Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୩, ଜୁଲାଇ

223

ଭୁବନେଶ୍ୱର ୨୩-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୨୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୧୦୯୯ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ୪୧୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ୫୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୪୪୦ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୨୧୯୩୧। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ୨୧୦୯୯ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୩୭୪୯ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ୭୨୦୫ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପୁଣି କରୋନା ନେଇଛି ୬ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୧୪ କୁ ବୃଦ୍ଧି ପାଇଛି।

କରୋନା କାରଣରୁ ଗଞ୍ଜାମ ଜିଲ୍ଲାରୁ ୫ଜଣ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।
୧- ଗଞ୍ଜାମ ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୨- ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୪- ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ରୋଗରେ ପୀଡିତ ଥିଲେ।
୫- ଗଞ୍ଜାମ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ।
୬- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୭

୨- ବାଲେଶ୍ୱର ଜିଲ୍ଲାରୁ – ୯

୩- ବରଗଡ଼ ଜିଲ୍ଲାରୁ – ୨୪

୪- ଭଦ୍ରକ ଜିଲ୍ଲାରୁ – ୩୦

୫- ବଲାଙ୍ଗୀର ଜିଲ୍ଲାରୁ – ୧

୬- ବୌଦ୍ଦ ଜିଲ୍ଲାରୁ – ୨

୭- କଟକ ଜିଲ୍ଲାରୁ – ୪୭

୮- ଢେଙ୍କାନାଳ ଜିଲ୍ଲାରୁ – ୬

୯- ଗଜପତି ଜିଲ୍ଲାରୁ – ୭୪

୧୦- ଗଞ୍ଜାମ ଜିଲ୍ଲାରୁ – ୫୪୦

୧୧- ଜଗତସିଂହପୁର ଜିଲ୍ଲାରୁ – ୪

୧୨- ଯାଜପୁର ଜିଲ୍ଲାରୁ – ୧୭

୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୩

୧୪- କଳାହାଣ୍ଡି ଜିଲ୍ଲାରୁ – ୭

୧୫- କନ୍ଧମାଳ ଜିଲ୍ଲାରୁ – ୨୯

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮

୧୭- କେନ୍ଦୁଝର ଜିଲ୍ଲାରୁ – ୨୫

୧୮- ଖୋର୍ଦ୍ଧା: ୧୩୭

୧୯- କୋରାପୁଟ ଜିଲ୍ଲାରୁ – ୨୭

୨୦- ମୟୁରଭଞ୍ଜ ଜିଲ୍ଲାରୁ – ୧୫

୨୧- ନବରଙ୍ଗପୁର ଜିଲ୍ଲାରେ: ୪

୨୨- ନୟାଗଡ଼ ଜିଲ୍ଲାରୁ – ୬୧

୨୩- ନୂଆପଡ଼ା ଜିଲ୍ଲାରୁ – ୧

୨୪- ପୁରୀ ଜିଲ୍ଲାରୁ – ୨୨

୨୫- ରାୟଗଡ଼ା ଜିଲ୍ଲାରୁ – ୮୪

୨୬- ସମ୍ବଲପୁର ଜିଲ୍ଲାରୁ – ୨୦

୨୭- ସୁନ୍ଦରଗଡ଼ ଜିଲ୍ଲାରୁ – ୬୦

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୨୩୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୭] ଜଣ ସକ୍ରୀୟ ଅଛନ୍ତି। ୧୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୭୬୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୫ [+୯] ଜଣ ସକ୍ରୀୟ ଅଛନ୍ତି। ୫୫୬ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୩୨୩ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୨୪] ଜଣ ସକ୍ରୀୟ ଅଛନ୍ତି। ୨୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୪୨୩ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୯୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୧] ଜଣ ସକ୍ରୀୟ ଅଛନ୍ତି। ୨୬୧ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୮୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୨] ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୧, ୪୩୧ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୩ [+୪୭] ଜଣ ସକ୍ରୀୟ ଅଛନ୍ତି। ୧, ୦୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧୫୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୬] ଜଣ ସକ୍ରୀୟ ଅଛନ୍ତି। ୯୧ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୮୧୬ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୮ [+୭୪] ଜଣ ସକ୍ରୀୟ ଅଛନ୍ତି। ୫୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୬, ୯୦୨ [+୫୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୫୪ [+୫୩୫] ଜଣ ସକ୍ରୀୟ ଅଛନ୍ତି। ୪, ୦୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ [+୫]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୧୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୨ [+୪] ଜଣ ସକ୍ରୀୟ ଅଛନ୍ତି। ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୦୬୦ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୧୭] ଜଣ ସକ୍ରୀୟ ଅଛନ୍ତି। ୮୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୬୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୩] ଜଣ ସକ୍ରୀୟ ଅଛନ୍ତି। ୧୯୪ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୧୦୯ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୭] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୨୯୭ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ [+୨୯] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୩୯୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୮] ଜଣ ସକ୍ରୀୟ ଅଛନ୍ତି। ୩୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪୬୩ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୬୪ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୨, ୩୫୬ [+୧୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୩ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୧, ୩୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୭ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୩୮୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୬ [+୨୭] ଜଣ ସକ୍ରୀୟ ଅଛନ୍ତି। ୧୫୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୩୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୧ ଜଣ ସକ୍ରୀୟ ଅଛନ୍ତି। ୨୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୪୯୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୧୫] ଜଣ ସକ୍ରୀୟ ଅଛନ୍ତି। ୩୫୧ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୧୮୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୪] ଜଣ ସକ୍ରୀୟ ଅଛନ୍ତି। ୧୪୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୪୧୦ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୬୧] ଜଣ ସକ୍ରୀୟ ଅଛନ୍ତି। ୨୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୦୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୪୬୬ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୪୨୨ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୧ [+୮୪] ଜଣ ସକ୍ରୀୟ ଅଛନ୍ତି। ୧୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨୩୪ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୧୭ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସକ୍ରୀୟ ଅଛନ୍ତି। ୪୯ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୯୧୭ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୫ [+୬୦] ଜଣ ସକ୍ରୀୟ ଅଛନ୍ତି। ୭୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.