Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୫, ଅଗଷ୍ଟ

232

ଭୁବନେଶ୍ୱର ୧୫-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ଭାଙ୍ଗିଲା ରେକର୍ଡ଼ । ୨୯ ଜିଲ୍ଲାରୁ ୨୪୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୧୨୬ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ୯୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୧୩୦୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୮,୫୫,୭୧୩। ମୋଟ ଆକ୍ରାନ୍ତ ୫୭,୧୨୬ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୩୯୨୦୫ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୭୫୩୫ ଜଣ।

ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୩୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ‌୍ଲାରୁ ୪ ଜଣ କେନ୍ଦୁଝର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ।

୪- କେନ୍ଦୁଝର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ନୟାଗଡ଼ ଜିଲ୍ଲାର ୭୫ ବର୍ଷ ବୟସ୍କ ପୁରୁଷ।

୬- ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ସମ୍ବଲପୁର ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କ ପୁରୁଷ।

୯- ସମ୍ବଲପୁର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୨୯ ଜିଲ୍ଲାରୁ ୨୪୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୨

୨- ବାଲେଶ୍ୱର ଜିଲ୍ଲାରୁ –  ୧୬୫

୩- ବରଗଡ଼ ଜିଲ୍ଲାରୁ –  ୩୬

୪- ଭଦ୍ରକ ଜିଲ୍ଲାରୁ –  ୧୦୨

୫- ବଲାଙ୍ଗୀର ଜିଲ୍ଲାରୁ –  ୯୨

୬- ବୌଦ୍ଦ ଜିଲ୍ଲାରୁ –  ୧୧୫

୭- କଟକ ଜିଲ୍ଲାରୁ –  ୧୨୮

୮- ଢେଙ୍କାନାଳ ଜିଲ୍ଲାରୁ –  ୬୯

୯- ଗଜପତି ଜିଲ୍ଲାରୁ –  ୬୮

୧୦- ଗଞ୍ଜାମ ଜିଲ୍ଲାରୁ –  ୩୨୭

୧୧- ଜଗତସିଂହପୁର ଜିଲ୍ଲାରୁ –  ୧୪

୧୨- ଯାଜପୁର ଜିଲ୍ଲାରୁ –  ୧୧

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୧୯

୧୪- କଳାହାଣ୍ଡି ଜିଲ୍ଲାରୁ –  ୪୨

୧୫- କନ୍ଧମାଳ ଜିଲ୍ଲାରୁ –  ୯୮

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୩

୧୭- କେନ୍ଦୁଝର ଜିଲ୍ଲାରୁ –  ୫୧

୧୮- ଖୋର୍ଦ୍ଧା ଜିଲ୍ଲାରୁ : ୩୭୮

୧୯- କୋରାପୁଟ ଜିଲ୍ଲାରୁ –  ୧୩୩

୨୦- ମାଲକାନଗିରି : ୭୩

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୨୩

୨୨- ନବରଙ୍ଗପୁର ଜିଲ୍ଲାରେ: ୧୧

୨୩- ନୟାଗଡ଼ ଜିଲ୍ଲାରୁ –  ୪

୨୪- ନୂଆପଡ଼ା ଜିଲ୍ଲାରୁ –  ୧୬

୨୫- ପୁରୀ ଜିଲ୍ଲାରୁ –  ୯୩

୨୬- ରାୟଗଡ଼ା ଜିଲ୍ଲାରୁ –  ୧୪୬

୨୭- ସମ୍ବଲପୁର ଜିଲ୍ଲାରୁ –  ୮୧

୨୮- ସୋନପୁର ଜିଲ୍ଲାରୁ –  ୨୦

୨୯- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୫୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୭୮ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୧୨] ଜଣ ସକ୍ରୀୟ ଅଛନ୍ତି। ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୮୪୯ [+୧୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୨ [+୧୬୫] ଜଣ ସକ୍ରୀୟ ଅଛନ୍ତି। ୧, ୧୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୮୦୦ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୭ [+୩୬] ଜଣ ସକ୍ରୀୟ ଅଛନ୍ତି। ୫୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୧, ୪୦୨ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୩ [+୧୦୨] ଜଣ ସକ୍ରୀୟ ଅଛନ୍ତି। ୭୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୮୮୦ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୭ [+୯୨] ଜଣ ସକ୍ରୀୟ ଅଛନ୍ତି। ୫୫୩ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୩୭୨ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୩ [+୧୧୫] ଜଣ ସକ୍ରୀୟ ଅଛନ୍ତି। ୧୭୯ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୩, ୭୪୭ [+୧୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୦ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୨, ୫୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୨୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୮୬୫ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୪ [+୬୯] ଜଣ ସକ୍ରୀୟ ଅଛନ୍ତି। ୫୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୨୮୦ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୩ [+୬୮] ଜଣ ସକ୍ରୀୟ ଅଛନ୍ତି। ୧, ୭୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୪, ୪୪୯ [+୩୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୨୦ [+୩୨୬] ଜଣ ସକ୍ରୀୟ ଅଛନ୍ତି। ୧୨, ୦୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୦୨୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୩ [+୧୪] ଜଣ ସକ୍ରୀୟ ଅଛନ୍ତି। ୭୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୮୪୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୧, ୫୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୫୧୧ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୬ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୭୧୩ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୬ [+୪୨] ଜଣ ସକ୍ରୀୟ ଅଛନ୍ତି। ୩୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୨୯୯ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୨ [+୯୮] ଜଣ ସକ୍ରୀୟ ଅଛନ୍ତି। ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୮୦୧ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୬୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୧୭୧ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୫ [+୫୦] ଜଣ ସକ୍ରୀୟ ଅଛନ୍ତି। ୯୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୮, ୧୬୨ [+୩୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୯୫ [+୩୭୮] ଜଣ ସକ୍ରୀୟ ଅଛନ୍ତି। ୪, ୫୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୭୧୩ [+୧୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୧ [+୧୩୩] ଜଣ ସକ୍ରୀୟ ଅଛନ୍ତି। ୧, ୦୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୧୫୬ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୮ [+୭୩] ଜଣ ସକ୍ରୀୟ ଅଛନ୍ତି। ୭୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧, ୧୭୭ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୪ [+୨୩] ଜଣ ସକ୍ରୀୟ ଅଛନ୍ତି। ୭୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪୬୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୩୩୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୪ [+୩] ଜଣ ସକ୍ରୀୟ ଅଛନ୍ତି। ୭୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୨୪୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୧୫୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୧, ୬୪୮ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୨ [+୯୩] ଜଣ ସକ୍ରୀୟ ଅଛନ୍ତି। ୯୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୯୫୦ [+୧୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୬ [+୧୪୬] ଜଣ ସକ୍ରୀୟ ଅଛନ୍ତି। ୧, ୧୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୪୦୯ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୦ [+୭୭] ଜଣ ସକ୍ରୀୟ ଅଛନ୍ତି। ୮୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୨୯୪ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୩ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୪୧ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨, ୯୬୧ [+୧୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୪ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୧, ୭୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.