Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୧, ଅଗଷ୍ଟ

196

ଭୁବନେଶ୍ୱର ୧୧-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୩୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୪୮୭୯୬କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୧୨୩୬ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୬୯୨୩୦୧। ମୋଟ ଆକ୍ରାନ୍ତ ୪୮୭୯୬ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୩୩୦୨୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୫୪୨୭ ଜଣ।

ଆଜି ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୯୬ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବାଲେଶ୍ୱର, ସୁନ୍ଦରଗଡ, ପୁରୀ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଦୁଇଜଣ କରୋନା ପଜିଟିଭ୍ ଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ଏବଂ ଅନ୍ୟ ଜଣେ ନବରଙ୍ଗପୁର ଜିଲ୍ଲାର। ତେବେ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୫୩ କୁ ବୃଦ୍ଧି ପାଇଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ଗଞ୍ଜାମ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୩- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪- ଖୋର୍ଦ୍ଧାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ବ୍ରୋଙ୍କିଆଲ୍ ଆଜମା, ପ୍ରୋଷ୍ଟେଟର ବେନିନ୍ ହାଇପରପ୍ଲାସିଆ, ପୁରୁଣା ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।
୫- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୬- ଖୋର୍ଦ୍ଧା ଜିଲ୍ଲାର ଜଣେ ୨୬ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୭- ସୁନ୍ଦରଗଡର ଜଣେ ୫୭ ବର୍ଷ ବୟସ୍କା ମହିଳା।
୮- ବାଲେଶ୍ୱରର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୯- ପୁରୀ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୧୦- ରାୟଗଡା ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୪

୨- ବାଲେଶ୍ୱର ଜିଲ୍ଲାରୁ –  ୫୪

୩- ବରଗଡ଼ ଜିଲ୍ଲାରୁ –  ୫୬

୪- ଭଦ୍ରକ ଜିଲ୍ଲାରୁ –  ୮୩

୫- ବଲାଙ୍ଗୀର ଜିଲ୍ଲାରୁ –  ୨୭

୬- ବୌଦ୍ଦ ଜିଲ୍ଲାରୁ –  ୧୦

୭- କଟକ ଜିଲ୍ଲାରୁ –  ୭୬

୮- ଢେଙ୍କାନାଳ ଜିଲ୍ଲାରୁ –  ୧୪

୯- ଗଜପତି ଜିଲ୍ଲାରୁ –  ୨୦

୧୦- ଗଞ୍ଜାମ ଜିଲ୍ଲାରୁ –  ୨୨୭

୧୧- ଜଗତସିଂହପୁର ଜିଲ୍ଲାରୁ –  ୧୬

୧୨- ଯାଜପୁର ଜିଲ୍ଲାରୁ –  ୧୫

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୬୭

୧୪- କଳାହାଣ୍ଡି ଜିଲ୍ଲାରୁ –  ୨୫

୧୫- କନ୍ଧମାଳ ଜିଲ୍ଲାରୁ –  ୧୬

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୭

୧୭- କେନ୍ଦୁଝର ଜିଲ୍ଲାରୁ –  ୨୩

୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୧୮

୧୯- କୋରାପୁଟ ଜିଲ୍ଲାରୁ –  ୪୫

୨୦- ମାଲକାନଗିରି : ୧୭

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୯

୨୨- ନବରଙ୍ଗପୁର ଜିଲ୍ଲାରେ: ୬

୨୩- ନୟାଗଡ଼ ଜିଲ୍ଲାରୁ –  ୫୭

୨୪- ନୂଆପଡ଼ା ଜିଲ୍ଲାରୁ –  ୭

୨୫- ପୁରୀ ଜିଲ୍ଲାରୁ –  ୧୬

୨୬- ରାୟଗଡ଼ା ଜିଲ୍ଲାରୁ –  ୭୫

୨୭- ସମ୍ବଲପୁର ଜିଲ୍ଲାରୁ –  ୨୬

୨୮- ସୋନପୁର ଜିଲ୍ଲାରୁ –  ୧୪

୨୯- ସୁନ୍ଦରଗଡ଼ ଜିଲ୍ଲାରୁ –  ୯୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୪୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୪] ଜଣ ସକ୍ରୀୟ ଅଛନ୍ତି। ୩୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୪୮୮ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୮ [+୫୩] ଜଣ ସକ୍ରୀୟ ଅଛନ୍ତି। ୧, ୦୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୭୦୦ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୫୬] ଜଣ ସକ୍ରୀୟ ଅଛନ୍ତି। ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୧, ୦୬୭ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୬ [+୮୩] ଜଣ ସକ୍ରୀୟ ଅଛନ୍ତି। ୬୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୭୨୩ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୮ [+୨୭] ଜଣ ସକ୍ରୀୟ ଅଛନ୍ତି। ୪୨୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୨୨୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୪୬ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୩, ୨୭୮ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୭ [+୭୬] ଜଣ ସକ୍ରୀୟ ଅଛନ୍ତି। ୨, ୦୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୦୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୯୪ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୬୮୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୯ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୦୪୦ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୦ [+୨୦] ଜଣ ସକ୍ରୀୟ ଅଛନ୍ତି। ୧, ୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୩, ୩୧୫ [+୨୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୪୧୨ [+୨୨୪] ଜଣ ସକ୍ରୀୟ ଅଛନ୍ତି। ୧୦, ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୯୦୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୧୬] ଜଣ ସକ୍ରୀୟ ଅଛନ୍ତି। ୭୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୬୪୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୮ [+୧୫] ଜଣ ସକ୍ରୀୟ ଅଛନ୍ତି। ୧, ୩୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୪୬୭ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୬୭] ଜଣ ସକ୍ରୀୟ ଅଛନ୍ତି। ୩୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୫୪୩ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୯ [+୨୫] ଜଣ ସକ୍ରୀୟ ଅଛନ୍ତି। ୨୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୯୩୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୪ [+୧୬] ଜଣ ସକ୍ରୀୟ ଅଛନ୍ତି। ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬୯୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୨ [+୨୭] ଜଣ ସକ୍ରୀୟ ଅଛନ୍ତି। ୫୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୦୬୬ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୧ [+୨୩] ଜଣ ସକ୍ରୀୟ ଅଛନ୍ତି। ୭୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୬, ୮୮୧ [+୨୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୩୯ [+୨୧୪] ଜଣ ସକ୍ରୀୟ ଅଛନ୍ତି। ୩, ୬୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୩୧୬ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୩ [+୪୫] ଜଣ ସକ୍ରୀୟ ଅଛନ୍ତି। ୮୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୯୪୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୨ [+୧୭] ଜଣ ସକ୍ରୀୟ ଅଛନ୍ତି। ୫୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୯୨୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୯ [+୯] ଜଣ ସକ୍ରୀୟ ଅଛନ୍ତି। ୬୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୮୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ [+୫] ଜଣ ସକ୍ରୀୟ ଅଛନ୍ତି। ୨୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୦୯୮ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୨ [+୫୭] ଜଣ ସକ୍ରୀୟ ଅଛନ୍ତି। ୬୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୯୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩ [+୭] ଜଣ ସକ୍ରୀୟ ଅଛନ୍ତି। ୧୩୧ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୧, ୩୧୫ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୯ [+୧୫] ଜଣ ସକ୍ରୀୟ ଅଛନ୍ତି। ୭୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୫୮୧ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୯ [+୭୪] ଜଣ ସକ୍ରୀୟ ଅଛନ୍ତି। ୧, ୦୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୧୯୫ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୭ [+୨୬] ଜଣ ସକ୍ରୀୟ ଅଛନ୍ତି। ୫୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୮୮ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୦୮ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨, ୪୫୩ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୧ [+୯୦] ଜଣ ସକ୍ରୀୟ ଅଛନ୍ତି। ୧, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.