Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୧, ଅଗଷ୍ଟ

276

ଭୁବନେଶ୍ୱର ୨୧-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୭୨,୭୧୮ କୁ ବୃଦ୍ଧି ପାଇଛି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୬୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୧୬୪୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୧, ୭୨, ୪୨୬। ମୋଟ ସୁସ୍ଥ ହେଲେଣି ୪୮୫୭୬ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୩୬୯୯ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୯୦ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଅନୁଗୁଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଅନୁଗୁଳ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୫୮ ବର୍ଷ ବୟସ୍କା ମହିଳା।

୪- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା।

୬- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ମଧୁମେହରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- କୋରାପୁଟ ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କା ମହିଳା।

୯- ନୟାଗଡ଼ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ।

୧୦- ସୋନପୁର ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୨୯
୨- ବାଲେଶ୍ୱର ଜିଲ୍ଲାରୁ – ୧୦୨
୩- ବରଗଡ଼ ଜିଲ୍ଲାରୁ – ୫୬
୪- ଭଦ୍ରକ ଜିଲ୍ଲାରୁ – ୮୯
୫- ବଲାଙ୍ଗୀର ଜିଲ୍ଲାରୁ – ୭୧
୬- ବୌଦ୍ଦ ଜିଲ୍ଲାରୁ – ୧୧
୭- କଟକ ଜିଲ୍ଲାରୁ – ୨୦୭
୮- ଦେବଗଡ଼ ଜିଲ୍ଲାରୁ – ୨
୯- ଢେଙ୍କାନାଳ ଜିଲ୍ଲାରୁ – ୨୭
୧୦- ଗଜପତି ଜିଲ୍ଲାରୁ – ୫୮
୧୧- ଗଞ୍ଜାମ ଜିଲ୍ଲାରୁ – ୧୬୨
୧୨- ଜଗତସିଂହପୁର ଜିଲ୍ଲାରୁ – ୨୧
୧୩- ଯାଜପୁର ଜିଲ୍ଲାରୁ – ୮୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୭୨
୧୫- କଳାହାଣ୍ଡି ଜିଲ୍ଲାରୁ – ୪୯
୧୬- କନ୍ଧମାଳ ଜିଲ୍ଲାରୁ – ୮୧
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮୯
୧୮- କେନ୍ଦୁଝର ଜିଲ୍ଲାରୁ – ୨୧
୧୯- – ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୪୭୫
୨୦- କୋରାପୁଟ ଜିଲ୍ଲାରୁ – ୧୪୬
୨୧- ମାଲକାନଗିରି : ୮୧
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୨୮
୨୩- ନବରଙ୍ଗପୁର ଜିଲ୍ଲାରେ: ୯୧
୨୪- ନୟାଗଡ଼ ଜିଲ୍ଲାରୁ – ୯୪
୨୫- ନୂଆପଡ଼ା ଜିଲ୍ଲାରୁ – ୩
୨୬- ପୁରୀ ଜିଲ୍ଲାରୁ – ୮୭
୨୭- ରାୟଗଡ଼ା ଜିଲ୍ଲାରୁ – ୧୫୪
୨୮- ସମ୍ବଲପୁର ଜିଲ୍ଲାରୁ – ୭୮
୨୯- ସୋନପୁର ଜିଲ୍ଲାରୁ – ୩୧
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୩

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୬୦୧ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୨, ୬୪୦ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୫୮ [+୧୦୨] ଜଣ ସକ୍ରୀୟ ଅଛନ୍ତି। ୧, ୫୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧, ୦୬୬ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୨ [+୫୬] ଜଣ ସକ୍ରୀୟ ଅଛନ୍ତି। ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୧, ୯୨୯ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୮ [+୮୯] ଜଣ ସକ୍ରୀୟ ଅଛନ୍ତି। ୯୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୨୫୫ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୨ [+୭୧] ଜଣ ସକ୍ରୀୟ ଅଛନ୍ତି। ୬୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୫୧୦ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୧୮ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୪, ୯୧୭ [+୨୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୦୪ [+୨୦୭] ଜଣ ସକ୍ରୀୟ ଅଛନ୍ତି। ୩, ୧୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୪୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୨] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୦୫୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୫ [+୨୭] ଜଣ ସକ୍ରୀୟ ଅଛନ୍ତି। ୭୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୫୪୬ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୫ [+୫୮] ଜଣ ସକ୍ରୀୟ ଅଛନ୍ତି। ୨, ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୫, ୮୮୬ [+୧୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୩୫ [+୧୫୮] ଜଣ ସକ୍ରୀୟ ଅଛନ୍ତି। ୧୩, ୭୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୦ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୨୩୯ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୪ [+୨୧] ଜଣ ସକ୍ରୀୟ ଅଛନ୍ତି। ୯୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୨, ୪୫୯ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ [+୮୦] ଜଣ ସକ୍ରୀୟ ଅଛନ୍ତି। ୧, ୭୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୭୦୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୭୨] ଜଣ ସକ୍ରୀୟ ଅଛନ୍ତି। ୪୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୯୯୫ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୮ [+୪୯] ଜଣ ସକ୍ରୀୟ ଅଛନ୍ତି। ୫୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୧, ୭୩୪ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୧ [+୮୧] ଜଣ ସକ୍ରୀୟ ଅଛନ୍ତି। ୧, ୦୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧, ୦୫୧ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୨ [+୮୯] ଜଣ ସକ୍ରୀୟ ଅଛନ୍ତି। ୭୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୩୯୧ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୭ [+୨୧] ଜଣ ସକ୍ରୀୟ ଅଛନ୍ତି। ୧, ୧୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୦, ୮୪୫ [+୪୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୭୮୬ [+୪୭୩] ଜଣ ସକ୍ରୀୟ ଅଛନ୍ତି। ୫, ୯୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୨, ୩୬୩ [+୧୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୯ [+୧୪୫] ଜଣ ସକ୍ରୀୟ ଅଛନ୍ତି। ୧, ୩୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୬୧୨ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୫ [+୮୧] ଜଣ ସକ୍ରୀୟ ଅଛନ୍ତି। ୧, ୦୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧, ୭୮୨ [+୧୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୫ [+୧୨୮] ଜଣ ସକ୍ରୀୟ ଅଛନ୍ତି। ୯୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୬୯୦ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୪ [+୯୧] ଜଣ ସକ୍ରୀୟ ଅଛନ୍ତି। ୪୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧, ୯୭୭ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫୪ [+୯୩] ଜଣ ସକ୍ରୀୟ ଅଛନ୍ତି। ୧, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩୦୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୩] ଜଣ ସକ୍ରୀୟ ଅଛନ୍ତି। ୨୬୫ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୨, ୩୨୬ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୬ [+୮୭] ଜଣ ସକ୍ରୀୟ ଅଛନ୍ତି। ୧, ୩୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୨, ୮୧୬ [+୧୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୦ [+୧୫୪] ଜଣ ସକ୍ରୀୟ ଅଛନ୍ତି। ୧, ୪୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧, ୭୫୫ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୩ [+୭୮] ଜଣ ସକ୍ରୀୟ ଅଛନ୍ତି। ୧, ୦୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪୪୭ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୭ [+୩୦] ଜଣ ସକ୍ରୀୟ ଅଛନ୍ତି। ୧୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୩, ୬୮୧ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୫୩ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୨, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.