Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୧, ଅଗଷ୍ଟ

193

ଭୁବନେଶ୍ୱର ୧-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୩୪୭୯ କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗତକାଲି ସୁସ୍ଥ ହୋଇଥିଲେ ୭୭୨ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୨୮୭୦୮। ମୋଟ ଆକ୍ରାନ୍ତ ୩୩୪୭୯। ମୋଟ ସୁସ୍ଥ ହେଲେଣି ୨୦୫୧୭ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୨୭୩୭ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୮୭ କୁ ବୃଦ୍ଧି ପାଇଛି।

ଗଞ୍ଜାମରୁ ୫ ଜଣ, ଖୋର୍ଦ୍ଧାରୁ ୩ ଜଣ, ଗଜପତି ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।
୧- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।
୩- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ମଧୁମେହରେ ପୀଡିତ ଥିଲେ।
୪- ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୫- ସୁନ୍ଦରଗଡ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।
୬- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୭- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୮- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୯- ଖୋର୍ଦ୍ଧା ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ମଧୁମେହରେ ପୀଡିତ ଥିଲେ।
୧୦- ଗଜପତି ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୫
୨- ବାଲେଶ୍ୱର ଜିଲ୍ଲାରୁ – ୨୯
୩- ବରଗଡ଼ ଜିଲ୍ଲାରୁ – ୧୩
୪- ଭଦ୍ରକ ଜିଲ୍ଲାରୁ – ୨୦
୫- ବଲାଙ୍ଗୀର ଜିଲ୍ଲାରୁ – ୩୮
୬- ବୌଦ୍ଦ ଜିଲ୍ଲାରୁ – ୯
୭- କଟକ ଜିଲ୍ଲାରୁ – ୫୪
୮- ଢେଙ୍କାନାଳ ଜିଲ୍ଲାରୁ – ୪୯
୯- ଗଜପତି ଜିଲ୍ଲାରୁ – ୧୦୮
୧୦- ଗଞ୍ଜାମ ଜିଲ୍ଲାରୁ – ୩୦୮
୧୧- ଜଗତସିଂହପୁର ଜିଲ୍ଲାରୁ – ୧୯
୧୨- ଯାଜପୁର ଜିଲ୍ଲାରୁ – ୪୪
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୭
୧୪- କଳାହାଣ୍ଡି ଜିଲ୍ଲାରୁ – ୩୦
୧୫- କନ୍ଧମାଳ ଜିଲ୍ଲାରୁ – ୪୫
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫
୧୭- କେନ୍ଦୁଝର ଜିଲ୍ଲାରୁ – ୩୧
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୮୫
୧୯- କୋରାପୁଟ ଜିଲ୍ଲାରୁ – ୪୬
୨୦- ମାଲକାନଗିରି : ୩୦
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୯
୨୨- ନବରଙ୍ଗପୁର ଜିଲ୍ଲାରେ: ୯
୨୩- ନୟାଗଡ଼ ଜିଲ୍ଲାରୁ – ୩୩
୨୪- ନୂଆପଡ଼ା ଜିଲ୍ଲାରୁ – ୫
୨୫- ପୁରୀ ଜିଲ୍ଲାରୁ – ୫୦
୨୬- ରାୟଗଡ଼ା ଜିଲ୍ଲାରୁ – ୧୬୪
୨୭- ସମ୍ବଲପୁର ଜିଲ୍ଲାରୁ – ୩୯
୨୮- ସୋନପୁର ଜିଲ୍ଲାରୁ – ୬
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୬୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୩୪୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୨ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୦୦୦ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୭ [+୨୯] ଜଣ ସକ୍ରୀୟ ଅଛନ୍ତି। ୭୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୪୨୫ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬୨୬ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୪୬୩ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୫ [+୩୮] ଜଣ ସକ୍ରୀୟ ଅଛନ୍ତି। ୨୯୮ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୧୪୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୯] ଜଣ ସକ୍ରୀୟ ଅଛନ୍ତି। ୮୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୨, ୧୨୫ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୪ [+୫୪] ଜଣ ସକ୍ରୀୟ ଅଛନ୍ତି। ୧, ୩୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ ଜଣ ସକ୍ରୀୟ ଅଛନ୍ତି। ୬୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩୪୫ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୪୯] ଜଣ ସକ୍ରୀୟ ଅଛନ୍ତି। ୧୩୮ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୧, ୫୧୦ [+୧୦୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୬ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୮୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୦, ୬୭୨ [+୩୦୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୨୫ [+୩୦୩] ଜଣ ସକ୍ରୀୟ ଅଛନ୍ତି। ୭, ୩୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୯ [+୫]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୭୨୯ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୧୯] ଜଣ ସକ୍ରୀୟ ଅଛନ୍ତି। ୫୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୨୮୮ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୦ [+୪୪] ଜଣ ସକ୍ରୀୟ ଅଛନ୍ତି। ୧, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୧୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୭] ଜଣ ସକ୍ରୀୟ ଅଛନ୍ତି। ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୩୭ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୩୦] ଜଣ ସକ୍ରୀୟ ଅଛନ୍ତି। ୧୦୪ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୫୭୨ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୭ [+୪୫] ଜଣ ସକ୍ରୀୟ ଅଛନ୍ତି। ୩୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୪୯୨ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୧୫] ଜଣ ସକ୍ରୀୟ ଅଛନ୍ତି। ୩୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୭୮୮ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୩ [+୩୧] ଜଣ ସକ୍ରୀୟ ଅଛନ୍ତି। ୫୬୩ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪, ୪୮୫ [+୨୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୯୭ [+୨୮୨] ଜଣ ସକ୍ରୀୟ ଅଛନ୍ତି। ୧, ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୮୧୭ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୫ [+୪୬] ଜଣ ସକ୍ରୀୟ ଅଛନ୍ତି। ୨୬୨ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୫୬୬ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୪ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୬୯୧ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୩ [+୩୯] ଜଣ ସକ୍ରୀୟ ଅଛନ୍ତି। ୪୬୬ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୭୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୯] ଜଣ ସକ୍ରୀୟ ଅଛନ୍ତି। ୧୭୪ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୬୫୬ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୪ [+୩୨] ଜଣ ସକ୍ରୀୟ ଅଛନ୍ତି। ୩୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୪୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୫] ଜଣ ସକ୍ରୀୟ ଅଛନ୍ତି। ୧୦୩ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୮୦୩ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୧ [+୫୦] ଜଣ ସକ୍ରୀୟ ଅଛନ୍ତି। ୩୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୮୯୭ [+୧୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୦ [+୧୬୪] ଜଣ ସକ୍ରୀୟ ଅଛନ୍ତି। ୪୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୪୩୭ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୩ [+୩୯] ଜଣ ସକ୍ରୀୟ ଅଛନ୍ତି। ୧୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୯୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୬] ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧, ୪୩୫ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୭ [+୬୧] ଜଣ ସକ୍ରୀୟ ଅଛନ୍ତି। ୮୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.