Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୩, ଅଗଷ୍ଟ

259

ଭୁବନେଶ୍ୱର ୧୩-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୧୯୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୫୨୬୫୩ କୁ ବୃଦ୍ଧି ପାଇଛି। ୩୦ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୨୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ୧୬୭୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୭୬୫୦୬୫। ମୋଟ ଆକ୍ରାନ୍ତ ୫୨୬୫୩ ହୋଇଥିବା ବେଳେ ମୋଟ ସୁସ୍ଥ ହୋଲେଣି ୩୬୪୭୮ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୫୮୦୮ ଜଣ।

ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୧୪ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ମୟୂର ଭଞ୍ଜ ଜିଲ୍ଲାରୁ ୨ ଜଣ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି

୧- କଟକର ଜଣେ ୨୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ନେଫ୍ରୋପାଥିରେ ମଧ୍ୟ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମର ଜଣେ ୭୩ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ।

୬- କନ୍ଧମାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କରୋନାରୀ ଧମନୀ ରୋଗ, ପୁରୁଣା ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୭- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୯- ସୁନ୍ଦରଗଡ ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୧୯୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୬
୨- ବାଲେଶ୍ୱର ଜିଲ୍ଲାରୁ – ୫୯
୩- ବରଗଡ଼ ଜିଲ୍ଲାରୁ – ୨୭
୪- ଭଦ୍ରକ ଜିଲ୍ଲାରୁ – ୬୫
୫- ବଲାଙ୍ଗୀର ଜିଲ୍ଲାରୁ – ୨୭
୬- ବୌଦ୍ଦ ଜିଲ୍ଲାରୁ – ୨୨
୭- କଟକ ଜିଲ୍ଲାରୁ – ୧୩୧
୮- ଦେବଗଡ଼ ଜିଲ୍ଲାରୁ – ୧୬
୯- ଢେଙ୍କାନାଳ ଜିଲ୍ଲାରୁ – ୩୯
୧୦- ଗଜପତି ଜିଲ୍ଲାରୁ – ୮
୧୧- ଗଞ୍ଜାମ ଜିଲ୍ଲାରୁ – ୨୬୭
୧୨- ଜଗତସିଂହପୁର ଜିଲ୍ଲାରୁ – ୪୨
୧୩- ଯାଜପୁର ଜିଲ୍ଲାରୁ – ୬୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮
୧୫- କଳାହାଣ୍ଡି ଜିଲ୍ଲାରୁ – ୩୯
୧୬- କନ୍ଧମାଳ ଜିଲ୍ଲାରୁ – ୧୭୯
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୯
୧୮- କେନ୍ଦୁଝର ଜିଲ୍ଲାରୁ – ୨୩
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୨୭୪
୨୦- କୋରାପୁଟ ଜିଲ୍ଲାରୁ – ୯୭
୨୧- ମାଲକାନଗିରି : ୬୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୩୭
୨୩- ନବରଙ୍ଗପୁର ଜିଲ୍ଲାରେ: ୧୮
୨୪- ନୟାଗଡ଼ ଜିଲ୍ଲାରୁ – ୫୬
୨୫- ନୂଆପଡ଼ା ଜିଲ୍ଲାରୁ – ୧୬
୨୬- ପୁରୀ ଜିଲ୍ଲାରୁ – ୭୭
୨୭- ରାୟଗଡ଼ା ଜିଲ୍ଲାରୁ – ୫୫
୨୮- ସମ୍ବଲପୁର ଜିଲ୍ଲାରୁ – ୩୮
୨୯- ସୋନପୁର ଜିଲ୍ଲାରୁ – ୫୭
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୪୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୪୬୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୬] ଜଣ ସକ୍ରୀୟ ଅଛନ୍ତି। ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧, ୬୨୮ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୫ [+୫୯] ଜଣ ସକ୍ରୀୟ ଅଛନ୍ତି। ୧, ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭୪୨ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୮ [+୨୭] ଜଣ ସକ୍ରୀୟ ଅଛନ୍ତି। ୫୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୧, ୧୮୨ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୭ [+୬୫] ଜଣ ସକ୍ରୀୟ ଅଛନ୍ତି। ୭୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୭୮୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୬ [+୨୭] ଜଣ ସକ୍ରୀୟ ଅଛନ୍ତି। ୪୪୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୨୫୨ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୫୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୩, ୫୧୮ [+୧୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୩ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୨, ୩୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୧୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୧୬] ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୭୫୬ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୦ [+୩୯] ଜଣ ସକ୍ରୀୟ ଅଛନ୍ତି। ୪୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୧୧୯ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୬ [+୮] ଜଣ ସକ୍ରୀୟ ଅଛନ୍ତି। ୧, ୬୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୩, ୮୪୨ [+୨୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୩୯ [+୨୬୪] ଜଣ ସକ୍ରୀୟ ଅଛନ୍ତି। ୧୧, ୫୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୯୭୬ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୨ [+୪୨] ଜଣ ସକ୍ରୀୟ ଅଛନ୍ତି। ୭୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୭୬୨ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୮ [+୬୦] ଜଣ ସକ୍ରୀୟ ଅଛନ୍ତି। ୧, ୪୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୪୮୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୮] ଜଣ ସକ୍ରୀୟ ଅଛନ୍ତି। ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୬୨୩ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୦ [+୩୯] ଜଣ ସକ୍ରୀୟ ଅଛନ୍ତି। ୩୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୧, ୧୪୧ [+୧୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୨ [+୧୭୮] ଜଣ ସକ୍ରୀୟ ଅଛନ୍ତି। ୭୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୭୮୨ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୪ [+୨୯] ଜଣ ସକ୍ରୀୟ ଅଛନ୍ତି। ୫୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୧୧୦ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୨୩] ଜଣ ସକ୍ରୀୟ ଅଛନ୍ତି। ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୭, ୪୫୨ [+୨୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୬୯ [+୨୭୪] ଜଣ ସକ୍ରୀୟ ଅଛନ୍ତି। ୪, ୧୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୧, ୪୯୦ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୦ [+୯୭] ଜଣ ସକ୍ରୀୟ ଅଛନ୍ତି। ୯୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୦୩୧ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୧ [+୬୪] ଜଣ ସକ୍ରୀୟ ଅଛନ୍ତି। ୬୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧, ୦୩୪ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୯ [+୩୫] ଜଣ ସକ୍ରୀୟ ଅଛନ୍ତି। ୭୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪୩୭ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୧୮] ଜଣ ସକ୍ରୀୟ ଅଛନ୍ତି। ୩୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧, ୨୫୯ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୭ [+୫୬] ଜଣ ସକ୍ରୀୟ ଅଛନ୍ତି। ୬୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୨୧୩ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୧୪୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୧, ୪୭୨ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୭୭] ଜଣ ସକ୍ରୀୟ ଅଛନ୍ତି। ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧, ୭୩୪ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୨ [+୫୫] ଜଣ ସକ୍ରୀୟ ଅଛନ୍ତି। ୧, ୧୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧, ୨୬୯ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୪ [+୩୮] ଜଣ ସକ୍ରୀୟ ଅଛନ୍ତି। ୬୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୨୬୭ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୫ [+୫୭] ଜଣ ସକ୍ରୀୟ ଅଛନ୍ତି। ୧୨୨ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୨, ୭୧୭ [+୧୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୧ [+୧୪୪] ଜଣ ସକ୍ରୀୟ ଅଛନ୍ତି। ୧, ୬୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.