Home Coronavirus Outbreak ରାଜ୍ୟରେ ଆଜି ୩୩୨୬ ନୂଆ ଆକ୍ରାନ୍ତ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ...

ରାଜ୍ୟରେ ଆଜି ୩୩୨୬ ନୂଆ ଆକ୍ରାନ୍ତ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

220

ଭୁବନେଶ୍ୱର ୪-୧୦ (ଓଡ଼ିଆ ପୁଅ) ରାଜ୍ୟରେ ୩୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୩୨୭୧୩ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୪୦୬୬ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୪୪୦୮୩୫। ମୋଟ ସୁସ୍ଥ ହେଲେଣି ୧୯୮୧୯୪ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୩୫ ଜଣ।
ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୯୦୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ବୌଦ୍ଦ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୨ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୭୭ [ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି]

ଢେଙ୍କାନାଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୦ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୩ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କେନ୍ଦ୍ରାପଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୩ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କେନ୍ଦୁଝର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୪୯ [ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି]

କୋରାପୁଟ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମାଲକାନଗିରି ରୁ ମୋଟ ମୃତକଙ୍କ ସଂଖ୍ୟା ୧୨ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ସମ୍ବଲପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୨୩ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମୃତକଙ୍କ ବିଷୟରେ –

୧- ଭୁବନେଶ୍ୱରର ଜଣେ ୪୭ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ୬୩ ବର୍ଷ ବୟସ୍କ ପୁରୁଷ।

୩- ବୌଦ୍ଧ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଏହି ରୋଗରେ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୭- ଢ଼େଙ୍କାନାଳ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୮- ଜଗତସିଂହପୁର ଜିଲ୍ଲାର ୪୮ ବର୍ଷ ବୟସ୍କ ପୁରୁଷ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ, ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ।

୧୧- କେନ୍ଦୁଝର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୨- ଖୋର୍ଧା ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- କୋରାପୁଟ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା।

୧୪- ମାଲକାନଗିରି ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୫- ସମ୍ବଲପୁର ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ରାଜ୍ୟରେ ୩୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୧୯

୨- ବାଲେଶ୍ୱର ଜିଲ୍ଲାରୁ – ୧୨୨

୩- ବରଗଡ଼ ଜିଲ୍ଲାରୁ – ୯୪

୪- ଭଦ୍ରକ ଜିଲ୍ଲାରୁ – ୩୬

୫- ବଲାଙ୍ଗୀର ଜିଲ୍ଲାରୁ – ୧୦୩

୬- ବୌଦ୍ଦ ଜିଲ୍ଲାରୁ – ୫୪

୭- କଟକ ଜିଲ୍ଲାରୁ – ୨୬୮

୮- ଦେବଗଡ଼ ଜିଲ୍ଲାରୁ – ୨୧

୯- ଢେଙ୍କାନାଳ ଜିଲ୍ଲାରୁ – ୮୫

୧୦- ଗଜପତି ଜିଲ୍ଲାରୁ – ୨୨

୧୧- ଗଞ୍ଜାମ ଜିଲ୍ଲାରୁ – ୫୭

୧୨- ଜଗତସିଂହପୁର ଜିଲ୍ଲାରୁ – ୮୦

୧୩- ଯାଜପୁର ଜିଲ୍ଲାରୁ – ୧୪୮

୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୦୭

୧୫- କଳାହାଣ୍ଡି ଜିଲ୍ଲାରୁ – ୭୭

୧୬- କନ୍ଧମାଳ ଜିଲ୍ଲାରୁ – ୬୦

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୦୩

୧୮- କେନ୍ଦୁଝର ଜିଲ୍ଲାରୁ – ୧୦୧

୧୯- ଖୋର୍ଦ୍ଧା ଜିଲ୍ଲାରୁ : ୬୩୮

୨୦- କୋରାପୁଟ ଜିଲ୍ଲାରୁ – ୪୫

୨୧- ମାଲକାନଗିରି : ୧୯

୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୧

୨୩- ନବରଙ୍ଗପୁର ଜିଲ୍ଲାରେ: ୬୧

୨୪- ନୟାଗଡ଼ ଜିଲ୍ଲାରୁ – ୬୧

୨୫- ନୂଆପଡ଼ା ଜିଲ୍ଲାରୁ – ୧୪୭

୨୬- ପୁରୀ ଜିଲ୍ଲାରୁ – ୧୪୦

୨୭- ରାୟଗଡ଼ା ଜିଲ୍ଲାରୁ – ୫୩

୨୮- ସମ୍ବଲପୁର ଜିଲ୍ଲାରୁ – ୧୦୭

୨୯- ସୋନପୁର ଜିଲ୍ଲାରୁ – ୨୫

୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୯୩

୩୧- State Pool: ୧୪୯

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪, ୬୯୨ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୫ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୩, ୩୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୮, ୦୦୮ [+୧୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୩ [+୧୨୨] ଜଣ ସକ୍ରୀୟ ଅଛନ୍ତି। ୬, ୬୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୬, ୭୬୮ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୫୪ [+୯୪] ଜଣ ସକ୍ରୀୟ ଅଛନ୍ତି। ୫, ୭୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୫, ୪୯୦ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୪ [+୩୬] ଜଣ ସକ୍ରୀୟ ଅଛନ୍ତି। ୪, ୭୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୪, ୬୮୬ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୬ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୩, ୮୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୦୨୦ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୨ [+୫୩] ଜଣ ସକ୍ରୀୟ ଅଛନ୍ତି। ୧, ୬୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୧, ୭୭୩ [+୨୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୨୩ [+୨୬୫] ଜଣ ସକ୍ରୀୟ ଅଛନ୍ତି। ୧୮, ୩୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୯୯ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୨ [+୨୧] ଜଣ ସକ୍ରୀୟ ଅଛନ୍ତି। ୫୮୭ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩, ୯୭୯ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୬ [+୮୪] ଜଣ ସକ୍ରୀୟ ଅଛନ୍ତି। ୩, ୩୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୬୪୩ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ [+୨୨] ଜଣ ସକ୍ରୀୟ ଅଛନ୍ତି। ୩, ୪୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୦, ୩୩୩ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୬ [+୫୭] ଜଣ ସକ୍ରୀୟ ଅଛନ୍ତି। ୧୯, ୮୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୫, ୬୧୫ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୮ [+୭୯] ଜଣ ସକ୍ରୀୟ ଅଛନ୍ତି। ୪, ୭୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୮, ୮୨୩ [+୧୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୪ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୭, ୪୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୪, ୮୬୪ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୩ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୪, ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୩, ୫୩୧ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୯ [+୭୭] ଜଣ ସକ୍ରୀୟ ଅଛନ୍ତି। ୨, ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୪, ୭୩୭ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୧ [+୬୦] ଜଣ ସକ୍ରୀୟ ଅଛନ୍ତି। ୪, ୧୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୫, ୫୦୦ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୯୬ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୪, ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୪, ୭୦୦ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୦ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୩, ୮୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪୦, ୧୯୬ [+୬୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୩୮୪ [+୬୩୫] ଜଣ ସକ୍ରୀୟ ଅଛନ୍ତି। ୩୩, ୬୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୬, ୩୫୧ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୩ [+୪୪] ଜଣ ସକ୍ରୀୟ ଅଛନ୍ତି। ୫, ୭୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୮୧୫ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୪ [+୧୮] ଜଣ ସକ୍ରୀୟ ଅଛନ୍ତି। ୩, ୩୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୮, ୬୨୦ [+୧୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୦୨ [+୧୩୧] ଜଣ ସକ୍ରୀୟ ଅଛନ୍ତି। ୭, ୧୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩, ୯୦୭ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୬ [+୬୧] ଜଣ ସକ୍ରୀୟ ଅଛନ୍ତି। ୩, ୨୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୫, ୦୫୮ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୭ [+୬୧] ଜଣ ସକ୍ରୀୟ ଅଛନ୍ତି। ୪, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩, ୪୮୫ [+୧୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୨ [+୧୪୭] ଜଣ ସକ୍ରୀୟ ଅଛନ୍ତି। ୨, ୫୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୦, ୫୯୩ [+୧୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୭୧ [+୧୪୦] ଜଣ ସକ୍ରୀୟ ଅଛନ୍ତି। ୯, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୭, ୬୨୧ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୫ [+୫୩] ଜଣ ସକ୍ରୀୟ ଅଛନ୍ତି। ୭, ୨୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୬, ୪୧୧ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୧ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୫, ୨୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୩, ୨୧୧ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୯ [+୨୫] ଜଣ ସକ୍ରୀୟ ଅଛନ୍ତି। ୨, ୬୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୭, ୮୬୮ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୮ [+୯୩] ଜଣ ସକ୍ରୀୟ ଅଛନ୍ତି। ୬, ୯୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୫, ୭୧୬ [+୧୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୫୨ [+୧୪୯] ଜଣ ସକ୍ରୀୟ ଅଛନ୍ତି। ୩, ୬୬୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.