Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୨, ଅଗଷ୍ଟ

240

ଭୁବନେଶ୍ୱର ୧୨-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୧୮୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୫୦୬୭୨ କୁ ବୃଦ୍ଧି ପାଇଛି। ୩୦ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୧୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୧୭୮୫ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୭୨୪୩୫୪ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦୬୭୨ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୩୪୮୦୫ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୫୫୦୯ ଜଣ।

ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୦୫ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ଗଞ୍ଜାମ ଜିଲ୍ଲାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଅନୁଗୁଳ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୩- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୪- ଗଞ୍ଜାମର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କା ମହିଳା।

୭- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୮- ରାୟଗଡା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୯- ରାୟଗଡା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୧୮୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୫

୨- ବାଲେଶ୍ୱର ଜିଲ୍ଲାରୁ –  ୮୧

୩- ବରଗଡ଼ ଜିଲ୍ଲାରୁ –  ୧୫

୪- ଭଦ୍ରକ ଜିଲ୍ଲାରୁ –  ୫୦

୫- ବଲାଙ୍ଗୀର ଜିଲ୍ଲାରୁ –  ୩୧

୬- ବୌଦ୍ଦ ଜିଲ୍ଲାରୁ –  ୧୦

୭- କଟକ ଜିଲ୍ଲାରୁ –  ୧୦୯

୮- ଦେବଗଡ଼ ଜିଲ୍ଲାରୁ –  ୨

୯- ଢେଙ୍କାନାଳ ଜିଲ୍ଲାରୁ –  ୩୬

୧୦- ଗଜପତି ଜିଲ୍ଲାରୁ –  ୭୧

୧୧- ଗଞ୍ଜାମ ଜିଲ୍ଲାରୁ –  ୨୬୦

୧୨- ଜଗତସିଂହପୁର ଜିଲ୍ଲାରୁ –  ୨୬

୧୩- ଯାଜପୁର ଜିଲ୍ଲାରୁ –  ୫୩

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୬

୧୫- କଳାହାଣ୍ଡି ଜିଲ୍ଲାରୁ –  ୪୧

୧୬- କନ୍ଧମାଳ ଜିଲ୍ଲାରୁ –  ୩୦

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୮

୧୮- କେନ୍ଦୁଝର ଜିଲ୍ଲାରୁ –  ୨୧

୧୯- ଖୋର୍ଦ୍ଧା ଜିଲ୍ଲାରୁ : ୨୯୭

୨୦- କୋରାପୁଟ ଜିଲ୍ଲାରୁ –  ୭୭

୨୧- ମାଲକାନଗିରି : ୨୪

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୭୦

୨୩- ନବରଙ୍ଗପୁର ଜିଲ୍ଲାରେ: ୩୦

୨୪- ନୟାଗଡ଼ ଜିଲ୍ଲାରୁ –  ୧୦୫

୨୫- ନୂଆପଡ଼ା ଜିଲ୍ଲାରୁ –  ୩

୨୬- ପୁରୀ ଜିଲ୍ଲାରୁ –  ୮୦

୨୭- ରାୟଗଡ଼ା ଜିଲ୍ଲାରୁ –  ୯୮

୨୮- ସମ୍ବଲପୁର ଜିଲ୍ଲାରୁ –  ୩୬

୨୯- ସୋନପୁର ଜିଲ୍ଲାରୁ –  ୨୨

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୧୯

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୪୫୮ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧, ୫୬୯ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୬ [+୮୦] ଜଣ ସକ୍ରୀୟ ଅଛନ୍ତି। ୧, ୦୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭୧୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୧, ୧୧୭ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୮ [+୫୦] ଜଣ ସକ୍ରୀୟ ଅଛନ୍ତି। ୭୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୭୫୪ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୪ [+୩୧] ଜଣ ସକ୍ରୀୟ ଅଛନ୍ତି। ୪୩୦ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୨୩୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୫୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୩, ୩୮୭ [+୧୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୦ [+୧୦୯] ଜଣ ସକ୍ରୀୟ ଅଛନ୍ତି। ୨, ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୦୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୨] ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୭୧୭ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୫ [+୩୬] ଜଣ ସକ୍ରୀୟ ଅଛନ୍ତି। ୪୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୧୧୧ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୧ [+୭୧] ଜଣ ସକ୍ରୀୟ ଅଛନ୍ତି। ୧, ୫୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୩, ୫୭୫ [+୨୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୬୪ [+୨୫୬] ଜଣ ସକ୍ରୀୟ ଅଛନ୍ତି। ୧୧, ୧୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୪ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୯୩୪ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୨୬] ଜଣ ସକ୍ରୀୟ ଅଛନ୍ତି। ୭୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୭୦୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୨ [+୫୩] ଜଣ ସକ୍ରୀୟ ଅଛନ୍ତି। ୧, ୩୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୪୭୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୬] ଜଣ ସକ୍ରୀୟ ଅଛନ୍ତି। ୩୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୫୮୪ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୨ [+୪୧] ଜଣ ସକ୍ରୀୟ ଅଛନ୍ତି। ୨୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୯୬୨ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୦ [+୩୦] ଜଣ ସକ୍ରୀୟ ଅଛନ୍ତି। ୬୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୭୫୩ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୫୮] ଜଣ ସକ୍ରୀୟ ଅଛନ୍ତି। ୫୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୦୮୭ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୨୧] ଜଣ ସକ୍ରୀୟ ଅଛନ୍ତି। ୯୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୭, ୧୭୮ [+୨୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୭୨ [+୨୯୬] ଜଣ ସକ୍ରୀୟ ଅଛନ୍ତି। ୩, ୯୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୧, ୩୯୩ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୩ [+୭୭] ଜଣ ସକ୍ରୀୟ ଅଛନ୍ତି। ୮୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୯୬୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୫ [+୨୪] ଜଣ ସକ୍ରୀୟ ଅଛନ୍ତି। ୬୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୯୯୭ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୯ [+୭୦] ଜଣ ସକ୍ରୀୟ ଅଛନ୍ତି। ୬୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪୧୯ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧, ୨୦୩ [+୧୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୬ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୬୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୯୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୩] ଜଣ ସକ୍ରୀୟ ଅଛନ୍ତି। ୧୪୧ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୧, ୩୯୫ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୭ [+୮୦] ଜଣ ସକ୍ରୀୟ ଅଛନ୍ତି। ୭୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧, ୬୭୯ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୪ [+୯୬] ଜଣ ସକ୍ରୀୟ ଅଛନ୍ତି। ୧, ୦୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧, ୨୩୧ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୭ [+୩୬] ଜଣ ସକ୍ରୀୟ ଅଛନ୍ତି। ୬୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୨୧୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୨ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୦୮ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୨, ୫୭୨ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୦ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୧, ୪୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.