Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୬, ଅଗଷ୍ଟ

175

ଭୁବନେଶ୍ୱର ୧୬-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୯୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ମୋଟ ଆକ୍ରାନ୍ତ ୬୦୦୫୦ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଥିବା ବେଳେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୧୫ ଏବଂ ସ୍ଥାନୀୟ ଅଞ୍ଚଳରୁ ୧୧୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି।

ଗତକାଲି ନୂଆ ସୁସ୍ଥ ହୋଇଥିଲେ ୧୫୨୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୯୦୮୫୦୮ ଏବଂ ମୋଟ ଆକ୍ରାନ୍ତ ୬୦୦୫୦ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୪୦୭୨୬ ଜଣ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୮୯୨୮ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ ଏବଂ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭଦ୍ରକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୩୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲ୍ମୋନାରି ରୋଗରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୪- ବଲାଙ୍ଗୀର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୮- ଯାଜପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ପୀଡିତ ଥିଲେ।

୯- କନ୍ଧମାଳ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ନେଫ୍ରୋପାଥିରେ ପୀଡିତ ଥିଲେ।

୧୦- ସୋନପୁର ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ଫୁସଫୁସ ଯକ୍ଷ୍ମା, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୯୨୪ ନୂଆ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୩୭

୨- ବାଲେଶ୍ୱର ଜିଲ୍ଲାରୁ –  ୧୨୭

୩- ବରଗଡ଼ ଜିଲ୍ଲାରୁ –  ୪୮

୪- ଭଦ୍ରକ ଜିଲ୍ଲାରୁ –  ୧୦୭

୫- ବଲାଙ୍ଗୀର ଜିଲ୍ଲାରୁ –  ୨୭

୬- ବୌଦ୍ଦ ଜିଲ୍ଲାରୁ –  ୮

୭- କଟକ ଜିଲ୍ଲାରୁ –  ୧୮୯

୮- ଦେବଗଡ଼ ଜିଲ୍ଲାରୁ –  ୧୬

୯- ଢେଙ୍କାନାଳ ଜିଲ୍ଲାରୁ –  ୪୦

୧୦- ଗଜପତି ଜିଲ୍ଲାରୁ –  ୭୧

୧୧- ଗଞ୍ଜାମ ଜିଲ୍ଲାରୁ –  ୩୧୮

୧୨- ଜଗତସିଂହପୁର ଜିଲ୍ଲାରୁ –  ୪୭

୧୩- ଯାଜପୁର ଜିଲ୍ଲାରୁ –  ୨୦୦

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୩୦

୧୫- କଳାହାଣ୍ଡି ଜିଲ୍ଲାରୁ –  ୨୭

୧୬- କନ୍ଧମାଳ ଜିଲ୍ଲାରୁ –  ୫୦

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୦

୧୮- କେନ୍ଦୁଝର ଜିଲ୍ଲାରୁ –  ୨୬

୧୯- ଖୋର୍ଦ୍ଧା ଜିଲ୍ଲାରୁ : ୪୮୮

୨୦- କୋରାପୁଟ ଜିଲ୍ଲାରୁ –  ୯୫

୨୧- ମାଲକାନଗିରି : ୯୩

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୩୬

୨୩- ନବରଙ୍ଗପୁର ଜିଲ୍ଲାରେ: ୨୬

୨୪- ନୟାଗଡ଼ ଜିଲ୍ଲାରୁ –  ୧୪୨

୨୫- ନୂଆପଡ଼ା ଜିଲ୍ଲାରୁ –  ୨୦

୨୬- ପୁରୀ ଜିଲ୍ଲାରୁ –  ୧୪୪

୨୭- ରାୟଗଡ଼ା ଜିଲ୍ଲାରୁ –  ୧୧୬

୨୮- ସମ୍ବଲପୁର ଜିଲ୍ଲାରୁ –  ୩୭

୨୯- ସୋନପୁର ଜିଲ୍ଲାରୁ –  ୩୮

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୬୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୫୧୫ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୩୭] ଜଣ ସକ୍ରୀୟ ଅଛନ୍ତି। ୩୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୯୭୬ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୮ [+୧୨୭] ଜଣ ସକ୍ରୀୟ ଅଛନ୍ତି। ୧, ୨୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୮୪୮ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୫ [+୪୮] ଜଣ ସକ୍ରୀୟ ଅଛନ୍ତି। ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୧, ୫୦୯ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୩ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୮୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୯୦୭ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୦ [+୨୬] ଜଣ ସକ୍ରୀୟ ଅଛନ୍ତି। ୫୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୩୮୦ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ [+୮] ଜଣ ସକ୍ରୀୟ ଅଛନ୍ତି। ୧୮୪ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୩, ୯୩୬ [+୧୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୧୨ [+୧୮୮] ଜଣ ସକ୍ରୀୟ ଅଛନ୍ତି। ୨, ୭୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୩୭ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୧୬] ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୯୦୫ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୪ [+୪୦] ଜଣ ସକ୍ରୀୟ ଅଛନ୍ତି। ୫୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୩୫୧ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୦ [+୭୧] ଜଣ ସକ୍ରୀୟ ଅଛନ୍ତି। ୧, ୮୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୪, ୭୬୭ [+୩୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୬୪ [+୩୧୬] ଜଣ ସକ୍ରୀୟ ଅଛନ୍ତି। ୧୨, ୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ [+୨]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୦୭୧ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୪ [+୪୭] ଜଣ ସକ୍ରୀୟ ଅଛନ୍ତି। ୮୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୨, ୦୪୨ [+୨୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୦ [+୧୯୯] ଜଣ ସକ୍ରୀୟ ଅଛନ୍ତି। ୧, ୫୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୫୪୧ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୬ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୭୪୦ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୬ [+୨୭] ଜଣ ସକ୍ରୀୟ ଅଛନ୍ତି। ୪୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୩୪୯ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୫ [+୪୯] ଜଣ ସକ୍ରୀୟ ଅଛନ୍ତି। ୮୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୮୬୧ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୧ [+୬୦] ଜଣ ସକ୍ରୀୟ ଅଛନ୍ତି। ୬୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୧୯୭ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୨ [+୨୬] ଜଣ ସକ୍ରୀୟ ଅଛନ୍ତି। ୧, ୦୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୮, ୬୫୦ [+୪୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୮୫୦ [+୪୮୬] ଜଣ ସକ୍ରୀୟ ଅଛନ୍ତି। ୪, ୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୮୦୮ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୦ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୦୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୨୪୯ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୯ [+୯୩] ଜଣ ସକ୍ରୀୟ ଅଛନ୍ତି। ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧, ୩୧୩ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୪ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୭୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪୯୧ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୨୬] ଜଣ ସକ୍ରୀୟ ଅଛନ୍ତି। ୩୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୪୮୦ [+୧୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୦ [+୧୪୨] ଜଣ ସକ୍ରୀୟ ଅଛନ୍ତି। ୮୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୨୬୯ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୫୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୧, ୭୯୨ [+୧୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୬ [+୧୪୪] ଜଣ ସକ୍ରୀୟ ଅଛନ୍ତି। ୧, ୦୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨, ୦୬୬ [+୧୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୯ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୧, ୨୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୪୪୬ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୩ [+୩୭] ଜଣ ସକ୍ରୀୟ ଅଛନ୍ତି। ୮୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୩୩୨ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୩୭] ଜଣ ସକ୍ରୀୟ ଅଛନ୍ତି। ୧୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୩, ୧୨୨ [+୧୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୩୬ [+୧୬୧] ଜଣ ସକ୍ରୀୟ ଅଛନ୍ତି। ୧, ୮୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.