Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୪, ଅଗଷ୍ଟ

259

ଭୁବନେଶ୍ୱର ୧୪-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୧୯୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଏହା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୬୩୦ କୁ ବୃଦ୍ଧି ପାଇଛି। ୩୦ ଜିଲ୍ଲାରୁ ନୀଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୨୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୩୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ସୁସ୍ଥ ହୋଇଥିଲେ ୧୪୨୨ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୮୦୭୮୨୬। ମୋଟ ଆକ୍ରାନ୍ତ ୫୪୬୩୦ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହୋଲେଣି ୩୭୯୦୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୬୩୫୩ ଜଣ।

ରାଜ୍ୟରେ ଆଜି ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୨୪ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ ଏବଂ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଟକର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୬- ସମ୍ବଲପୁର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ।

୮- ପୁରୀ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ପୁରୀ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୦- ପୁରୀ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୧୯୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୨
୨- ବାଲେଶ୍ୱର ଜିଲ୍ଲାରୁ – ୫୬
୩- ବରଗଡ଼ ଜିଲ୍ଲାରୁ – ୨୨
୪- ଭଦ୍ରକ ଜିଲ୍ଲାରୁ – ୧୧୮
୫- ବଲାଙ୍ଗୀର ଜିଲ୍ଲାରୁ – ୭
୬- ବୌଦ୍ଦ ଜିଲ୍ଲାରୁ – ୫
୭- କଟକ ଜିଲ୍ଲାରୁ – ୧୦୧
୮- ଦେବଗଡ଼ ଜିଲ୍ଲାରୁ – ୨
୯- ଢେଙ୍କାନାଳ ଜିଲ୍ଲାରୁ – ୪୦
୧୦- ଗଜପତି ଜିଲ୍ଲାରୁ – ୯୩
୧୧- ଗଞ୍ଜାମ ଜିଲ୍ଲାରୁ – ୨୮୦
୧୨- ଜଗତସିଂହପୁର ଜିଲ୍ଲାରୁ – ୩୪
୧୩- ଯାଜପୁର ଜିଲ୍ଲାରୁ – ୬୯
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୧
୧୫- କଳାହାଣ୍ଡି ଜିଲ୍ଲାରୁ – ୪୮
୧୬- କନ୍ଧମାଳ ଜିଲ୍ଲାରୁ – ୬୦
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬
୧୮- କେନ୍ଦୁଝର ଜିଲ୍ଲାରୁ – ୧୦
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୩୩୨
୨୦- କୋରାପୁଟ ଜିଲ୍ଲାରୁ – ୯୦
୨୧- ମାଲକାନଗିରି : ୫୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୨୦
୨୩- ନବରଙ୍ଗପୁର ଜିଲ୍ଲାରେ: ୧୭
୨୪- ନୟାଗଡ଼ ଜିଲ୍ଲାରୁ – ୭୫
୨୫- ନୂଆପଡ଼ା ଜିଲ୍ଲାରୁ – ୨୦
୨୬- ପୁରୀ ଜିଲ୍ଲାରୁ – ୮୩
୨୭- ରାୟଗଡ଼ା ଜିଲ୍ଲାରୁ – ୭୦
୨୮- ସମ୍ବଲପୁର ଜିଲ୍ଲାରୁ – ୫୯
୨୯- ସୋନପୁର ଜିଲ୍ଲାରୁ – ୭
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୮

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୬୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୨] ଜଣ ସକ୍ରୀୟ ଅଛନ୍ତି। ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୬୮୪ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୮ [+୫୬] ଜଣ ସକ୍ରୀୟ ଅଛନ୍ତି। ୧, ୧୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୭୬୪ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୮ [+୨୨] ଜଣ ସକ୍ରୀୟ ଅଛନ୍ତି। ୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୧, ୩୦୦ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୧ [+୧୧୮] ଜଣ ସକ୍ରୀୟ ଅଛନ୍ତି। ୭୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୭୮୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୩ [+୭] ଜଣ ସକ୍ରୀୟ ଅଛନ୍ତି। ୫୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨୫୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୫] ଜଣ ସକ୍ରୀୟ ଅଛନ୍ତି। ୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩, ୬୧୯ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୨ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୨, ୪୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୨୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୨] ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୭୯୬ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୩ [+୪୦] ଜଣ ସକ୍ରୀୟ ଅଛନ୍ତି। ୪୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୨୧୨ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୦ [+୯୩] ଜଣ ସକ୍ରୀୟ ଅଛନ୍ତି। ୧, ୭୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୪, ୧୨୨ [+୨୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୬୦ [+୨୭୬] ଜଣ ସକ୍ରୀୟ ଅଛନ୍ତି। ୧୧, ୮୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୦୧୦ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୭୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୮୩୧ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୩ [+୬୯] ଜଣ ସକ୍ରୀୟ ଅଛନ୍ତି। ୧, ୪୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୪୯୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୬୭୧ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୮ [+୪୮] ଜଣ ସକ୍ରୀୟ ଅଛନ୍ତି। ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୨୦୧ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୬ [+୬୦] ଜଣ ସକ୍ରୀୟ ଅଛନ୍ତି। ୭୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୭୮୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୬] ଜଣ ସକ୍ରୀୟ ଅଛନ୍ତି। ୫୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୧୨୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୯୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୭, ୭୮୪ [+୩୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୭୩ [+୩୩୨] ଜଣ ସକ୍ରୀୟ ଅଛନ୍ତି। ୪, ୩୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୫୮୦ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୧ [+୯୦] ଜଣ ସକ୍ରୀୟ ଅଛନ୍ତି। ୯୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୦୮୩ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୦ [+୫୨] ଜଣ ସକ୍ରୀୟ ଅଛନ୍ତି। ୬୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧, ୧୫୪ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୯ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୭୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪୫୪ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୧୭] ଜଣ ସକ୍ରୀୟ ଅଛନ୍ତି। ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୩୩୪ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୪ [+୭୫] ଜଣ ସକ୍ରୀୟ ଅଛନ୍ତି। ୭୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୨୩୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧, ୫୫୫ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୯ [+୮୦] ଜଣ ସକ୍ରୀୟ ଅଛନ୍ତି। ୯୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୮୦୪ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୦ [+୭୦] ଜଣ ସକ୍ରୀୟ ଅଛନ୍ତି। ୧, ୧୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୩୨୮ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୭ [+୫୮] ଜଣ ସକ୍ରୀୟ ଅଛନ୍ତି। ୭୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୨୭୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୭] ଜଣ ସକ୍ରୀୟ ଅଛନ୍ତି। ୧୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୨, ୮୦୫ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୧ [+୮୭] ଜଣ ସକ୍ରୀୟ ଅଛନ୍ତି। ୧, ୭୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.