – – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – – ୩୪୭
୨- ବାଲେଶ୍ୱର ଜିଲ୍ଲାରୁ – – ୨୦୨
୩- ବରଗଡ଼ ଜିଲ୍ଲାରୁ – – ୨୫୭
୪- ଭଦ୍ରକ ଜିଲ୍ଲାରୁ – – ୬୭
୫- ବଲାଙ୍ଗୀର ଜିଲ୍ଲାରୁ – – ୩୫୮
୬- ବୌଦ୍ଦ ଜିଲ୍ଲାରୁ – – ୮୩
୭- କଟକ ଜିଲ୍ଲାରୁ – – ୪୯୬
୮- ଦେବଗଡ଼ ଜିଲ୍ଲାରୁ – – ୬୧
୯- ଢେଙ୍କାନାଳ ଜିଲ୍ଲାରୁ – – ୨୧
୧୦- ଗଜପତି ଜିଲ୍ଲାରୁ – – ୯୬
୧୧- ଗଞ୍ଜାମ ଜିଲ୍ଲାରୁ – – ୨୦୯
୧୨- ଜଗତସିଂହପୁର ଜିଲ୍ଲାରୁ – – ୧୨୯
୧୩- ଯାଜପୁର ଜିଲ୍ଲାରୁ – – ୨୭୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – – ୪୩୩
୧୫- କଳାହାଣ୍ଡି ଜିଲ୍ଲାରୁ – – ୧୨୬
୧୬- କନ୍ଧମାଳ ଜିଲ୍ଲାରୁ – – ୫୩
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – – : ୪୯
୧୮- କେନ୍ଦୁଝର ଜିଲ୍ଲାରୁ – – ୧୭୫
୧୯- ଖୋର୍ଦ୍ଧାରୁ : ୧୮୪୦
୨୦- କୋରାପୁଟ ଜିଲ୍ଲାରୁ – – ୬୯
୨୧- ମାଲକାନଗିରି : ୨୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – – ୨୮୯
୨୩- ନବରଙ୍ଗପୁର ଜିଲ୍ଲାରେ: ୩୮୮
୨୪- ନୟାଗଡ଼ ଜିଲ୍ଲାରୁ – – ୧୨୨
୨୫- ନୂଆପଡ଼ା ଜିଲ୍ଲାରୁ – – ୨୩୩
୨୬- ପୁରୀ ଜିଲ୍ଲାରୁ – – ୨୫୯
୨୭- ରାୟଗଡ଼ା ଜିଲ୍ଲାରୁ – – ୭୫
୨୮- ସମ୍ବଲପୁର ଜିଲ୍ଲାରୁ – – ୩୦୭
୨୯- ସୋନପୁର ଜିଲ୍ଲାରୁ – – ୬୭
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – – ୯୩୩
୩୧- State Pool: ୩୪୮
– ନୂଆ ସୁସ୍ଥ ହୋଇଥିଲେ୪୦୮୯
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୯୯୯୭୧୪୦
– ମୋଟ ଆକ୍ରାନ୍ତ ୪୨୮୫୧୫
– ମୋଟ ସୁସ୍ଥ ହେଲେଣି ୩୭୧୨୦୦
– ସକ୍ରୀୟ ଆକ୍ରାନ୍ତ – ୫୫୨୪୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୧୩, ୮୨୭ [+୩୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୧୯ [+୩୪୭] ଜଣ ସକ୍ରୀୟ ଅଛନ୍ତି। ୧୨, ୭୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧୪, ୩୦୦ [+୨୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୬ [+୨୦୨] ଜଣ ସକ୍ରୀୟ ଅଛନ୍ତି। ୧୩, ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୪, ୭୭୦ [+୨୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୧୩ [+୨୫୭] ଜଣ ସକ୍ରୀୟ ଅଛନ୍ତି। ୧୨, ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୮, ୬୧୩ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୧ [+୬୭] ଜଣ ସକ୍ରୀୟ ଅଛନ୍ତି। ୭, ୮୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀରରେ ୧୨, ୩୯୬ [+୩୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୧୫ [+୩୫୮] ଜଣ ସକ୍ରୀୟ ଅଛନ୍ତି। ୧୦, ୦୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୩, ୨୮୬ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୭ [+୮୨] ଜଣ ସକ୍ରୀୟ ଅଛନ୍ତି। ୨, ୮୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩୪, ୨୨୬ [+୪୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୪୫ [+୪୯୬] ଜଣ ସକ୍ରୀୟ ଅଛନ୍ତି। ୩୦, ୭୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧, ୯୨୬ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୬୧] ଜଣ ସକ୍ରୀୟ ଅଛନ୍ତି। ୧, ୭୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୬, ୦୪୫ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୬ [+୨୧] ଜଣ ସକ୍ରୀୟ ଅଛନ୍ତି। ୫, ୮୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୪, ୯୪୩ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୩ [+୯୬] ଜଣ ସକ୍ରୀୟ ଅଛନ୍ତି। ୪, ୪୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୪, ୦୪୯ [+୨୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୩୨ [+୨୦୮] ଜଣ ସକ୍ରୀୟ ଅଛନ୍ତି। ୨୨, ୫୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧୦, ୦୬୯ [+୧୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୭ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୯, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୪, ୫୦୮ [+୨୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୯୮ [+୨୭୦] ଜଣ ସକ୍ରୀୟ ଅଛନ୍ତି। ୧୨, ୯୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୧୨, ୦୯୯ [+୪୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୬୪ [+୪୩୩] ଜଣ ସକ୍ରୀୟ ଅଛନ୍ତି। ୯, ୪୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧୧, ୨୩୪ [+୧୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୫୭ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୭, ୯୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୬, ୪୦୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୦ [+୫୩] ଜଣ ସକ୍ରୀୟ ଅଛନ୍ତି। ୬, ୦୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୯, ୭୯୭ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୬ [+୪୯] ଜଣ ସକ୍ରୀୟ ଅଛନ୍ତି। ୯, ୨୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧୦, ୩୫୨ [+୧୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୯ [+୧୭୫] ଜଣ ସକ୍ରୀୟ ଅଛନ୍ତି। ୯, ୨୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୬୮, ୦୭୬ [+୧, ୮୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦, ୧୧୧ [+୧, ୮୩୯] ଜଣ ସକ୍ରୀୟ ଅଛନ୍ତି। ୫୭, ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୮, ୬୮୫ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୬ [+୬୯] ଜଣ ସକ୍ରୀୟ ଅଛନ୍ତି। ୮, ୧୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୫, ୪୮୦ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୬ [+୨୪] ଜଣ ସକ୍ରୀୟ ଅଛନ୍ତି। ୫, ୨୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୬, ୫୧୧ [+୨୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୨ [+୨୮୯] ଜଣ ସକ୍ରୀୟ ଅଛନ୍ତି। ୧୫, ୧୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୮, ୯୯୭ [+୩୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୭୦ [+୩୮୮] ଜଣ ସକ୍ରୀୟ ଅଛନ୍ତି। ୬, ୮୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୭, ୫୮୫ [+୧୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୬ [+୧୨୨] ଜଣ ସକ୍ରୀୟ ଅଛନ୍ତି। ୬, ୭୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୪, ୫୬୯ [+୨୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୩୨ [+୨୩୩] ଜଣ ସକ୍ରୀୟ ଅଛନ୍ତି। ୧୧, ୮୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୭, ୯୬୦ [+୨୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୧୩ [+୨୫୬] ଜଣ ସକ୍ରୀୟ ଅଛନ୍ତି। ୧୫, ୬୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୯, ୭୭୬ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୩ [+୭୨] ଜଣ ସକ୍ରୀୟ ଅଛନ୍ତି। ୮, ୯୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧୩, ୯୬୦ [+୩୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୩୨ [+୩୦୭] ଜଣ ସକ୍ରୀୟ ଅଛନ୍ତି। ୧୧, ୬୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୫, ୪୮୬ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୯ [+୬୭] ଜଣ ସକ୍ରୀୟ ଅଛନ୍ତି। ୪, ୯୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୨୭, ୦୫୦ [+୯୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୩୩୦ [+୯୩୨] ଜଣ ସକ୍ରୀୟ ଅଛନ୍ତି। ୨୦, ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୧୧, ୫୩୮ [+୩୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୮୧ [+୩୪୮] ଜଣ ସକ୍ରୀୟ ଅଛନ୍ତି। ୯, ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.