Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୯, ଜୁଲାଇ

358

ଭୁବନେଶ୍ୱର ୧୯-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୭୪୩୭ କୁ ବୃଦ୍ଧି ପାଇଛି। ୨୫ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୮୧ ଚିହ୍ନଟ ହୋଇ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ନୂଆ ସୁସ୍ଥ ହୋଇଥିଲେ ୬୦୭ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୮୬୧୦୨। ମୋଟ ଆକ୍ରାନ୍ତ ୧୭୪୩୭ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୧୯୩୭ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ୫୩୮୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

-ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

୧- ଅନୁଗୁଳ ଜିଲ୍ଲାରୁ – ୨୨
୨- ବାଲେଶ୍ୱର ଜିଲ୍ଲାରୁ – ୩୩
୩- ବରଗଡ଼ ଜିଲ୍ଲାରୁ – ୩
୪- ଭଦ୍ରକ ଜିଲ୍ଲାରୁ – ୫
୫- ବଲାଙ୍ଗୀର ଜିଲ୍ଲା: ୪
୬- ବୌଦ୍ଦ ଜିଲ୍ଲାରୁ – ୮
୭- କଟକ ଜିଲ୍ଲାରୁ – ୨୭
୮- ଢେଙ୍କାନାଳ ଜିଲ୍ଲାରୁ – ୧
୯- ଗଜପତି ଜିଲ୍ଲାରୁ – ୩୯
୧୦- ଗଞ୍ଜାମ ଜିଲ୍ଲାରୁ – ୨୪୭
୧୧- ଜଗତସିଂହପୁର ଜିଲ୍ଲାରୁ – ୪୦
୧୨- ଯାଜପୁର ଜିଲ୍ଲାରୁ – ୪୦
୧୩- କଳାହାଣ୍ଡି ଜିଲ୍ଲାରୁ – ୨
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭
୧୫- ଖୋର୍ଦ୍ଧା ଜିଲ୍ଲାରୁ : ୧୦୭
୧୬- କେନ୍ଦୁଝର ଜିଲ୍ଲାରୁ – ୧
୧୭- କୋରାପୁଟ ଜିଲ୍ଲାରୁ – ୪୫
୧୮- ମାଲକାନଗିରି : ୧୮
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୧୨
୨୦- ନବରଙ୍ଗପୁର ଜିଲ୍ଲାରେ: ୧
୨୧- ନୟାଗଡ଼ ଜିଲ୍ଲାରୁ – ୧୦
୨୨- ପୁରୀ ଜିଲ୍ଲାରୁ – ୧୪
୨୩- ରାୟଗଡ଼ା ଜିଲ୍ଲାରୁ – ୮
୨୪- ସମ୍ବଲପୁର ଜିଲ୍ଲାରୁ – ୨୫
୨୫- ସୁନ୍ଦରଗଡ଼ ଜିଲ୍ଲାରୁ – ୧୭

ପୁଣି ଆଜି ରାଜ୍ୟରେ କରୋନା ନେଇଛି ୫ ମୁଣ୍ଡ ଏହା ଫଳରେ ମୃତ୍ୟୁ ସଂଖ୍ୟା ୯୧ କୁ ବୃଦ୍ଧି ପାଇଛି।
ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ଼ରୁ ଜଣେ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି।
ଅନ୍ୟ କରାଣରୁ ୨ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ ଏବଂ ଗଞ୍ଜାମ ଜିଲ୍ଲାରୁ ଜଣେ।
ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୫ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି

୧- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା।

୨- ଜଗତସିଂହପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ।

୪- ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ବ୍ରୋଙ୍କାଇଟିସରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ଅନ୍ୟ କାରଣରୁ ଦୁଇ କରୋନା ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- କ୍ରନିକ୍ କିଡନୀ ରୋଗର ସହିତ ବ୍ରାଡିକାର୍ଡିଆ, ହାଇପରକାଲେମିଆ ଏବଂ ମେଟାବୋଲିକ୍ ଏସିଡୋସିସ୍ କାରଣରୁ ଗଞ୍ଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ରୋଗୀଙ୍କ ମୃତ୍ୟୁ ହୋଇଛି।

୨- ଅନିୟନ୍ତ୍ରିତ ଡାଇବେଟିସ୍, ଆକ୍ୟୁଟ୍ କିଡନୀ ଆଘାତ ଏବଂ ମେଟାବୋଲିକ୍ ଏସିଡୋସିସ୍ କାରଣରୁ ଭୁବନେଶ୍ୱରର ଜଣେ ୮୩ ବର୍ଷ ବୟସ୍କ ପୁରୁଷରୋଗୀଙ୍କ ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲା ରେ ୧୮୮ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୬୯୧ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୪ [+୩୩] ଜଣ ସକ୍ରୀୟ ଅଛନ୍ତି। ୪୭୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨୪୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୩] ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩୨୨ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୫] ଜଣ ସକ୍ରୀୟ ଅଛନ୍ତି। ୨୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୮୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୪] ଜଣ ସକ୍ରୀୟ ଅଛନ୍ତି। ୨୪୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୭୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୮] ଜଣ ସକ୍ରୀୟ ଅଛନ୍ତି। ୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୨୧୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୫ [+୨୭] ଜଣ ସକ୍ରୀୟ ଅଛନ୍ତି। ୮୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧୨୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୧] ଜଣ ସକ୍ରୀୟ ଅଛନ୍ତି। ୯୦ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୭୦୩ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୬ [+୩୯] ଜଣ ସକ୍ରୀୟ ଅଛନ୍ତି। ୫୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୫, ୫୨୭ [+୨୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୧୫ [+୨୪୩] ଜଣ ସକ୍ରୀୟ ଅଛନ୍ତି। ୩, ୫୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୫୩୨ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୮ [+୩୯] ଜଣ ସକ୍ରୀୟ ଅଛନ୍ତି। ୩୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୯୯୩ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୨ [+୪୦] ଜଣ ସକ୍ରୀୟ ଅଛନ୍ତି। ୭୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ ଜଣ ସକ୍ରୀୟ ଅଛନ୍ତି। ୧୬୩ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୮୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୨] ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୨୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩୪୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୭] ଜଣ ସକ୍ରୀୟ ଅଛନ୍ତି। ୨୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩୯୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୧] ଜଣ ସକ୍ରୀୟ ଅଛନ୍ତି। ୩୧୧ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୯୭୨ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୨ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୧, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୭ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୨୭୦ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୦ [+୪୫] ଜଣ ସକ୍ରୀୟ ଅଛନ୍ତି। ୮୦ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୨୯୨ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୧୮] ଜଣ ସକ୍ରୀୟ ଅଛନ୍ତି। ୧୫୨ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୪୬୭ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୯୮ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧୫୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୨୭ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩୩୬ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୪୧୨ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୯୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୮] ଜଣ ସକ୍ରୀୟ ଅଛନ୍ତି। ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧୮୧ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୧୦୮ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୪୪ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୭୯୫ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୨ [+୧୬] ଜଣ ସକ୍ରୀୟ ଅଛନ୍ତି। ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.