Home Coronavirus Outbreak ରାଜ୍ୟରେ ଆଜି ୨୬୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ...

ରାଜ୍ୟରେ ଆଜି ୨୬୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

112

ଭୁବନେଶ୍ୱର ୯-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୬୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୪୬୮୩୯ କୁ ବୃଦ୍ଧି ପାଇଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦୋଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୩୩୧୨ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୬୬୪୬୭୮। ମୋଟ ଆକ୍ରାନ୍ତ ୨୪୬୮୩୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୨୧୬୯୮୪ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୮୮୧୧ ଜଣ।

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତ୍ୟୁ ୯୯୧ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦୋଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ବାଲେଶ୍ୱର ଜିଲ୍ଲାର -୩ ଜଣ
ବରଗଡ ଜିଲ୍ଲାର – ଜଣେ
ଖୋର୍ଧା ଜିଲ୍ଲାର -୪ ଜଣ (ଭୁବନେଶ୍ୱରର ୨ ଜଣ)
କଳାହାଣ୍ଡି ଜିଲ୍ଲାର ଜଣେ
କନ୍ଧମାଳ ଜିଲ୍ଲାର ଜଣେ
ମାଲକାନଗିରି ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର -୨ ଜଣ
ନୟାଗଡ଼ ଜିଲ୍ଲାର – ଜଣେ
ପୁରୀ ଜିଲ୍ଲାର -୨ଜଣ
ସୁବର୍ଣ୍ଣପୁର ଜିଲ୍ଲାର – ଜଣେ

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ବାଲେଶ୍ୱର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା।
୩- ବାଲେଶ୍ୱର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୪- ବରଗଡ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୭୫ ବର୍ଷ ବୟସ୍କା ମହିଳା।
୬- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।
୭- କଳାହାଣ୍ଡି ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୮- କନ୍ଧମାଳ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।
୯- ଖୋର୍ଧା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ।
୧୦- ଖୋର୍ଧା ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।
୧୧- ମାଲକାନଗିରି ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।
୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ।
୧୩- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୧୪- ନୟାଗଡ଼ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ସେରେବ୍ରୋଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ।
୧୫- ପୁରୀ ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କ ପୁରୁଷ।
୧୬- ପୁରୀ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୭- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୬୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୦୭
୨- ବାଲେଶ୍ୱର ଜିଲ୍ଲାରୁ – ୧୧୫
୩- ବରଗଡ଼ ଜିଲ୍ଲା : ୮୬
୪- ଭଦ୍ରକ ଜିଲ୍ଲାରୁ – ୬୬
୫- ବଲାଙ୍ଗୀର ଜିଲ୍ଲାରୁ – ୬୨
୬- ବୌଦ୍ଦ ଜିଲ୍ଲାରୁ – ୩୧
୭- କଟକ ଜିଲ୍ଲାରୁ – ୨୩୪
୮- ଦେବଗଡ଼ ଜିଲ୍ଲାରୁ – ୧୫
୯- ଢେଙ୍କାନାଳ ଜିଲ୍ଲାରୁ – ୪୫
୧୦- ଗଜପତି ଜିଲ୍ଲାରୁ – ୮
୧୧- ଗଞ୍ଜାମ ଜିଲ୍ଲାରୁ – ୪୫
୧୨- ଜଗତସିଂହପୁର ଜିଲ୍ଲାରୁ – ୬୫
୧୩- ଯାଜପୁର ଜିଲ୍ଲାରୁ – ୧୧୮
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୭୭
୧୫- କଳାହାଣ୍ଡି ଜିଲ୍ଲାରୁ – ୪୫
୧୬- କନ୍ଧମାଳ ଜିଲ୍ଲାରୁ – ୩୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୯
୧୮- କେନ୍ଦୁଝର ଜିଲ୍ଲାରୁ – ୭୫
୧୯- ଖୋର୍ଦ୍ଧା ଜିଲ୍ଲାରୁ: ୪୮୨
୨୦- କୋରାପୁଟ ଜିଲ୍ଲାରୁ – ୪୫
୨୧- ମାଲକାନଗିରି : ୪୦

୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୪
୨୩- ନବରଙ୍ଗପୁର ଜିଲ୍ଲାରେ: ୫୧
୨୪- ନୟାଗଡ଼ ଜିଲ୍ଲାରୁ – ୩୮
୨୫- ନୂଆପଡ଼ା ଜିଲ୍ଲାରୁ – ୧୫୩
୨୬- ପୁରୀ ଜିଲ୍ଲାରୁ – ୬୪
୨୭- ରାୟଗଡ଼ା ଜିଲ୍ଲାରୁ – ୩
୨୮- ସମ୍ବଲପୁର ଜିଲ୍ଲାରୁ – ୧୦୭
୨୯- ସୋନପୁର ଜିଲ୍ଲାରୁ – ୬୯
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୨୦
୩୧- State Pool: ୯୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୫, ୩୧୦ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୧ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୪, ୧୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୮, ୪୬୫ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୨ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୭, ୫୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭, ୨୫୭ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୩ [+୮୫] ଜଣ ସକ୍ରୀୟ ଅଛନ୍ତି। ୬, ୨୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫, ୮୩୧ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୪ [+୬୬] ଜଣ ସକ୍ରୀୟ ଅଛନ୍ତି। ୫, ୧୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୫, ୧୩୦ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୪ [+୬୨] ଜଣ ସକ୍ରୀୟ ଅଛନ୍ତି। ୪, ୨୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୧୧୪ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୨ [+୩୧] ଜଣ ସକ୍ରୀୟ ଅଛନ୍ତି। ୧, ୮୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୨, ୭୬୬ [+୨୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୧୧ [+୨୩୪] ଜଣ ସକ୍ରୀୟ ଅଛନ୍ତି। ୨୦, ୧୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୭୯୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୧୫] ଜଣ ସକ୍ରୀୟ ଅଛନ୍ତି। ୬୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୪, ୨୭୫ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୩ [+୪୫] ଜଣ ସକ୍ରୀୟ ଅଛନ୍ତି। ୩, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୬୮୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୮] ଜଣ ସକ୍ରୀୟ ଅଛନ୍ତି। ୩, ୫୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୫୫୦ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୭ [+୪୫] ଜଣ ସକ୍ରୀୟ ଅଛନ୍ତି। ୨୦, ୦୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୫, ୯୩୨ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୭ [+୬୫] ଜଣ ସକ୍ରୀୟ ଅଛନ୍ତି। ୫, ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୯, ୩୩୨ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୯ [+୧୧୮] ଜଣ ସକ୍ରୀୟ ଅଛନ୍ତି। ୮, ୧୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫, ୨୦୨ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୫ [+୭୭] ଜଣ ସକ୍ରୀୟ ଅଛନ୍ତି। ୪, ୬୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୩, ୮୮୪ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୬ [+୪୪] ଜଣ ସକ୍ରୀୟ ଅଛନ୍ତି। ୩, ୧୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୦୦୬ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୨ [+୩୩] ଜଣ ସକ୍ରୀୟ ଅଛନ୍ତି। ୪, ୫୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୬, ୦୬୯ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୪୨ [+୬୯] ଜଣ ସକ୍ରୀୟ ଅଛନ୍ତି। ୪, ୯୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫, ୦୫୭ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୪ [+୭୫] ଜଣ ସକ୍ରୀୟ ଅଛନ୍ତି। ୪, ୪୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୨, ୭୬୨ [+୪୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୩୧୩ [+୪୭୮] ଜଣ ସକ୍ରୀୟ ଅଛନ୍ତି। ୩୭, ୨୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୩ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୫୫୮ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୩ [+୪୫] ଜଣ ସକ୍ରୀୟ ଅଛନ୍ତି। ୬, ୦୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୦୬୪ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୦ [+୩୯] ଜଣ ସକ୍ରୀୟ ଅଛନ୍ତି। ୩, ୬୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୯, ୧୬୨ [+୧୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୫ [+୧୩୨] ଜଣ ସକ୍ରୀୟ ଅଛନ୍ତି। ୭, ୮୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪, ୨୬୩ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୦ [+୫୧] ଜଣ ସକ୍ରୀୟ ଅଛନ୍ତି। ୩, ୬୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୨୭୧ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୫ [+୩୭] ଜଣ ସକ୍ରୀୟ ଅଛନ୍ତି। ୪, ୭୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୪, ୦୪୩ [+୧୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୫ [+୧୫୩] ଜଣ ସକ୍ରୀୟ ଅଛନ୍ତି। ୩, ୧୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୧, ୧୨୭ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୧୧ [+୬୨] ଜଣ ସକ୍ରୀୟ ଅଛନ୍ତି। ୯, ୬୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୭୦୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୯ [+୩] ଜଣ ସକ୍ରୀୟ ଅଛନ୍ତି। ୭, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୬, ୯୭୧ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୨ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୫, ୮୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୫୪୫ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୫ [+୬୮] ଜଣ ସକ୍ରୀୟ ଅଛନ୍ତି। ୨, ୯୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୮, ୩୭୩ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୪ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୭, ୪୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୬, ୩୩୪ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୮୭ [+୯୪] ଜଣ ସକ୍ରୀୟ ଅଛନ୍ତି। ୪, ୮୪୭ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.