Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୨, ଜୁଲାଇ

241

ଭୁବନେଶ୍ୱର ୨୨-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୦୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୯୮୩୫ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୭୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ସୁସ୍ଥ ହୋଇଥିଲେ ୪୦୦ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୧୦୯୨୧। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୩୫ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୩୩୦୯ ଝଣ ଏବଂ ସକ୍ରୀୟ ଆକ୍ରାନ୍ତ ୬୩୮୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ
ରାଜ୍ୟରେ ପୁଣି କରୋନା ନେଇଛି ୫ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୦୮ କୁ ବୃଦ୍ଧି ପାଇଛି।

କନ୍ଧମାଳରୁ ଜଣେ, ଗଜପତିରୁ ଜଣେ ଏବଂ ଗଞ୍ଜାମରୁ ୩ ଜଣଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତକଙ୍କ ସଂଖ୍ୟା ୩୧ କୁ ବୃଦ୍ଧି ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ପାଞ୍ଚ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି

୧- ଗଜପତି ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ହାଇଡ୍ରୋନେଫ୍ରୋସିସ୍ ରୋଗରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କନ୍ଧମାଳ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

ଅନ୍ୟ କାରଣରୁ ଜଣେ କୋଭିଡ୍ ପଜିଟିଭ୍ ରୋଗୀର ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟୋ ରେନାଲ୍ ସିଣ୍ଡ୍ରୋମରେ ପୀଡିତ ଥିଲେ, କ୍ରୋନିକ୍ ଲିଭର ରୋଗ ହେତୁ ତାଙ୍କର ଦେହାନ୍ତ ହୋଇଛି।

– ଜାଣନ୍ତୁ କେଉଁ ଜିଲ୍ଲାରୁ –  କେତେ

୧- ଅନୁଗୁଳ ଜିଲ୍ଲାରୁ –  ୧

୨- ବାଲେଶ୍ୱର ଜିଲ୍ଲାରୁ –  ୧୦

୩- ବରଗଡ଼ ଜିଲ୍ଲାରୁ –  ୨୬

୪- ଭଦ୍ରକ ଜିଲ୍ଲାରୁ –  ୧

୫- ବଲାଙ୍ଗୀର ଜିଲ୍ଲାରୁ –  ୬

୬- ବୌଦ୍ଦ ଜିଲ୍ଲାରୁ –  ୩

୭- କଟକ ଜିଲ୍ଲାରୁ –  ୫୭

୮- ଢେଙ୍କାନାଳ ଜିଲ୍ଲାରୁ –  ୨

୯- ଗଜପତି ଜିଲ୍ଲାରୁ –  ୨୪

୧୦- ଗଞ୍ଜାମ ଜିଲ୍ଲାରୁ –  ୩୭୧

୧୧- ଜଗତସିଂହପୁର ଜିଲ୍ଲାରୁ –  ୩୫

୧୨- ଯାଜପୁର ଜିଲ୍ଲାରୁ –  ୨୦

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୩୪

୧୪- କଳାହାଣ୍ଡି ଜିଲ୍ଲାରୁ –  ୧୫

୧୫- କନ୍ଧମାଳ ଜିଲ୍ଲାରୁ –  ୧୩

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୪

୧୭- କେନ୍ଦୁଝର ଜିଲ୍ଲାରୁ –  ୧୬

୧୮- ଖୋର୍ଦ୍ଧା : ୧୨୧

୧୯- କୋରାପୁଟ ଜିଲ୍ଲାରୁ –  ୧୫

୨୦- ମାଲକାନଗିରି : ୬୬

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୧୩

୨୨- ନବରଙ୍ଗପୁର ଜିଲ୍ଲାରେ: ୧୭

୨୩- ନୟାଗଡ଼ ଜିଲ୍ଲାରୁ –  ୫

୨୪- ପୁରୀ ଜିଲ୍ଲାରୁ –  ୨୮

୨୫- ରାୟଗଡ଼ା ଜିଲ୍ଲାରୁ –  ୯୬

୨୬- ସମ୍ବଲପୁର ଜିଲ୍ଲାରୁ –  ୨୦

୨୭- ସୋନପୁର ଜିଲ୍ଲାରୁ –  ୧୦

୨୮- ସୁନ୍ଦରଗଡ଼ ଜିଲ୍ଲାରୁ –  ୨୯

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୨୩୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୭୫୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୫ [+୧୦] ଜଣ ସକ୍ରୀୟ ଅଛନ୍ତି। ୫୦୭ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨୯୯ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୨୬] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩୯୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୧] ଜଣ ସକ୍ରୀୟ ଅଛନ୍ତି। ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୯୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୬] ଜଣ ସକ୍ରୀୟ ଅଛନ୍ତି। ୨୫୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୮୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୩] ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୩୮୪ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୭ [+୫୭] ଜଣ ସକ୍ରୀୟ ଅଛନ୍ତି। ୧, ୦୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧୪୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୨] ଜଣ ସକ୍ରୀୟ ଅଛନ୍ତି। ୯୧ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୭୪୨ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୨୩] ଜଣ ସକ୍ରୀୟ ଅଛନ୍ତି। ୫୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୬, ୩୬୨ [+୩୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୮୭ [+୩୬୭] ଜଣ ସକ୍ରୀୟ ଅଛନ୍ତି। ୪, ୦୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୧୦ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୧ [+୩୫] ଜଣ ସକ୍ରୀୟ ଅଛନ୍ତି। ୩୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୦୪୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୫ [+୨୦] ଜଣ ସକ୍ରୀୟ ଅଛନ୍ତି। ୮୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨୬୦ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୧୮୨ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୧୦୨ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୨୬୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩୮୯ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪୩୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୫୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨, ୨୧୯ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫୦ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୧, ୨୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୭ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୩୫୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୭ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୩୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୩୭୨ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୧ [+୬୬] ଜଣ ସକ୍ରୀୟ ଅଛନ୍ତି। ୧୬୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୪୮୪ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୩୧ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧୭୬ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୩୦ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩୪୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୫] ଜଣ ସକ୍ରୀୟ ଅଛନ୍ତି। ୨୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୪୪୪ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୬ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୩୩୮ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୭ [+୯୬] ଜଣ ସକ୍ରୀୟ ଅଛନ୍ତି। ୧୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨୧୪ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୨ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୧୨ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୬୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୧୦] ଜଣ ସକ୍ରୀୟ ଅଛନ୍ତି। ୪୯ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୮୫୭ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୧ [+୨୯] ଜଣ ସକ୍ରୀୟ ଅଛନ୍ତି। ୭୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.