Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୫, ଅଗଷ୍ଟ

235

ଭୁବନେଶ୍ୱର ୨୫-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୮୪୨୩୧ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୭୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୫୧୯ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୪୨୧୯୫୮। ମୋଟ ଆକ୍ରାନ୍ତ ୮୪୨୩୧ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୫୬୯୨୪ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୬୮୨୬ ଜଣ।
ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୨୮ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତିଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୨- ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୩- ବୋଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ଗଜପତି ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୬- ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୯ – ସୁନ୍ଦରଗଡ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୨୩
୨- ବାଲେଶ୍ୱର ଜିଲ୍ଲାରୁ – ୧୨୯
୩- ବରଗଡ଼ ଜିଲ୍ଲାରୁ – ୨୮
୪- ଭଦ୍ରକ ଜିଲ୍ଲାରୁ – ୫୮
୫- ବଲାଙ୍ଗୀର ଜିଲ୍ଲାରୁ – ୧୪
୬- ବୌଦ୍ଦ ଜିଲ୍ଲାରୁ – ୧୧
୭- କଟକ ଜିଲ୍ଲାରୁ – ୨୪୭
୮- ଦେବଗଡ଼ ଜିଲ୍ଲାରୁ – ୬
୯- ଢେଙ୍କାନାଳ ଜିଲ୍ଲାରୁ – ୧
୧୦- ଗଜପତି ଜିଲ୍ଲାରୁ – ୬୦
୧୧- ଗଞ୍ଜାମ ଜିଲ୍ଲାରୁ – ୨୧୨
୧୨- ଜଗତସିଂହପୁର ଜିଲ୍ଲାରୁ – ୧୦୧
୧୩- ଯାଜପୁର ଜିଲ୍ଲାରୁ – ୨୧୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୫
୧୫- କଳାହାଣ୍ଡି ଜିଲ୍ଲାରୁ – ୧୬
୧୬- କନ୍ଧମାଳ ଜିଲ୍ଲାରୁ – ୯୫
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯୭
୧୮- କେନ୍ଦୁଝର ଜିଲ୍ଲାରୁ – ୨୮
୧୯-ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ –୪୨୩
୨୦- କୋରାପୁଟ ଜିଲ୍ଲାରୁ – ୧୭୪
୨୧- ମାଲକାନଗିରି : ୧୦୧
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୭
୨୩- ନବରଙ୍ଗପୁର ଜିଲ୍ଲାରେ: ୨୭
୨୪- ନୟାଗଡ଼ ଜିଲ୍ଲାରୁ – ୧୦୩
୨୫- ନୂଆପଡ଼ା ଜିଲ୍ଲାରୁ – ୮
୨୬- ପୁରୀ ଜିଲ୍ଲାରୁ – ୧୪୪
୨୭- ରାୟଗଡ଼ା ଜିଲ୍ଲାରୁ – ୧୭୭
୨୮- ସମ୍ବଲପୁର ଜିଲ୍ଲାରୁ – ୫୫
୨୯- ସୋନପୁର ଜିଲ୍ଲାରୁ – ୧
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୪୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୬୬୯ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୨୩] ଜଣ ସକ୍ରୀୟ ଅଛନ୍ତି। ୪୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩, ୦୭୭ [+୧୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୦ [+୧୨୮] ଜଣ ସକ୍ରୀୟ ଅଛନ୍ତି। ୨, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧, ୩୯୦ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୯ [+୨୮] ଜଣ ସକ୍ରୀୟ ଅଛନ୍ତି। ୭୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨, ୨୨୨ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୪ [+୫୮] ଜଣ ସକ୍ରୀୟ ଅଛନ୍ତି। ୧, ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୧, ୪୪୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୫୩୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୩୩ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୬, ୧୬୮ [+୨୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୯୯ [+୨୪୬] ଜଣ ସକ୍ରୀୟ ଅଛନ୍ତି। ୩, ୭୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୫୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୬] ଜଣ ସକ୍ରୀୟ ଅଛନ୍ତି। ୧୩୭ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧, ୨୨୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୦ [+୧] ଜଣ ସକ୍ରୀୟ ଅଛନ୍ତି। ୯୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୭୧୪ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୫ [+୫୯] ଜଣ ସକ୍ରୀୟ ଅଛନ୍ତି। ୨, ୩୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୬, ୭୪୦ [+୨୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୭୦ [+୨୧୦] ଜଣ ସକ୍ରୀୟ ଅଛନ୍ତି। ୧୪, ୬୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୪୮୫ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୫ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୧, ୦୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩, ୧୩୨ [+୨୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୮ [+୨୧୭] ଜଣ ସକ୍ରୀୟ ଅଛନ୍ତି। ୨, ୦୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୮୪୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୭ [+୧୫] ଜଣ ସକ୍ରୀୟ ଅଛନ୍ତି। ୫୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧, ୧୩୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୦ [+୧୬] ଜଣ ସକ୍ରୀୟ ଅଛନ୍ତି। ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୯୬୫ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୧ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୪୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧, ୩୦୯ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୧ [+୯୭] ଜଣ ସକ୍ରୀୟ ଅଛନ୍ତି। ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୫୧୯ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୭ [+୨୮] ଜଣ ସକ୍ରୀୟ ଅଛନ୍ତି। ୧, ୨୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧୨, ୭୯୧ [+୪୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୫୨୭ [+୪୨୨] ଜଣ ସକ୍ରୀୟ ଅଛନ୍ତି। ୭, ୧୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨, ୮୯୪ [+୧୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୪ [+୧୭୪] ଜଣ ସକ୍ରୀୟ ଅଛନ୍ତି। ୧, ୭୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୯୫୯ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୪ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୧, ୨୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୨, ୪୧୪ [+୧୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୯ [+୧୩୭] ଜଣ ସକ୍ରୀୟ ଅଛନ୍ତି। ୧, ୨୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୮୫୪ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୫ [+୨୭] ଜଣ ସକ୍ରୀୟ ଅଛନ୍ତି। ୫୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨, ୩୯୦ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୭ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୧, ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩୨୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୮] ଜଣ ସକ୍ରୀୟ ଅଛନ୍ତି। ୨୯୬ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨, ୮୨୧ [+୧୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୯ [+୧୪୪] ଜଣ ସକ୍ରୀୟ ଅଛନ୍ତି। ୧, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୩, ୪୨୦ [+୧୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୭୫ [+୧୭୭] ଜଣ ସକ୍ରୀୟ ଅଛନ୍ତି। ୧, ୯୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨, ୧୬୩ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୮ [+୫୫] ଜଣ ସକ୍ରୀୟ ଅଛନ୍ତି। ୧, ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୫୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୩, ୯୩୩ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୭ [+୪୨] ଜଣ ସକ୍ରୀୟ ଅଛନ୍ତି। ୨, ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.