Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୪, ଜୁଲାଇ

240

ଭୁବନେଶ୍ୱର ୨୪-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୫୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୨୬୯୩କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ୫୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୬୪୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୩୩୫୭୮। ମୋଟ ଆକ୍ରାନ୍ତ ୨୨୬୯୩ ମୋଟ କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହୋଲେଣି ୧୪୩୯୨ ଜଣ। ଏବେ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୮୧୪୮ ଜଣ।

ପୁଣି କରୋନା ନେଇଛି ୬ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୨୦ କୁ ବୃଦ୍ଧି ପାଇଛି।

ଭଦ୍ରକ, ଗଜପତି, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଗଞ୍ଜାମ ଜିଲ୍ଲାରୁ ତିନିଜଣଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଖୋର୍ଦ୍ଧା ଜିଲ୍ଲାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ଏହା ସହ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୩୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।
୧- ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୨- ରାୟଗଡା ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୩- ଗଜପତି ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ।
୪- ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା।
୫- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା।
୬- ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଅନ୍ୟ କାରଣରୁ ଦୁଇଜଣ କୋଭିଡ୍ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଖୋର୍ଦ୍ଧା ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଇଣ୍ଟ୍ରା ମସ୍ତିଷ୍କ ରକ୍ତସ୍ରାବ ଏବଂ ମସ୍ତିଷ୍କ ଇନଫାର୍କସନ କାରଣରୁ ମୃତ୍ୟୁ ହୋଇଛି।
୨- ନୟାଗଡ଼ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ପେଟ ଏବଂ ଫୁସଫୁସ କର୍କଟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟରେ ଆଜି ୧୫୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୧୦

୨- ବାଲେଶ୍ୱର ଜିଲ୍ଲାରୁ – ୨୨

୩- ବରଗଡ଼ ଜିଲ୍ଲାରୁ – ୮

୪- ଭଦ୍ରକ ଜିଲ୍ଲାରୁ – ୬୦

୫- ବଲାଙ୍ଗୀର ଜିଲ୍ଲାରୁ – ୬

୬- ବୌଦ୍ଦ ଜିଲ୍ଲାରୁ – ୪୧

୭- କଟକ ଜିଲ୍ଲାରୁ – ୧୩୬

୮- ଢେଙ୍କାନାଳ ଜିଲ୍ଲାରୁ – ୨

୯- ଗଜପତି ଜିଲ୍ଲାରୁ – ୩

୧୦- ଗଞ୍ଜାମ ଜିଲ୍ଲାରୁ – ୭୩୨

୧୧- ଜଗତସିଂହପୁର ଜିଲ୍ଲାରୁ – ୩

୧୨- ଯାଜପୁର ଜିଲ୍ଲାରୁ – ୫

୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୮

୧୪- କଳାହାଣ୍ଡି ଜିଲ୍ଲାରୁ – ୧

୧୫- କନ୍ଧମାଳ ଜିଲ୍ଲାରୁ – ୧୭

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯

୧୭- କେନ୍ଦୁଝର ଜିଲ୍ଲାରୁ – ୨୦

୧୮- ଖୋର୍ଦ୍ଧା : ୩୨୦

୧୯- କୋରାପୁଟ ଜିଲ୍ଲାରୁ – ୩୩

୨୦- ମାଲକାନଗିରି : ୯

୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୨

୨୨- ନବରଙ୍ଗପୁର ଜିଲ୍ଲାରେ: ୩

୨୩- ନୟାଗଡ଼ ଜିଲ୍ଲାରୁ – ୧୦

୨୪- ନୂଆପଡ଼ା ଜିଲ୍ଲାରୁ – ୧

୨୫- ପୁରୀ ଜିଲ୍ଲାରୁ – ୩୦

୨୬- ସମ୍ବଲପୁର ଜିଲ୍ଲାରୁ – ୧୩

୨୭- ସୋନପୁର ଜିଲ୍ଲାରୁ – ୪

୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୫୬

– ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୨୪୭ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୭୮୫ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୫୮୭ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୩୩୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୮] ଜଣ ସକ୍ରୀୟ ଅଛନ୍ତି। ୨୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୪୮୩ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ [+୫୯] ଜଣ ସକ୍ରୀୟ ଅଛନ୍ତି। ୩୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩୦୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୬] ଜଣ ସକ୍ରୀୟ ଅଛନ୍ତି। ୨୬୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୧୨୩ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୪୧] ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୫୬୭ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୨ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୧, ୦୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧୫୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୨] ଜଣ ସକ୍ରୀୟ ଅଛନ୍ତି। ୧୦୨ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୮୧୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୪ [+୨] ଜଣ ସକ୍ରୀୟ ଅଛନ୍ତି। ୫୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୭, ୬୩୪ [+୭୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୦୭୬ [+୭୨୯] ଜଣ ସକ୍ରୀୟ ଅଛନ୍ତି। ୪, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୧୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୦ [+୩] ଜଣ ସକ୍ରୀୟ ଅଛନ୍ତି। ୪୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୦୬୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୫] ଜଣ ସକ୍ରୀୟ ଅଛନ୍ତି। ୮୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨୭୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୮] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୧୧୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୧] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୩୧୪ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪୦୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୯] ଜଣ ସକ୍ରୀୟ ଅଛନ୍ତି। ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪୮୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୨୦] ଜଣ ସକ୍ରୀୟ ଅଛନ୍ତି। ୩୭୫ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨, ୬୭୬ [+୩୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୭୮ [+୩୧୯] ଜଣ ସକ୍ରୀୟ ଅଛନ୍ତି। ୧, ୩୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୪୧୪ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୩୩] ଜଣ ସକ୍ରୀୟ ଅଛନ୍ତି। ୧୫୮ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୩୮୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ [+୯] ଜଣ ସକ୍ରୀୟ ଅଛନ୍ତି। ୨୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୫୩୧ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ [+୩୨] ଜଣ ସକ୍ରୀୟ ଅଛନ୍ତି। ୩୭୯ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧୮୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୩] ଜଣ ସକ୍ରୀୟ ଅଛନ୍ତି। ୧୪୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪୨୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୨ [+୯] ଜଣ ସକ୍ରୀୟ ଅଛନ୍ତି। ୨୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୦୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨ [+୧] ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୪୯୬ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୪୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୦ [-୧] ଜଣ ସକ୍ରୀୟ ଅଛନ୍ତି। ୧୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨୪୭ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୧୯ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୬୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୪] ଜଣ ସକ୍ରୀୟ ଅଛନ୍ତି। ୪୯ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୯୭୩ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୭ [+୫୬] ଜଣ ସକ୍ରୀୟ ଅଛନ୍ତି। ୭୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.