Home Coronavirus Outbreak ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୪୯୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୪୯୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ

123

ଭୁବନେଶ୍ୱର ୦୮-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୪୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୩୧୩୮୨ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୦୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇ ଥିଲେ ୩୦୩୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୧୮୪୮୪୧। ମୋଟ ଆକ୍ରାନ୍ତ ୧୩୧୩୮୨ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୯୯୩୯୮ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୧୩୬୨ ଜଣ।

ପୁଣି କରୋନା ନେଇଛି ୧୩ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୬୯ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ,
ଗଞ୍ଜାମ ଜିଲ୍ଲାରୁ ୨ ଜଣ,
କନ୍ଧମାଳ ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,
ପୁରୀ ଜିଲ୍ଲାରୁ ୩ ଜଣ,
ରାୟଗଡ଼ା ଜିଲ୍ଲାରୁ ୨ ଜଣ,
ସୋନପୁର ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, ବ୍ରୋଙ୍କିଆଲ୍ ଆଜମା ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- କନ୍ଧମାଳ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗ (ଷ୍ଟେଜ୍-ଭି) ରେ ମଧ୍ୟ ପୀଡିତ ଥିଲେ।

୬- ମୟୁରଭଞ୍ଜ ଜିଲ୍ଲାର ଜଣେ ୨୪ ବର୍ଷ ବୟସ୍କ ପୁରୁଷ ଯିଏ ଲାମେଲାର ଇଚଥୋସିସ୍, ମେଟୋଟ୍ରେକ୍ସେଟ୍ ବିଷାକ୍ତତା ସହିତ ସୋରିୟାସିସ୍ ରୋଗରେ ପୀଡିତ ଥିଲେ।

୭- ମୟୁରଭଞ୍ଜ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୯- ପୁରୀ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୧୦- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ରାୟଗଡା ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ରାୟଗଡା ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୩- ସୋନପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୪୯୦ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୩୮

୨- ବାଲେଶ୍ୱର ଜିଲ୍ଲାରୁ –  ୯୨

୩- ବରଗଡ଼ ଜିଲ୍ଲାରୁ –  ୮୧

୪- ଭଦ୍ରକ ଜିଲ୍ଲାରୁ –  ୮୯

୫- ବଲାଙ୍ଗୀର ଜିଲ୍ଲାରୁ –  ୧୧୦

୬- ବୌଦ୍ଦ ଜିଲ୍ଲାରୁ –  ୨୫

୭- କଟକ ଜିଲ୍ଲାରୁ –  ୩୭୬

୮- ଦେବଗଡ଼ ଜିଲ୍ଲାରୁ –  ୨୭

୯- ଢେଙ୍କାନାଳ ଜିଲ୍ଲାରୁ –  ୮୧

୧୦- ଗଜପତି ଜିଲ୍ଲାରୁ –  ୫୩

୧୧- ଗଞ୍ଜାମ ଜିଲ୍ଲାରୁ –  ୬୯

୧୨- ଜଗତସିଂହପୁର ଜିଲ୍ଲାରୁ –  ୯୧

୧୩- ଯାଜପୁର ଜିଲ୍ଲାରୁ –  ୧୭୮

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୧୦୩

୧୫- କଳାହାଣ୍ଡି ଜିଲ୍ଲାରୁ –  ୩୯

୧୬- କନ୍ଧମାଳ ଜିଲ୍ଲାରୁ –  ୮୪

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮୫

୧୮- କେନ୍ଦୁଝର ଜିଲ୍ଲାରୁ –  ୫୫

୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୫୩୫

୨୦- କୋରାପୁଟ ଜିଲ୍ଲାରୁ –  ୯୩

୨୧- ମାଲକାନଗିରି : ୨୨

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୨୦୭

୨୩- ନବରଙ୍ଗପୁର ଜିଲ୍ଲାରେ: ୪୦

୨୪- ନୟାଗଡ଼ ଜିଲ୍ଲାରୁ –  ୩୪

୨୫- ନୂଆପଡ଼ା ଜିଲ୍ଲାରୁ –  ୧୦୨

୨୬- ପୁରୀ ଜିଲ୍ଲାରୁ –  ୨୧୭

୨୭- ରାୟଗଡ଼ା ଜିଲ୍ଲାରୁ –  ୨୦୬

୨୮- ସମ୍ବଲପୁର ଜିଲ୍ଲାରୁ –  ୮୫

୨୯- ସୋନପୁର ଜିଲ୍ଲାରୁ –  ୧୦୭

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୬୪

୩୧- State Pool: ୧୦୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧, ୩୭୫ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୬ [+୩୮] ଜଣ ସକ୍ରୀୟ ଅଛନ୍ତି। ୭୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୪, ୫୨୭ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୪ [+୯୨] ଜଣ ସକ୍ରୀୟ ଅଛନ୍ତି। ୩, ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୩, ୬୮୦ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୨୬ [+୮୧] ଜଣ ସକ୍ରୀୟ ଅଛନ୍ତି। ୧, ୮୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩, ୪୫୭ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୧ [+୮୯] ଜଣ ସକ୍ରୀୟ ଅଛନ୍ତି। ୨, ୬୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨, ୨୦୯ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୭ [+୧୧୦] ଜଣ ସକ୍ରୀୟ ଅଛନ୍ତି। ୧, ୭୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୮୬୮ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୭ [+୨୫] ଜଣ ସକ୍ରୀୟ ଅଛନ୍ତି। ୬୧୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧୧, ୧୨୭ [+୩୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୬୫ [+୩୭୫] ଜଣ ସକ୍ରୀୟ ଅଛନ୍ତି। ୭, ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୨୯୨ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୨୭] ଜଣ ସକ୍ରୀୟ ଅଛନ୍ତି। ୨୧୦ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨, ୧୪୫ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୦ [+୮୧] ଜଣ ସକ୍ରୀୟ ଅଛନ୍ତି। ୧, ୬୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୦୪୭ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୫୩] ଜଣ ସକ୍ରୀୟ ଅଛନ୍ତି। ୨, ୮୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୮, ୮୧୨ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୭ [+୬୭] ଜଣ ସକ୍ରୀୟ ଅଛନ୍ତି। ୧୭, ୮୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ [+୨]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୨, ୪୬୩ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୪ [+୯୧] ଜଣ ସକ୍ରୀୟ ଅଛନ୍ତି। ୧, ୬୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୫, ୦୬୬ [+୧୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୮୨ [+୧୭୮] ଜଣ ସକ୍ରୀୟ ଅଛନ୍ତି। ୩, ୬୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨, ୦୭୮ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୨ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୧, ୨୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୬୭୭ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୪ [+୩୯] ଜଣ ସକ୍ରୀୟ ଅଛନ୍ତି। ୧, ୨୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୫୨୦ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୬ [+୮୩] ଜଣ ସକ୍ରୀୟ ଅଛନ୍ତି। ୨, ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨, ୩୯୪ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୮ [+୮୫] ଜଣ ସକ୍ରୀୟ ଅଛନ୍ତି। ୧, ୫୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨, ୫୦୭ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୪ [+୫୫] ଜଣ ସକ୍ରୀୟ ଅଛନ୍ତି। ୧, ୯୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨୨, ୭୧୭ [+୫୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭, ୬୮୩ [+୫୩୪] ଜଣ ସକ୍ରୀୟ ଅଛନ୍ତି। ୧୪, ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୪, ୨୪୪ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୧ [+୯୩] ଜଣ ସକ୍ରୀୟ ଅଛନ୍ତି। ୩, ୫୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୬୦୭ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୭ [+୨୨] ଜଣ ସକ୍ରୀୟ ଅଛନ୍ତି। ୨, ୩୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୫, ୦୯୦ [+୨୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୦୫ [+୨୦୫] ଜଣ ସକ୍ରୀୟ ଅଛନ୍ତି। ୩, ୨୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧, ୫୧୨ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୯ [+୪୦] ଜଣ ସକ୍ରୀୟ ଅଛନ୍ତି। ୧, ୦୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୪୭୨ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୩୪] ଜଣ ସକ୍ରୀୟ ଅଛନ୍ତି। ୨, ୮୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୯୮୮ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୧ [+୧୦୨] ଜଣ ସକ୍ରୀୟ ଅଛନ୍ତି। ୪୯୭ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୪, ୮୪୦ [+୨୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୯୬ [+୨୧୪] ଜଣ ସକ୍ରୀୟ ଅଛନ୍ତି। ୩, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୫, ୬୬୮ [+୨୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୬ [+୨୦୪] ଜଣ ସକ୍ରୀୟ ଅଛନ୍ତି। ୪, ୯୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩, ୪୬୦ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୨ [+୮୫] ଜଣ ସକ୍ରୀୟ ଅଛନ୍ତି। ୨, ୬୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୧, ୨୯୧ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୨ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୬୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୫, ୦୦୭ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୫ [+୬୪] ଜଣ ସକ୍ରୀୟ ଅଛନ୍ତି। ୪, ୧୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୨୪୨ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୧୦୨] ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.