Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୦, ଜୁଲାଇ

303

ଭୁବନେଶ୍ୱର ୨୦-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୮୧୧୦ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ସ୍ଥାନୀୟ ଅଞ୍ଚଳରୁ୨୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୫୧୫ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୯୩୬୦୨। ରାଜ୍ୟରେ ମୋଟ ଆକ୍ରାନ୍ତ ୧୮୧୧୦ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୨୪୫୨ ଝଣ ଏବଂ ରାଜ୍ୟରେ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୫୫୩୩ ଜଣ।

ଆଜି ପୁଣି କରୋନା ନେଇଛି ୬ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ଗଞ୍ଜାମରୁ ୪ ଜଣ, ନୟାଗଡ଼ରୁ ଜଣେ ଏବଂ ଗଜପତିରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୨- ଗଞ୍ଜାମ/ନୟାଗଡ଼ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।
୩- ଗଜପତି ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୪- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୫- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ।
୬- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ
୧- ଅନୁଗୁଳ ଜିଲ୍ଲାରୁ – ୪
୨- ବାଲେଶ୍ୱର ଜିଲ୍ଲାରୁ – ୧୩
୩- ବରଗଡ଼ ଜିଲ୍ଲାରୁ – ୨୨
୪- ଭଦ୍ରକ ଜିଲ୍ଲାରୁ – ୫୮
୫- କଟକ ଜିଲ୍ଲାରୁ – ୩୨
୬- ଢେଙ୍କାନାଳ ଜିଲ୍ଲାରୁ – ୧୦
୭- ଗଜପତି ଜିଲ୍ଲାରୁ – ୧୫
୮- ଗଞ୍ଜାମ ଜିଲ୍ଲାରୁ – ୨୩୯
୯- ଜଗତସିଂହପୁର ଜିଲ୍ଲାରୁ – ୩୬
୧୦- ଯାଜପୁର ଜିଲ୍ଲାରୁ – ୨୮
୧୧- ଝାରସୁଗୁଡ଼ା ଜିଲ୍ଲାରୁ – ୧୪
୧୨- କନ୍ଧମାଳ ଜିଲ୍ଲାରୁ – ୪୪
୧୩- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪
୧୪- ଖୋର୍ଦ୍ଧା : ୫୮
୧୫- କେନ୍ଦୁଝର ଜିଲ୍ଲାରୁ – ୨୪
୧୬- କୋରାପୁଟ ଜିଲ୍ଲାରୁ – ୪୧
୧୭- ମାଲକାନଗିରି : ୪
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୧
୧୯- ନୟାଗଡ଼ ଜିଲ୍ଲାରୁ – ୪
୨୦- ପୁରୀ ଜିଲ୍ଲାରୁ – ୪
୨୧- ସମ୍ବଲପୁର ଜିଲ୍ଲାରୁ – ୩
୨୨- ସୋନପୁର ଜିଲ୍ଲାରୁ – ୪
୨୩- ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲାରେ ୧୯୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୪] ଜଣ ସକ୍ରୀୟ ଅଛନ୍ତି। ୧୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୭୦୪ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୨ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୯୦ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୨୬୯ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୩୮୦ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୫୮] ଜଣ ସକ୍ରୀୟ ଅଛନ୍ତି। ୨୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୮୬ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସକ୍ରୀୟ ଅଛନ୍ତି। ୨୫୪ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସକ୍ରୀୟ ଅଛନ୍ତି। ୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୧, ୨୪୩ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୯ [+୩୨] ଜଣ ସକ୍ରୀୟ ଅଛନ୍ତି। ୯୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧୩୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୧୦] ଜଣ ସକ୍ରୀୟ ଅଛନ୍ତି। ୯୦ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୭୧୮ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୧୪] ଜଣ ସକ୍ରୀୟ ଅଛନ୍ତି। ୫୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୫, ୭୬୬ [+୨୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୫୦ [+୨୩୪] ଜଣ ସକ୍ରୀୟ ଅଛନ୍ତି। ୩, ୭୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୫୬୮ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୬ [+୩୬] ଜଣ ସକ୍ରୀୟ ଅଛନ୍ତି। ୩୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୦୨୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୦ [+୨୮] ଜଣ ସକ୍ରୀୟ ଅଛନ୍ତି। ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୬ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୭୬ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୮୭ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୨୫୦ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୪୪] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୩୪୨ [-୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୪] ଜଣ ସକ୍ରୀୟ ଅଛନ୍ତି। ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୪୧୪ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୩୧ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୨, ୦୩୦ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୦ [+୫୮] ଜଣ ସକ୍ରୀୟ ଅଛନ୍ତି। ୧, ୧୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୭ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୩୧୧ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୬ [+୪୧] ଜଣ ସକ୍ରୀୟ ଅଛନ୍ତି। ୮୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୨୯୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୪] ଜଣ ସକ୍ରୀୟ ଅଛନ୍ତି। ୧୫୨ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୪୬୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୧] ଜଣ ସକ୍ରୀୟ ଅଛନ୍ତି। ୩୦୭ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୧୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସକ୍ରୀୟ ଅଛନ୍ତି। ୧୨୭ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୩୪୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୪୧୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୪] ଜଣ ସକ୍ରୀୟ ଅଛନ୍ତି। ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ ଜଣ ସକ୍ରୀୟ ଅଛନ୍ତି। ୧୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧୮୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୩] ଜଣ ସକ୍ରୀୟ ଅଛନ୍ତି। ୧୦୮ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୫୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୪] ଜଣ ସକ୍ରୀୟ ଅଛନ୍ତି। ୪୪ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୮୦୬ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.