Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୮, ଅଗଷ୍ଟ

220

ଭୁବନେଶ୍ୱର ୧୮-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୨୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୬୪୫୩୩କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪୧୬ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୮୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୧୫୦୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୦୦୯୪୫୪। ମୋଟ ଆକ୍ରାନ୍ତ ୬୪୫୩୩ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୪୩୭୭୯ ଜଁ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୦୩୩୯ ଜଣ।

ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୬୨ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,  ଗଞ୍ଜାମ ଜିଲ୍ଲାରୁ ୩ ଜଣ,  ଖୋର୍ଦ୍ଦା ଜିଲ୍ଲାରୁ ଜଣେ,  ମାଲକାନଗିରି ଜିଲ୍ଲାରୁ ଜଣେ,  ରାୟଗଡ଼ା ଜିଲ୍ଲାରୁ ୨ ଜଣ,  ସମ୍ବଲପୁର ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।
୧- ବାଲେଶ୍ୱର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ଅସ୍ଥି ମେଟାଷ୍ଟାସିସ୍ ସହିତ କାରସିନୋମା ପ୍ରୋଷ୍ଟେଟରେ ପୀଡିତ ଥିଲେ।
୨- ଭୁବନେଶ୍ୱରର ଜଣେ ୮୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩- ଗଞ୍ଜାମର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ କରୋନାରୀ ଧମନୀ ରୋଗ, ଉଚ୍ଚ ରକ୍ତଚାପ, ପାର୍କିନ୍ସନ୍ଜିମ୍, ଅବଷ୍ଟ୍ରକ୍ଟିଭ୍ ସ୍ଲିପିଙ୍ଗ ଆପ୍ନିଆରେ ମଧ୍ୟ ପୀଡିତ ଥିଲେ।
୪- ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା।
୫- ଗଞ୍ଜାମ ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ।
୬- ମାଲକାନଗିରି ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।
୭- ରାୟଗଡା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।
୮- ରାୟଗଡା ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୯- ସମ୍ବଲପୁର ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୨୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୬

୨- ବାଲେଶ୍ୱର ଜିଲ୍ଲାରୁ –  ୧୩୦

୩- ବରଗଡ଼ ଜିଲ୍ଲାରୁ –  ୫୧

୪- ଭଦ୍ରକ ଜିଲ୍ଲାରୁ –  ୭୩

୫- ବଲାଙ୍ଗୀର ଜିଲ୍ଲାରୁ –  ୬୬

୬- ବୌଦ୍ଦ ଜିଲ୍ଲାରୁ –  ୫୩

୭- କଟକ ଜିଲ୍ଲାରୁ –  ୧୧୭

୮- ଢେଙ୍କାନାଳ ଜିଲ୍ଲାରୁ –  ୩୬

୯- ଗଜପତି ଜିଲ୍ଲାରୁ –  ୪୨

୧୦- ଗଞ୍ଜାମ ଜିଲ୍ଲାରୁ –  ୨୪୬

୧୧- ଜଗତସିଂହପୁର ଜିଲ୍ଲାରୁ –  ୨୬

୧୨- ଯାଜପୁର ଜିଲ୍ଲାରୁ –  ୭୫

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୧୩

୧୪- କଳାହାଣ୍ଡି ଜିଲ୍ଲାରୁ –  ୨୧

୧୫- କନ୍ଧମାଳ ଜିଲ୍ଲାରୁ –  ୯୦

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭

୧୭- କେନ୍ଦୁଝର ଜିଲ୍ଲାରୁ –  ୭୨

୧୮- ଖୋର୍ଦ୍ଧା ଜିଲ୍ଲାରୁ : ୪୧୯

୧୯- କୋରାପୁଟ ଜିଲ୍ଲାରୁ –  ୯୧

୨୦- ମାଲକାନଗିରି : ୫୫

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୮୦

୨୨- ନବରଙ୍ଗପୁର ଜିଲ୍ଲାରେ: ୧୪

୨୩- ନୟାଗଡ଼ ଜିଲ୍ଲାରୁ –  ୧୪୭

୨୪- ନୂଆପଡ଼ା ଜିଲ୍ଲାରୁ –  ୮

୨୫- ପୁରୀ ଜିଲ୍ଲାରୁ –  ୪୦

୨୬- ରାୟଗଡ଼ା ଜିଲ୍ଲାରୁ –  ୧୨୦

୨୭- ସମ୍ବଲପୁର ଜିଲ୍ଲାରୁ –  ୫୩

୨୮- ସୋନପୁର ଜିଲ୍ଲାରୁ –  ୨୪

୨୯- ସୁନ୍ଦରଗଡ଼ ଜିଲ୍ଲାରୁ –  ୬୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୫୩୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୫ [+୬] ଜଣ ସକ୍ରୀୟ ଅଛନ୍ତି। ୩୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୨, ୨୪୮ [+୧୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୫ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୧, ୪୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୯୩୪ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୦ [+୫୧] ଜଣ ସକ୍ରୀୟ ଅଛନ୍ତି। ୫୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୧, ୬୮୬ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୪ [+୭୩] ଜଣ ସକ୍ରୀୟ ଅଛନ୍ତି। ୮୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୦୧୦ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୧ [+୬୬] ଜଣ ସକ୍ରୀୟ ଅଛନ୍ତି। ୬୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୪୮୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୩ [+୫୩] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୪, ୨୪୭ [+୧୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୯୨ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୨, ୯୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସକ୍ରୀୟ ଅଛନ୍ତି। ୯୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୯୫୯ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୩ [+୩୬] ଜଣ ସକ୍ରୀୟ ଅଛନ୍ତି। ୬୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୩୯୯ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୭ [+୪୨] ଜଣ ସକ୍ରୀୟ ଅଛନ୍ତି। ୧, ୯୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୫, ୨୫୬ [+୨୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୬୨ [+୨୪୩] ଜଣ ସକ୍ରୀୟ ଅଛନ୍ତି। ୧୨, ୯୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ [+୩]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୧୧୩ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୦ [+୨୬] ଜଣ ସକ୍ରୀୟ ଅଛନ୍ତି। ୮୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୨, ୨୧୫ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୭୫] ଜଣ ସକ୍ରୀୟ ଅଛନ୍ତି। ୧, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫୬୬ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୮୨୮ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୭ [+୨୧] ଜଣ ସକ୍ରୀୟ ଅଛନ୍ତି। ୪୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୧, ୫୬୦ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୭ [+୯୦] ଜଣ ସକ୍ରୀୟ ଅଛନ୍ତି। ୯୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୮୯୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୫ [+୭] ଜଣ ସକ୍ରୀୟ ଅଛନ୍ତି। ୬୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୨୮୨ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୧ [+୭୨] ଜଣ ସକ୍ରୀୟ ଅଛନ୍ତି। ୧, ୦୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୯, ୩୮୦ [+୪୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୨୩୫ [+୪୧୮] ଜଣ ସକ୍ରୀୟ ଅଛନ୍ତି। ୫, ୦୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୧, ୯୯୩ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୫ [+୯୧] ଜଣ ସକ୍ରୀୟ ଅଛନ୍ତି। ୧, ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୪୦୨ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୫ [+୫୪] ଜଣ ସକ୍ରୀୟ ଅଛନ୍ତି। ୮୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧, ୪୮୪ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୫ [+୮୦] ଜଣ ସକ୍ରୀୟ ଅଛନ୍ତି। ୮୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୫୨୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୨ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧, ୬୪୦ [+୧୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୪ [+୧୪୭] ଜଣ ସକ୍ରୀୟ ଅଛନ୍ତି। ୮୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୨୮୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧ [+୮] ଜଣ ସକ୍ରୀୟ ଅଛନ୍ତି। ୧୯୫ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୧, ୯୦୦ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୩ [+୪୦] ଜଣ ସକ୍ରୀୟ ଅଛନ୍ତି। ୧, ୧୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୨, ୩୪୬ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୪ [+୧୧୮] ଜଣ ସକ୍ରୀୟ ଅଛନ୍ତି। ୧, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧, ୫୩୪ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୬ [+୫୨] ଜଣ ସକ୍ରୀୟ ଅଛନ୍ତି। ୯୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩୬୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୨୪] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୩, ୩୨୨ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୦୬ [+୬୪] ଜଣ ସକ୍ରୀୟ ଅଛନ୍ତି। ୨, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.