Home Coronavirus Outbreak ରାଜ୍ୟରେ ୧୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ୧୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

102

ଭୁବନେଶ୍ୱର ୯-୧୧ (ଓଡ଼ିଆ ପୁଅ) ରାଜ୍ୟରେ ୧୨୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୦୨୭୯୩ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୭୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୧୩୧୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୯୮୪୫୫୦। ମୋଟ ଆକ୍ରାନ୍ତ ୩୦୨୭୯୩ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୨୮୮୧୬୮। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୩୧୩୧ ଜଣ।

ରାଜ୍ୟରେ ଆଜି କରୋନା ନେଇଛି ୧୬ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୪୪୧ କୁ ବୃଦ୍ଧି ପାଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣ –
ବାଲେଶ୍ୱର ଜିଲ୍ଲାର ଜଣେ
ବରଗଡ ଜିଲ୍ଲାର ଜଣେ
ଖୋର୍ଦ୍ଧା ଜିଲ୍ଲାର ୩ ଜଣ (ଭୁବନେଶ୍ୱରର ୨ ଜଣ)
ବୌଦ୍ଧ ଜିଲ୍ଲାର ଜଣେ
କଟକ ଜିଲ୍ଲାର ଜଣେ
ଯାଜପୁର ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ୩ ଜଣ
ମୟୁରଭଞ୍ଜ ଜିଲ୍ଲାର ଜଣେ
ନୟାଗଡ଼ ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ୨ ଜଣ
ସୁନ୍ଦରଗଡ଼ ଜିଲ୍ଲାର ଜଣେ (ରାଉରକେଲାର)

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- ବରଗଡ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ ମାନସିକ ରୋଗରେ ପୀଡିତ ଥିଲେ।

୪- ଭୁବନେଶ୍ୱରର ୬୨ ବର୍ଷ ବୟସ୍କ ପୁରୁଷ।

୫- ବୌଦ୍ଧ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଯାଜପୁର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୮- କେନ୍ଦୁଝର ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ।

୯- କେନ୍ଦୁଝର ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୧୦- କେନ୍ଦୁଝର ଜିଲ୍ଲାର ୮୦ ବର୍ଷ ବୟସ୍କା ମହିଳା।

୧୧- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ନୟାଗଡ଼ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ସମ୍ବଲପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୧୫- ସମ୍ବଲପୁର ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୬- ରାଉରକେଲା ର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ମେଲିଟସ୍, ପୋଷ୍ଟ ରେନାଲ୍ ଟ୍ରାନ୍ସପ୍ଲାଣ୍ଟ ସହିତ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ :

୧- ଅନୁଗୁଳ ଜିଲ୍ଲାରୁ – ୭୮
୨- ବାଲେଶ୍ୱର ଜିଲ୍ଲାରୁ – ୧୦୭
୩- ବରଗଡ଼ ଜିଲ୍ଲାରୁ – ୩୯
୪- ଭଦ୍ରକ ଜିଲ୍ଲାରୁ – ୨୨
୫- ବଲାଙ୍ଗୀର ଜିଲ୍ଲାରୁ – ୪୬
୬- ବୌଦ୍ଦ ଜିଲ୍ଲାରୁ – ୫
୭- କଟକ ଜିଲ୍ଲାରୁ – ୧୦୬
୮- ଦେବଗଡ଼ ଜିଲ୍ଲାରୁ – ୯
୯- ଢେଙ୍କାନାଳ ଜିଲ୍ଲାରୁ – ୩୦
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୧୫
୧୨- ଜଗତସିଂହପୁର ଜିଲ୍ଲାରୁ – ୫୩
୧୩- ଯାଜପୁର ଜିଲ୍ଲାରୁ – ୩୨
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୩୬
୧୫- କଳାହାଣ୍ଡି ଜିଲ୍ଲାରୁ – ୩୮
୧୬- କନ୍ଧମାଳ ଜିଲ୍ଲାରୁ – ୧୦
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୦
୧୮- କେନ୍ଦୁଝର ଜିଲ୍ଲାରୁ – ୪୦
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୯୨
୨୦- କୋରାପୁଟ ଜିଲ୍ଲାରୁ – ୨୮
୨୧- ମାଲକାନଗିରି : ୫
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୮୩
୨୩- ନବରଙ୍ଗପୁର ଜିଲ୍ଲାରେ: ୧୩
୨୪- ନୟାଗଡ଼ ଜିଲ୍ଲାରୁ – ୨୩
୨୫- ନୂଆପଡ଼ା ଜିଲ୍ଲାରୁ – ୩୧
୨୬- ପୁରୀ ଜିଲ୍ଲାରୁ – ୩୪
୨୭- ରାୟଗଡ଼ା ଜିଲ୍ଲାରୁ – ୭
୨୮- ସମ୍ବଲପୁର ଜିଲ୍ଲାରୁ – ୩୨
୨୯- ସୋନପୁର ଜିଲ୍ଲାରୁ – ୨୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୭
୩୧- State Pool: ୧୯

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୮, ୭୮୦ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୨ [+୭୮] ଜଣ ସକ୍ରୀୟ ଅଛନ୍ତି। ୮, ୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧୦, ୮୮୪ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୭ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୧୦, ୨୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୯, ୧୭୮ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୩ [+୩୮] ଜଣ ସକ୍ରୀୟ ଅଛନ୍ତି। ୮, ୫୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୯୬୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୬, ୭୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୭, ୩୨୧ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୯ [+୪୬] ଜଣ ସକ୍ରୀୟ ଅଛନ୍ତି। ୬, ୭୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୬୪୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୨, ୬୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୬, ୮୯୨ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୭ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୨୫, ୬୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧, ୧୧୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ [+୯] ଜଣ ସକ୍ରୀୟ ଅଛନ୍ତି। ୧, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୫, ୩୪୪ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୫ [+୩୦] ଜଣ ସକ୍ରୀୟ ଅଛନ୍ତି। ୫, ୦୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୮୯୯ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୯] ଜଣ ସକ୍ରୀୟ ଅଛନ୍ତି। ୩, ୮୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୧, ୩୯୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୧, ୦୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୮, ୧୧୩ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୫ [+୫୩] ଜଣ ସକ୍ରୀୟ ଅଛନ୍ତି। ୭, ୪୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧୧, ୧୬୭ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୨ [+୩୧] ଜଣ ସକ୍ରୀୟ ଅଛନ୍ତି। ୧୦, ୭୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୬, ୬୭୬ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ [+୩୬] ଜଣ ସକ୍ରୀୟ ଅଛନ୍ତି। ୬, ୪୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୫, ୫୧୫ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୧ [+୩୮] ଜଣ ସକ୍ରୀୟ ଅଛନ୍ତି। ୫, ୦୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୭୭୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୫, ୬୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୮, ୦୮୭ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୦ [+୫୦] ଜଣ ସକ୍ରୀୟ ଅଛନ୍ତି। ୭, ୪୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୬, ୭୯୮ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୭ [+୩୭] ଜଣ ସକ୍ରୀୟ ଅଛନ୍ତି। ୬, ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୯, ୯୭୯ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୯୬ [+୮୯] ଜଣ ସକ୍ରୀୟ ଅଛନ୍ତି। ୪୮, ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭, ୫୯୩ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୮ [+୨୮] ଜଣ ସକ୍ରୀୟ ଅଛନ୍ତି। ୭, ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୫, ୦୪୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୫] ଜଣ ସକ୍ରୀୟ ଅଛନ୍ତି। ୪, ୭୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୨, ୦୭୦ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୩ [+୮୨] ଜଣ ସକ୍ରୀୟ ଅଛନ୍ତି। ୧୧, ୧୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫, ୫୦୧ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୫ [+୧୩] ଜଣ ସକ୍ରୀୟ ଅଛନ୍ତି। ୫, ୨୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୬, ୨୧୭ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୨ [+୨୨] ଜଣ ସକ୍ରୀୟ ଅଛନ୍ତି। ୫, ୯୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୬, ୧୭୮ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୫ [+୩୧] ଜଣ ସକ୍ରୀୟ ଅଛନ୍ତି। ୫, ୬୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୩, ୦୨୧ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୪ [+୩୪] ଜଣ ସକ୍ରୀୟ ଅଛନ୍ତି। ୧୨, ୩୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୮, ୧୭୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୭] ଜଣ ସକ୍ରୀୟ ଅଛନ୍ତି। ୮, ୦୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୮, ୨୮୯ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୨ [+୩୦] ଜଣ ସକ୍ରୀୟ ଅଛନ୍ତି। ୭, ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪, ୫୬୯ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୮ [+୨୦] ଜଣ ସକ୍ରୀୟ ଅଛନ୍ତି। ୪, ୩୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧୧, ୮୮୭ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୫ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୧୦, ୮୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୭୩୧ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୬ [+୧୯] ଜଣ ସକ୍ରୀୟ ଅଛନ୍ତି। ୭, ୪୪୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.