Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୩, ଅଗଷ୍ଟ

275

ଭୁବନେଶ୍ୱର ୨୩-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୯୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୭୮୫୩୦କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୧୭୭୩ ଜଣ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୩୦୨୭୧୧। ମୋଟ ଆକ୍ରାନ୍ତ ୭୮୫୩୦ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୫୨୨୭୬ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୫୭୯୨ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୦୯ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ ଜଣ, ଗଜପତିଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବଲାଙ୍ଗୀର ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୮୭ ବର୍ଷ ବୟସ୍କା ମହିଳା ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲ୍ମୋନାରି ରୋଗ, ଉଚ୍ଚ ରକ୍ତଚାପ, ପୁରୁଣା ସେରେବ୍ରୋ ଭାସୁଲାର୍ ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୩- କଟକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ହାଇପୋଥାଇରଏଡିଜିମ୍, କ୍ରନିକ୍ କିଡନୀ ରୋଗ ଏବଂ ପୁରୁଣା ସେରେବ୍ରୋ ଭାସୁଲାର୍ ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୪- ଗଜପତି ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ।

୭- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଅସୁସ୍ଥ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୮- ନୟାଗଡ଼ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୯- ରାୟଗଡା ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୧୦- ରାୟଗଡା ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୯୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୨୧

୨- ବାଲେଶ୍ୱର ଜିଲ୍ଲାରୁ –  ୧୧୫

୩- ବରଗଡ଼ ଜିଲ୍ଲାରୁ –  ୯୮

୪- ଭଦ୍ରକ ଜିଲ୍ଲାରୁ –  ୯୨

୫- ବଲାଙ୍ଗୀର ଜିଲ୍ଲାରୁ –  ୬୨

୬- ବୌଦ୍ଦ ଜିଲ୍ଲାରୁ –  ୯

୭- କଟକ ଜିଲ୍ଲାରୁ –  ୧୫୮

୮- ଦେବଗଡ଼ ଜିଲ୍ଲାରୁ –  ୯

୯- ଢେଙ୍କାନାଳ ଜିଲ୍ଲାରୁ –  ୬୦

୧୦- ଗଜପତି ଜିଲ୍ଲାରୁ –  ୪୩

୧୧- ଗଞ୍ଜାମ ଜିଲ୍ଲାରୁ –  ୨୭୧

୧୨- ଜଗତସିଂହପୁର ଜିଲ୍ଲାରୁ –  ୪୬

୧୩- ଯାଜପୁର ଜିଲ୍ଲାରୁ –  ୧୨୧

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୪୩

୧୫- କଳାହାଣ୍ଡି ଜିଲ୍ଲାରୁ –  ୩୬

୧୬- କନ୍ଧମାଳ ଜିଲ୍ଲାରୁ –  ୫୮

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୩

୧୮- କେନ୍ଦୁଝର ଜିଲ୍ଲାରୁ –  ୬୩

୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ –୬୦୬

୨୦- କୋରାପୁଟ ଜିଲ୍ଲାରୁ –  ୯୫

୨୧- ମାଲକାନଗିରି : ୮୫

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୨୦

୨୩- ନବରଙ୍ଗପୁର ଜିଲ୍ଲାରେ: ୬୮

୨୪- ନୟାଗଡ଼ ଜିଲ୍ଲାରୁ –  ୧୫୩

୨୫- ନୂଆପଡ଼ା ଜିଲ୍ଲାରୁ –  ୧୧

୨୬- ପୁରୀ ଜିଲ୍ଲାରୁ –  ୧୫୬

୨୭- ରାୟଗଡ଼ା ଜିଲ୍ଲାରୁ –  ୧୩୭

୨୮- ସମ୍ବଲପୁର ଜିଲ୍ଲାରୁ –  ୧୦୪

୨୯- ସୋନପୁର ଜିଲ୍ଲାରୁ –  ୪୦

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୭୦

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୬୪୫ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୯ [+୨୧] ଜଣ ସକ୍ରୀୟ ଅଛନ୍ତି। ୪୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୨, ୮୬୦ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୫୦ [+୧୧୫] ଜଣ ସକ୍ରୀୟ ଅଛନ୍ତି। ୧, ୬୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧, ୩୦୦ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୨ [+୯୮] ଜଣ ସକ୍ରୀୟ ଅଛନ୍ତି। ୭୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨, ୦୯୮ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୫୪ [+୯୨] ଜଣ ସକ୍ରୀୟ ଅଛନ୍ତି। ୧, ୦୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୧, ୩୭୩ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୭ [+୬୧] ଜଣ ସକ୍ରୀୟ ଅଛନ୍ତି। ୭୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୫୨୫ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୯ [+୯] ଜଣ ସକ୍ରୀୟ ଅଛନ୍ତି। ୨୨୬ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୫, ୩୩୨ [+୧୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୮୯ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୫୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୯] ଜଣ ସକ୍ରୀୟ ଅଛନ୍ତି। ୧୧୮ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧, ୨୧୫ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୦ [+୬୦] ଜଣ ସକ୍ରୀୟ ଅଛନ୍ତି। ୮୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୬୫୧ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୫ [+୪୨] ଜଣ ସକ୍ରୀୟ ଅଛନ୍ତି। ୨, ୨୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୬, ୩୪୯ [+୨୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୮୮ [+୨୬୮] ଜଣ ସକ୍ରୀୟ ଅଛନ୍ତି। ୧୪, ୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ [+୩]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୩୩୩ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୩ [+୪୬] ଜଣ ସକ୍ରୀୟ ଅଛନ୍ତି। ୯୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୨, ୭୦୦ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୮ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୧, ୯୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୮୧୧ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୩ [+୪୩] ଜଣ ସକ୍ରୀୟ ଅଛନ୍ତି। ୫୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧, ୦୮୬ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୬ [+୩୬] ଜଣ ସକ୍ରୀୟ ଅଛନ୍ତି। ୬୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୮୩୬ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୫୮] ଜଣ ସକ୍ରୀୟ ଅଛନ୍ତି। ୧, ୨୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧, ୧୫୬ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୬ [+୪୩] ଜଣ ସକ୍ରୀୟ ଅଛନ୍ତି। ୭୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୪୬୧ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୧ [+୬୩] ଜଣ ସକ୍ରୀୟ ଅଛନ୍ତି। ୧, ୧୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧୧, ୮୯୪ [+୬୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୩୩୫ [+୬୦୬] ଜଣ ସକ୍ରୀୟ ଅଛନ୍ତି। ୬, ୪୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨, ୫୩୯ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୦ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୫୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୭୮୦ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୭ [+୮୫] ଜଣ ସକ୍ରୀୟ ଅଛନ୍ତି। ୧, ୧୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୨, ୧୨୧ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୬ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୧, ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୮୦୧ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୨ [+୬୮] ଜଣ ସକ୍ରୀୟ ଅଛନ୍ତି। ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨, ୧୯୪ [+୧୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୮ [+୧୫୨] ଜଣ ସକ୍ରୀୟ ଅଛନ୍ତି। ୧, ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩୧୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୯୬ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨, ୫୯୧ [+୧୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୦ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୧, ୪୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୩, ୧୦୦ [+୧୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୬୮ [+୧୩୫] ଜଣ ସକ୍ରୀୟ ଅଛନ୍ତି। ୧, ୭୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨, ୦୦୪ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୬ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୧, ୧୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୫୦୧ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୧ [+୪୦] ଜଣ ସକ୍ରୀୟ ଅଛନ୍ତି। ୧୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୩, ୮୦୮ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୦୨ [+୭୦] ଜଣ ସକ୍ରୀୟ ଅଛନ୍ତି। ୨, ୫୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.