Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୭, ଅଗଷ୍ଟ

240

ଭୁବନେଶ୍ୱର ୧୭-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୨୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୬୨୨୯୪ କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୩୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୧୫୫୦ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୯୫୮୯୨୯। ମୋଟ ଆକ୍ରାନ୍ତ ୬୨୨୯୪ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୪୨୨୭୬ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୯୬୧୨ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୨୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୫

୨- ବାଲେଶ୍ୱର ଜିଲ୍ଲାରୁ – ୧୪୨

୩- ବରଗଡ଼ ଜିଲ୍ଲାରୁ – ୩୫

୪- ଭଦ୍ରକ ଜିଲ୍ଲାରୁ – ୧୦୪

୫- ବଲାଙ୍ଗୀର ଜିଲ୍ଲାରୁ – ୩୭

୬- ବୌଦ୍ଦ ଜିଲ୍ଲାରୁ – ୪୯

୭- କଟକ ଜିଲ୍ଲାରୁ – ୧୯୪

୮- ଢେଙ୍କାନାଳ ଜିଲ୍ଲାରୁ – ୧୮

୯- ଗଜପତି ଜିଲ୍ଲାରୁ – ୬

୧୦- ଗଞ୍ଜାମ ଜିଲ୍ଲାରୁ – ୨୪୩

୧୧- ଜଗତସିଂହପୁର ଜିଲ୍ଲାରୁ – ୧୬

୧୨- ଯାଜପୁର ଜିଲ୍ଲାରୁ – ୯୮

୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୧୨

୧୪- କଳାହାଣ୍ଡି ଜିଲ୍ଲାରୁ – ୬୭

୧୫- କନ୍ଧମାଳ ଜିଲ୍ଲାରୁ – ୧୨୧

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୭

୧୭- କେନ୍ଦୁଝର ଜିଲ୍ଲାରୁ – ୧୩

୧୮- ଖୋର୍ଦ୍ଧା ଜିଲ୍ଲାରୁ : ୩୧୧

୧୯- କୋରାପୁଟ ଜିଲ୍ଲାରୁ – ୯୪

୨୦- ମାଲକାନଗିରି : ୯୮

୨୧- ମୟୁରଭଞ୍ଜ ଜିଲ୍ଲାରୁ – ୯୧

୨୨- ନବରଙ୍ଗପୁର ଜିଲ୍ଲାରେ: ୨୧

୨୩- ନୟାଗଡ଼ ଜିଲ୍ଲାରୁ – ୧୩

୨୪- ନୂଆପଡ଼ା ଜିଲ୍ଲାରୁ – ୯

୨୫- ପୁରୀ ଜିଲ୍ଲାରୁ – ୬୮

୨୬- ରାୟଗଡ଼ା ଜିଲ୍ଲାରୁ – ୧୬୦

୨୭- ସମ୍ବଲପୁର ଜିଲ୍ଲାରୁ – ୩୫

୨୮- ସୋନପୁର ଜିଲ୍ଲାରୁ – ୧୧

୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୩୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୫୩୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୧୫] ଜଣ ସକ୍ରୀୟ ଅଛନ୍ତି। ୩୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୨, ୧୧୮ [+୧୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୭ [+୧୪୨] ଜଣ ସକ୍ରୀୟ ଅଛନ୍ତି। ୧, ୩୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮୮୩ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୪ [+୩୪] ଜଣ ସକ୍ରୀୟ ଅଛନ୍ତି। ୫୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୧, ୬୧୩ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୯ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୮୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୯୪୪ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୧ [+୩୭] ଜଣ ସକ୍ରୀୟ ଅଛନ୍ତି। ୫୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୪୨୯ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୦ [+୪୯] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୪, ୧୩୦ [+୧୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୬ [+୧୯୩] ଜଣ ସକ୍ରୀୟ ଅଛନ୍ତି। ୨, ୮୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୯୨୩ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୦ [+୧୮] ଜଣ ସକ୍ରୀୟ ଅଛନ୍ତି। ୫୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୩୫୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୪ [+୬] ଜଣ ସକ୍ରୀୟ ଅଛନ୍ତି। ୧, ୮୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୫, ୦୧୦ [+୨୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୫୧ [+୨୪୨] ଜଣ ସକ୍ରୀୟ ଅଛନ୍ତି। ୧୨, ୬୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୫ [+୧]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୦୮୭ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୨ [+୧୬] ଜଣ ସକ୍ରୀୟ ଅଛନ୍ତି। ୮୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୨, ୧୪୦ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୨ [+୯୮] ଜଣ ସକ୍ରୀୟ ଅଛନ୍ତି। ୧, ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫୫୩ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୧୨] ଜଣ ସକ୍ରୀୟ ଅଛନ୍ତି। ୪୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୮୦୭ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୭ [+୬୭] ଜଣ ସକ୍ରୀୟ ଅଛନ୍ତି। ୪୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୧, ୪୭୦ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୮୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୮୮୮ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୨୭] ଜଣ ସକ୍ରୀୟ ଅଛନ୍ତି। ୬୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୨୧୦ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୯ [+୧୩] ଜଣ ସକ୍ରୀୟ ଅଛନ୍ତି। ୧, ୦୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୮, ୯୬୧ [+୩୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୯୧୬ [+୩୦୭] ଜଣ ସକ୍ରୀୟ ଅଛନ୍ତି। ୪, ୯୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୧, ୯୦୨ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୩ [+୯୪] ଜଣ ସକ୍ରୀୟ ଅଛନ୍ତି। ୧, ୧୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୩୪୭ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୩ [+୯୮] ଜଣ ସକ୍ରୀୟ ଅଛନ୍ତି। ୮୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧, ୪୦୪ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୬ [+୯୧] ଜଣ ସକ୍ରୀୟ ଅଛନ୍ତି। ୮୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫୧୨ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୨୧] ଜଣ ସକ୍ରୀୟ ଅଛନ୍ତି। ୩୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧, ୪୯୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୮୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୨୭୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୪ [+୯] ଜଣ ସକ୍ରୀୟ ଅଛନ୍ତି। ୧୬୪ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୧, ୮୬୦ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୪ [+୬୭] ଜଣ ସକ୍ରୀୟ ଅଛନ୍ତି। ୧, ୧୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୨, ୨୨୬ [+୧୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୮ [+୧୫୯] ଜଣ ସକ୍ରୀୟ ଅଛନ୍ତି। ୧, ୩୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧, ୪୮୧ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୯ [+୩୫] ଜଣ ସକ୍ରୀୟ ଅଛନ୍ତି। ୯୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩୪୩ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୩, ୨୫୮ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୫୩ [+୧୩୫] ଜଣ ସକ୍ରୀୟ ଅଛନ୍ତି। ୧, ୯୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.