Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୯, ଅଗଷ୍ଟ

268

ଭୁବନେଶ୍ୱର ୧୯-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୫୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୬୭୧୨୨ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୧୫୩୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୦୬୨୪୬୯। ମୋଟ ଆକ୍ରାନ୍ତ ୬୭୧୨୨ ହୋଇଥିବା ବେଳେ ମୋଟ ସୁସ୍ଥ ହଲେଣି ୪୫୩୧୪ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୧୩୮୩ ଜଣ।

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୭୨ କୁ ବୃଦ୍ଧି ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବରଗଡ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ଭଦ୍ରକ ଜିଲ୍ଲାର ଜଣେ ୩୦ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୩- ଭୁବନେଶ୍ୱରର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪- ଭୁବନେଶ୍ୱରର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୫- ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କା ମହିଳା।
୬- ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।
୭- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।
୮- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।
୯- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ କି କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ।
୧୦- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୫୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୨୦
୨- ବାଲେଶ୍ୱର ଜିଲ୍ଲାରୁ – ୧୫୦
୩- ବରଗଡ଼ ଜିଲ୍ଲାରୁ – ୬୭
୪- ଭଦ୍ରକ ଜିଲ୍ଲାରୁ – ୪୭
୫- ବଲାଙ୍ଗୀର ଜିଲ୍ଲାରୁ – ୧
୬- ବୌଦ୍ଦ ଜିଲ୍ଲାରୁ – ୧୬
୭- କଟକ ଜିଲ୍ଲାରୁ – ୨୨୨
୮- ଢେଙ୍କାନାଳ ଜିଲ୍ଲାରୁ – ୨୫
୯- ଗଜପତି ଜିଲ୍ଲାରୁ – ୩୬
୧୦- ଗଞ୍ଜାମ ଜିଲ୍ଲାରୁ – ୨୪୨
୧୧- ଜଗତସିଂହପୁର ଜିଲ୍ଲାରୁ – ୨୧
୧୨- ଯାଜପୁର ଜିଲ୍ଲାରୁ – ୯୫
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୧୮
୧୪- କଳାହାଣ୍ଡି ଜିଲ୍ଲାରୁ – ୪୨
୧୫- କନ୍ଧମାଳ ଜିଲ୍ଲାରୁ – ୩୦
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୦
୧୭- କେନ୍ଦୁଝର ଜିଲ୍ଲାରୁ – ୫୩
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୪୬୬
୧୯- କୋରାପୁଟ ଜିଲ୍ଲାରୁ – ୯୨
୨୦- ମାଲକାନଗିରି : ୭୩
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୧୧୭
୨୨- ନବରଙ୍ଗପୁର ଜିଲ୍ଲାରେ: ୩୬
୨୩- ନୟାଗଡ଼ ଜିଲ୍ଲାରୁ – ୧୧
୨୪- ନୂଆପଡ଼ା ଜିଲ୍ଲାରୁ – ୬
୨୫- ପୁରୀ ଜିଲ୍ଲାରୁ – ୨୩୫
୨୬- ରାୟଗଡ଼ା ଜିଲ୍ଲାରୁ – ୨୧୧
୨୭- ସମ୍ବଲପୁର ଜିଲ୍ଲାରୁ – ୬୬
୨୮- ସୋନପୁର ଜିଲ୍ଲାରୁ – ୨୬
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୫୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୫୫୬ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୫ [+୨୦] ଜଣ ସକ୍ରୀୟ ଅଛନ୍ତି। ୩୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୨, ୩୯୮ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୩ [+୧୫୦] ଜଣ ସକ୍ରୀୟ ଅଛନ୍ତି। ୧, ୪୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧, ୦୦୧ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୬ [+୬୬] ଜଣ ସକ୍ରୀୟ ଅଛନ୍ତି। ୬୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୧, ୭୩୩ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୮ [+୪୬] ଜଣ ସକ୍ରୀୟ ଅଛନ୍ତି। ୯୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୧, ୦୧୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୫ [+୧] ଜଣ ସକ୍ରୀୟ ଅଛନ୍ତି। ୬୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୪୯୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୨ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୦୬ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୪, ୪୬୯ [+୨୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୩୦ [+୨୨୨] ଜଣ ସକ୍ରୀୟ ଅଛନ୍ତି। ୩, ୦୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସକ୍ରୀୟ ଅଛନ୍ତି। ୯୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୯୮୪ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୬୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୪୩୫ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୬ [+୩୬] ଜଣ ସକ୍ରୀୟ ଅଛନ୍ତି। ୧, ୯୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୫, ୪୯୮ [+୨୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୪୪ [+୨୩୮] ଜଣ ସକ୍ରୀୟ ଅଛନ୍ତି। ୧୩, ୦୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୨ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୧୩୪ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୫ [+୨୧] ଜଣ ସକ୍ରୀୟ ଅଛନ୍ତି। ୮୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୨, ୩୧୦ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୭ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୬୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୫୮୪ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୯ [+୧୮] ଜଣ ସକ୍ରୀୟ ଅଛନ୍ତି। ୪୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୮୭୦ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୨ [+୪୨] ଜଣ ସକ୍ରୀୟ ଅଛନ୍ତି। ୫୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୫୯୦ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୨ [+୩୦] ଜଣ ସକ୍ରୀୟ ଅଛନ୍ତି। ୧, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୯୦୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୫ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୩୩୫ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୭ [+୫୩] ଜଣ ସକ୍ରୀୟ ଅଛନ୍ତି। ୧, ୦୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୯, ୮୪୬ [+୪୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୪୧୨ [+୪୬୪] ଜଣ ସକ୍ରୀୟ ଅଛନ୍ତି। ୫, ୩୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨, ୦୮୫ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୪ [+୯୨] ଜଣ ସକ୍ରୀୟ ଅଛନ୍ତି। ୧, ୨୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୪୭୫ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୦ [+୭୩] ଜଣ ସକ୍ରୀୟ ଅଛନ୍ତି। ୯୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧, ୬୦୧ [+୧୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୫ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୫୬୨ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୫ [+୩୬] ଜଣ ସକ୍ରୀୟ ଅଛନ୍ତି। ୩୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୬୫୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୯୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୨୯୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୬] ଜଣ ସକ୍ରୀୟ ଅଛନ୍ତି। ୧୯୭ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨, ୧୩୫ [+୨୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୨ [+୨୩୫] ଜଣ ସକ୍ରୀୟ ଅଛନ୍ତି। ୧, ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨, ୫୫୭ [+୨୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୧୧ [+୨୧୧] ଜଣ ସକ୍ରୀୟ ଅଛନ୍ତି। ୧, ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୬୦୦ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୨ [+୬୬] ଜଣ ସକ୍ରୀୟ ଅଛନ୍ତି। ୧, ୦୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୩୯୩ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୧୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୩, ୪୭୭ [+୧୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୮୧ [+୧୫୩] ଜଣ ସକ୍ରୀୟ ଅଛନ୍ତି। ୨, ୨୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.