Home Coronavirus Outbreak ଆଜି ରାଜ୍ୟରେ ୧୬୧୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ଆଜି ରାଜ୍ୟରେ ୧୬୧୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

117

ଭୁବନେଶ୍ୱର ୨୯-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୧୬୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୮୭୦୯୯ ରୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୦୧୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୪୬୩୫୫୯। ମୋଟ ଆକ୍ରାନ୍ତ ୨୮୭୦୯୯ ମୋଟ ସୁସ୍ଥ ହେଲେଣି ୨୭୦୧୩୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୫୬ ଜଣ

ଆଜି ରାଜ୍ୟରେ କରୋନା ନେଲା ୧୩ ମୁଣ୍ଡ ମୋଟ ମୃତକଙ୍କ ସଂଖ୍ୟା ୧୨୯୭ କୁ ବୃଦ୍ଧି ପାଇଛି।

କେଉଁ ଜିଲ୍ଲାରୁ କେତେ –

ଭୁବନେଶ୍ୱରର ୨ ଜଣ
କଟକ ଜିଲ୍ଲାର ୨ ଜଣ
କେନ୍ଦୁଝର ଜିଲ୍ଲାର ଜଣେ
ବାଲେଶ୍ୱର ଜିଲ୍ଲାର ୨ ଜଣ
ଜଗତସିଂହପୁର ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ଜଣେ
ନୁଆପଡା ଜିଲ୍ଲାର ୨ ଜଣ
ଅନୁଗୁଳ ଜିଲ୍ଲାର ୨ ଜଣ

ମୃତକଙ୍କ ବିଷୟରେ

୧- ଭୁବନେଶ୍ୱରର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ ପୋଷ୍ଟ MVR, ଡାଇବେଟିସ୍ ମେଲିଟସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୭୧ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୩- କଟକ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏକି CKD ରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଆଜମା ରୋଗରେ ପୀଡିତ ଥିଲେ।

୫- କେନ୍ଦୁଝର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬- ବାଲେଶ୍ୱର ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ।

୭- ବାଲେଶ୍ୱର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୮- ଜଗତସିଂହପୁର ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ସମ୍ବଲପୁର ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ।

୧୦- ନୁଆପଡା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୧୧- ନୁଆପଡା ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।

୧୨- ଅନୁଗୁଳ ଜିଲ୍ଲାର ଜଣେ ୪୩ ବର୍ଷ ବୟସ୍କ ପୁରୁଷ।

୧୩- ଅନୁଗୁଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

ଆଜି ରାଜ୍ୟରେ ୧୬୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୭୫
୨- ବାଲେଶ୍ୱର ଜିଲ୍ଲାରୁ – ୭୬
୩- ବରଗଡ଼ ଜିଲ୍ଲାରୁ – ୩୫
୪- ଭଦ୍ରକ ଜିଲ୍ଲାରୁ – ୩୦
୫- ବଲାଙ୍ଗୀର ଜିଲ୍ଲାରୁ – ୬୮
୬- ବୌଦ୍ଦ ଜିଲ୍ଲାରୁ – ୧୯
୭- କଟକ ଜିଲ୍ଲାରୁ – ୧୨୮
୮- ଦେବଗଡ଼ ଜିଲ୍ଲାରୁ – ୧୧
୯- ଢେଙ୍କାନାଳ ଜିଲ୍ଲାରୁ – ୪୫
୧୦- ଗଜପତି ଜିଲ୍ଲାରୁ – ୮
୧୧- ଗଞ୍ଜାମ ଜିଲ୍ଲାରୁ – ୨୦
୧୨- ଜଗତସିଂହପୁର ଜିଲ୍ଲାରୁ – ୮୦
୧୩- ଯାଜପୁର ଜିଲ୍ଲାରୁ – ୪୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୩୯
୧୫- କଳାହାଣ୍ଡି ଜିଲ୍ଲାରୁ – ୮୪
୧୬- କନ୍ଧମାଳ ଜିଲ୍ଲାରୁ – ୧୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୪
୧୮- କେନ୍ଦୁଝର ଜିଲ୍ଲାରୁ – ୫୩
୧୯-ଖୋର୍ଦ୍ଧା ଜିଲ୍ଲାରୁ : ୨୨୨
୨୦- କୋରାପୁଟ ଜିଲ୍ଲାରୁ – ୩୨
୨୧- ମାଲକାନଗିରି : ୧୭
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୮୫
୨୩- ନବରଙ୍ଗପୁର ଜିଲ୍ଲାରେ: ୩୩
୨୪- ନୟାଗଡ଼ ଜିଲ୍ଲାରୁ – ୪୦
୨୫- ନୂଆପଡ଼ା ଜିଲ୍ଲାରୁ – ୫୯
୨୬- ପୁରୀ ଜିଲ୍ଲାରୁ – ୭୬
୨୭- ରାୟଗଡ଼ା ଜିଲ୍ଲାରୁ – ୧୫
୨୮- ସମ୍ବଲପୁର ଜିଲ୍ଲାରୁ – ୨୨
୨୯- ସୋନପୁର ଜିଲ୍ଲାରୁ – ୮
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୯୩
୩୧- State Pool: ୩୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୭, ୯୧୬ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୨ [+୭୩] ଜଣ ସକ୍ରୀୟ ଅଛନ୍ତି। ୭, ୧୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧୦, ୧୨୮ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୨ [+୭୪] ଜଣ ସକ୍ରୀୟ ଅଛନ୍ତି। ୯, ୩୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮, ୫୩୩ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୧ [+୩୫] ଜଣ ସକ୍ରୀୟ ଅଛନ୍ତି। ୮, ୦୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୬୫୫ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୮ [+୩୦] ଜଣ ସକ୍ରୀୟ ଅଛନ୍ତି। ୬, ୩୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୬, ୬୦୭ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୨ [+୬୮] ଜଣ ସକ୍ରୀୟ ଅଛନ୍ତି। ୫, ୯୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୫୪୩ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୯ [+୧୯] ଜଣ ସକ୍ରୀୟ ଅଛନ୍ତି। ୨, ୩୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୫, ୬୭୪ [+୧୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୨୫ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୨୪, ୩୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧, ୦୩୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୯୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୫, ୦୩୪ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୫ [+୪୫] ଜଣ ସକ୍ରୀୟ ଅଛନ୍ତି। ୪, ୬୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୮୪୦ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୮] ଜଣ ସକ୍ରୀୟ ଅଛନ୍ତି। ୩, ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୧, ୧୨୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୫ [+୨୦] ଜଣ ସକ୍ରୀୟ ଅଛନ୍ତି। ୨୦, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୭, ୩୮୬ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୩ [+୭୯] ଜଣ ସକ୍ରୀୟ ଅଛନ୍ତି। ୬, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧୦, ୭୪୨ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୮ [+୪୦] ଜଣ ସକ୍ରୀୟ ଅଛନ୍ତି। ୧୦, ୨୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୬, ୨୯୬ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୩୯] ଜଣ ସକ୍ରୀୟ ଅଛନ୍ତି। ୬, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୫, ୦୮୮ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୯ [+୮୪] ଜଣ ସକ୍ରୀୟ ଅଛନ୍ତି। ୪, ୫୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୬୧୩ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୬ [+୧୪] ଜଣ ସକ୍ରୀୟ ଅଛନ୍ତି। ୫, ୪୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୭, ୪୫୫ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ [+୫୪] ଜଣ ସକ୍ରୀୟ ଅଛନ୍ତି। ୬, ୭୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୬, ୧୯୮ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୩ [+୫୨] ଜଣ ସକ୍ରୀୟ ଅଛନ୍ତି। ୫, ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୮, ୨୮୭ [+୨୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୫୧ [+୨୨୦] ଜଣ ସକ୍ରୀୟ ଅଛନ୍ତି। ୪୬, ୧୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭, ୩୦୮ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୧ [+୩୨] ଜଣ ସକ୍ରୀୟ ଅଛନ୍ତି। ୬, ୮୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୭୯୫ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୯ [+୧୭] ଜଣ ସକ୍ରୀୟ ଅଛନ୍ତି। ୪, ୪୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୧, ୧୯୪ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୬ [+୮୫] ଜଣ ସକ୍ରୀୟ ଅଛନ୍ତି। ୧୦, ୨୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫, ୨୧୪ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୯ [+୩୩] ଜଣ ସକ୍ରୀୟ ଅଛନ୍ତି। ୪, ୮୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୯୨୯ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୨ [+୪୦] ଜଣ ସକ୍ରୀୟ ଅଛନ୍ତି। ୫, ୫୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୫, ୪୯୩ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୭ [+୫୭] ଜଣ ସକ୍ରୀୟ ଅଛନ୍ତି। ୪, ୮୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୨, ୪୦୪ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୪ [+୭୬] ଜଣ ସକ୍ରୀୟ ଅଛନ୍ତି। ୧୧, ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୮, ୦୬୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୭, ୮୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୭, ୯୧୧ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୮ [+୨୧] ଜଣ ସକ୍ରୀୟ ଅଛନ୍ତି। ୭, ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪, ୩୮୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୧ [+୮] ଜଣ ସକ୍ରୀୟ ଅଛନ୍ତି। ୪, ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧୦, ୮୫୧ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୪ [+୯୩] ଜଣ ସକ୍ରୀୟ ଅଛନ୍ତି। ୯, ୭୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୪୧୦ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୬ [+୩୬] ଜଣ ସକ୍ରୀୟ ଅଛନ୍ତି। ୭, ୦୧୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.