Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୪, ଅଗଷ୍ଟ

195

ଭୁବନେଶ୍ୱର ୨୪-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୯୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତକୁ ୮୧୪୭୯ ବୃଦ୍ଧି ପାଇଛି। କଟକ ଜିଲ୍ଲାରୁ ଜିଲ୍ଲାରୁ ସର୍ବାଧିକ ୫୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୧୨୯ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୩୬୩୬୨୦। ମୋଟ ଆକ୍ରାନ୍ତ ୮୧୪୭୯
ମୋଟ ସୁସ୍ଥ ହେଲେଣି ୫୪୪୦୫ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୬୬୦୨ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୧୯ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ , ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଡାଏଲେଟେଡ୍ କାର୍ଡିଓମାଇଓପାଥି, ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ସିରୋସିସ୍ ଏବଂ ମୋର୍ବିଡ ମେଦବହୁଳତାର ଶିକାର ହୋଇଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ମୋର୍ବିଡ ମେଦବହୁଳତାର ଶିକାର ହୋଇଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୭- ନୟାଗଡ଼ ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।

୮- ରାୟଗଡା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୯- ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୦- ସୁନ୍ଦରଗଡ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୮୮
୩- ବରଗଡ଼ ଜିଲ୍ଲାରୁ – ୬୨
୪- ଭଦ୍ରକ ଜିଲ୍ଲାରୁ – ୬୬
୫- ବଲାଙ୍ଗୀର ଜିଲ୍ଲାରୁ – ୫୭
୬- ବୌଦ୍ଦ ଜିଲ୍ଲାରୁ – ୩
୭- କଟକ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୫୮୯
୮- ଦେବଗଡ଼ ଜିଲ୍ଲାରୁ – ୨
୯- ଢେଙ୍କାନାଳ ଜିଲ୍ଲାରୁ – ୧୩
୧୦- ଗଜପତି ଜିଲ୍ଲାରୁ – ୩
୧୧- ଗଞ୍ଜାମ ଜିଲ୍ଲାରୁ – ୧୭୯
୧୨- ଜଗତସିଂହପୁର ଜିଲ୍ଲାରୁ – ୫୧
୧୩- ଯାଜପୁର ଜିଲ୍ଲାରୁ – ୨୧୫
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨୦
୧୫- କଳାହାଣ୍ଡି ଜିଲ୍ଲାରୁ – ୩୦
୧୬- କନ୍ଧମାଳ ଜିଲ୍ଲାରୁ – ୩୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୬
୧୮- କେନ୍ଦୁଝର ଜିଲ୍ଲାରୁ – ୩୦
୧୯- ଖୋର୍ଦ୍ଧା ଜିଲ୍ଲାରୁ  –୪୭୪
୨୦- କୋରାପୁଟ ଜିଲ୍ଲାରୁ – ୧୮୧
୨୧- ମାଲକାନଗିରି : ୭୮
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୫୬
୨୩- ନବରଙ୍ଗପୁର ଜିଲ୍ଲାରେ: ୨୬
୨୪- ନୟାଗଡ଼ ଜିଲ୍ଲାରୁ – ୯୩
୨୫- ନୂଆପଡ଼ା ଜିଲ୍ଲାରୁ – ୨
୨୬- ପୁରୀ ଜିଲ୍ଲାରୁ – ୮୬
୨୭- ରାୟଗଡ଼ା ଜିଲ୍ଲାରୁ – ୧୪୩
୨୮- ସମ୍ବଲପୁର ଜିଲ୍ଲାରୁ – ୧୦୪
୨୯- ସୋନପୁର ଜିଲ୍ଲାରୁ – ୨୬
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୬୪୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୨ [+୧] ଜଣ ସକ୍ରୀୟ ଅଛନ୍ତି। ୪୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୨, ୯୪୮ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୪୮ [+୮୮] ଜଣ ସକ୍ରୀୟ ଅଛନ୍ତି। ୧, ୭୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧, ୩୬୨ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୪ [+୬୨] ଜଣ ସକ୍ରୀୟ ଅଛନ୍ତି। ୭୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨, ୧୬୪ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୬ [+୬୬] ଜଣ ସକ୍ରୀୟ ଅଛନ୍ତି। ୧, ୧୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୧, ୪୩୦ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୦ [+୫୭] ଜଣ ସକ୍ରୀୟ ଅଛନ୍ତି। ୮୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୫୨୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୬ [+୩] ଜଣ ସକ୍ରୀୟ ଅଛନ୍ତି। ୨୩୨ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୫, ୯୨୧ [+୫୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୦୫ [+୫୮୮] ଜଣ ସକ୍ରୀୟ ଅଛନ୍ତି। ୩, ୫୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୫୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ [+୨] ଜଣ ସକ୍ରୀୟ ଅଛନ୍ତି। ୧୧୮ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧, ୨୨୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୦ [+୧୩] ଜଣ ସକ୍ରୀୟ ଅଛନ୍ତି। ୮୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୬୫୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୮ [+୩] ଜଣ ସକ୍ରୀୟ ଅଛନ୍ତି। ୨, ୨୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୬, ୫୨୮ [+୧୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୯୭ [+୧୭୪] ଜଣ ସକ୍ରୀୟ ଅଛନ୍ତି। ୧୪, ୪୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୩୮୪ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୭ [+୫୧] ଜଣ ସକ୍ରୀୟ ଅଛନ୍ତି। ୯୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୨, ୯୧୫ [+୨୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୯ [+୨୧୫] ଜଣ ସକ୍ରୀୟ ଅଛନ୍ତି। ୧, ୯୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୮୩୧ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୦ [+୨୦] ଜଣ ସକ୍ରୀୟ ଅଛନ୍ତି। ୫୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧, ୧୧୬ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୭ [+୩୦] ଜଣ ସକ୍ରୀୟ ଅଛନ୍ତି। ୭୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୮୭୦ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୬ [+୩୪] ଜଣ ସକ୍ରୀୟ ଅଛନ୍ତି। ୧, ୩୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧, ୨୧୨ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୬ [+୫୬] ଜଣ ସକ୍ରୀୟ ଅଛନ୍ତି। ୭୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୪୯୧ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୮ [+୩୦] ଜଣ ସକ୍ରୀୟ ଅଛନ୍ତି। ୧, ୧୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧୨, ୩୬୮ [+୪୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୫୩୩ [+୪୭୪] ଜଣ ସକ୍ରୀୟ ଅଛନ୍ତି। ୬, ୭୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨, ୭୨୦ [+୧୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୮ [+୧୮୧] ଜଣ ସକ୍ରୀୟ ଅଛନ୍ତି। ୧, ୬୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୮୫୮ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୫ [+୭୮] ଜଣ ସକ୍ରୀୟ ଅଛନ୍ତି। ୧, ୨୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୨, ୨୭୭ [+୧୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୯୬ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୧, ୧୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୮୨୭ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୯ [+୨୬] ଜଣ ସକ୍ରୀୟ ଅଛନ୍ତି। ୪୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨, ୨୮୭ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୦ [+୯୨] ଜଣ ସକ୍ରୀୟ ଅଛନ୍ତି। ୧, ୩୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩୧୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୨] ଜଣ ସକ୍ରୀୟ ଅଛନ୍ତି। ୨୯୬ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨, ୬୭୭ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୨ [+୮୬] ଜଣ ସକ୍ରୀୟ ଅଛନ୍ତି। ୧, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୩, ୨୪୩ [+୧୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୨ [+୧୪୨] ଜଣ ସକ୍ରୀୟ ଅଛନ୍ତି। ୧, ୭୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨, ୧୦୮ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୨ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୧, ୨୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୫୨୭ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୩, ୮୮୯ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୩ [+୭୯] ଜଣ ସକ୍ରୀୟ ଅଛନ୍ତି। ୨, ୭୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.