Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୫, ଜୁଲାଇ

216

ଭୁବନେଶ୍ୱର ୨୫-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୩୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୪୦୧୩କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ସ୍ଥାନୀୟ ଅଞ୍ଚଳରୁ ୪୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬୦ ଆକ୍ରାନ୍ତ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୮୦୮ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୪୬୩୧୧। ମୋଟ ଆକ୍ରାନ୍ତ ୨୪୦୧୩ ଜଣ ଏବଂ ମୋଟ ସୁସ୍ଥ ହେଲେଣି ୧୫୨୦୦ ଜଣ ଏବେ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୮୬୫୦ ଜଣ।
ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ମୃତ୍ୟୁ। ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୩୦ କୁ ବୃଦ୍ଧି ପାଇଛି।

ବାଲେଶ୍ୱରରୁ ୨ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ସୁନ୍ଦରଗଡ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୨- ଗଜପତି ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୬- ଝାରସୁଗୁଡା ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ।
୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୮- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୯- ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।
୧୦- ରାୟଗଡା ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।
ଏମାନଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।
ରାଜ୍ୟରେ ଆଜି ୧୩୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
– ଜାଣନ୍ତୁ କେଉଁ ଜିଲ୍ଲାରୁ –  କେତେ

୧- ଅନୁଗୁଳ ଜିଲ୍ଲାରୁ –  ୬

୨- ବାଲେଶ୍ୱର ଜିଲ୍ଲାରୁ –  ୨୩

୩- ବରଗଡ଼ ଜିଲ୍ଲାରୁ –  ୧୪

୪- ଭଦ୍ରକ ଜିଲ୍ଲାରୁ –  ୨୮

୫- ବଲାଙ୍ଗୀର ଜିଲ୍ଲାରୁ –  ୯

୬- କଟକ ଜିଲ୍ଲାରୁ –  ୪୭

୭- ଦେବଗଡ଼ ଜିଲ୍ଲାରୁ –  ୧

୮- ଗଜପତି ଜିଲ୍ଲାରୁ –  ୯୦

୯- ଗଞ୍ଜାମ ଜିଲ୍ଲାରୁ –  ୫୬୦

୧୦- ଜଗତସିଂହପୁର ଜିଲ୍ଲାରୁ –  ୩

୧୧- ଯାଜପୁର ଜିଲ୍ଲାରୁ –  ୨୩

୧୨- ଝାରସୁଗୁଡ଼ା ଜିଲ୍ଲାରୁ –  ୨

୧୩- କଳାହାଣ୍ଡି ଜିଲ୍ଲାରୁ –  ୧

୧୪- କନ୍ଧମାଳ ଜିଲ୍ଲାରୁ –  ୩୯

୧୫- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧

୧୬- କେନ୍ଦୁଝର ଜିଲ୍ଲାରୁ –  ୨୪

୧୭- ଖୋର୍ଦ୍ଧା: ୧୭୪

୧୮- କୋରାପୁଟ ଜିଲ୍ଲାରୁ –  ୩୦

୧୯- ନୟାଗଡ଼ ଜିଲ୍ଲାରୁ –  ୩୮

୨୦- ନୂଆପଡ଼ା ଜିଲ୍ଲାରୁ –  ୪

୨୧- ପୁରୀ ଜିଲ୍ଲାରୁ –  ୯୦

୨୨- ରାୟଗଡ଼ା ଜିଲ୍ଲାରୁ –  ୬୫

୨୩- ସୋନପୁର ଜିଲ୍ଲାରୁ –  ୧

୨୪- ସୁନ୍ଦରଗଡ଼ ଜିଲ୍ଲାରୁ –  ୪୭

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲାରେ ୨୫୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୬] ଜଣ ସକ୍ରୀୟ ଅଛନ୍ତି। ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୮୦୮ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୮ [+୨୧] ଜଣ ସକ୍ରୀୟ ଅଛନ୍ତି। ୬୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୩୪୫ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୫୧୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୦ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩୧୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୯] ଜଣ ସକ୍ରୀୟ ଅଛନ୍ତି। ୨୬୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୧୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ ଜଣ ସକ୍ରୀୟ ଅଛନ୍ତି। ୬୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୧, ୬୧୪ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୪ [+୪୭] ଜଣ ସକ୍ରୀୟ ଅଛନ୍ତି। ୧, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୭୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪ [+୧] ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ ଜଣ ସକ୍ରୀୟ ଅଛନ୍ତି। ୧୦୨ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୯୦୯ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୧ [+୮୯] ଜଣ ସକ୍ରୀୟ ଅଛନ୍ତି। ୫୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୮, ୧୯୪ [+୫୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୦୩ [+୫୫୭] ଜଣ ସକ୍ରୀୟ ଅଛନ୍ତି। ୫, ୦୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ [+୩]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୨୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୬ [+୩] ଜଣ ସକ୍ରୀୟ ଅଛନ୍ତି। ୪୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୦୮୮ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୮୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୭୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୧] ଜଣ ସକ୍ରୀୟ ଅଛନ୍ତି। ୨୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧୧୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୧] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୩୫୩ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୯ [+୩୯] ଜଣ ସକ୍ରୀୟ ଅଛନ୍ତି। ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୪୦୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୧] ଜଣ ସକ୍ରୀୟ ଅଛନ୍ତି। ୩୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫୦୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୪ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୮୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୨, ୮୫୦ [+୧୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୩୩ [+୧୭୪] ଜଣ ସକ୍ରୀୟ ଅଛନ୍ତି। ୧, ୩୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୪୪୪ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୫ [+୩୦] ଜଣ ସକ୍ରୀୟ ଅଛନ୍ତି। ୧୫୯ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୩୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ ଜଣ ସକ୍ରୀୟ ଅଛନ୍ତି। ୨୩୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୫୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ ଜଣ ସକ୍ରୀୟ ଅଛନ୍ତି। ୩୭୯ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୧୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ ଜଣ ସକ୍ରୀୟ ଅଛନ୍ତି। ୧୪୬ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୪୫୮ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୯ [+୩୮] ଜଣ ସକ୍ରୀୟ ଅଛନ୍ତି। ୨୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୦୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬ [+୪] ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୫୮୬ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୯ [+୯୦] ଜଣ ସକ୍ରୀୟ ଅଛନ୍ତି। ୩୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୪୮୭ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୩ [+୬୪] ଜଣ ସକ୍ରୀୟ ଅଛନ୍ତି। ୨୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ ଜଣ ସକ୍ରୀୟ ଅଛନ୍ତି। ୧୨୪ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୬୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୧] ଜଣ ସକ୍ରୀୟ ଅଛନ୍ତି। ୪୯ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧, ୦୨୦ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୯ [+୪୫] ଜଣ ସକ୍ରୀୟ ଅଛନ୍ତି। ୭୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.