Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୬, ଅଗଷ୍ଟ

205

ଭୁବନେଶ୍ୱର ୨୬-୮ (ଓଡ଼ିଆ ପୁଅ)  ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୩୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୮୭୬୦୨ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୦୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୧୩୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ୨୫୪୬ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୪, ୮୫, ୧୬୭। ମୋଟ ଆକ୍ରାନ୍ତ ୮୭୬୦୨। ମୋଟ ସୁସ୍ଥ ହେଲେଣି ୫୯୪୭୦ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୭୬୩୮ ଜଣ।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୬୩
୨- ବାଲେଶ୍ୱର ଜିଲ୍ଲାରୁ – ୯୮
୩- ବରଗଡ଼ ଜିଲ୍ଲାରୁ – ୯୮
୪- ଭଦ୍ରକ ଜିଲ୍ଲାରୁ – ୧୧୪
୫- ବଲାଙ୍ଗୀର ଜିଲ୍ଲାରୁ – ୭୬
୬- ବୌଦ୍ଦ ଜିଲ୍ଲାରୁ – ୪
୭- କଟକ ଜିଲ୍ଲାରୁ – ୩୫୭
୮- ଦେବଗଡ଼ ଜିଲ୍ଲାରୁ – ୮
୯- ଢେଙ୍କାନାଳ ଜିଲ୍ଲାରୁ – ୬୭
୧୦- ଗଜପତି ଜିଲ୍ଲାରୁ – ୪୧
୧୧- ଗଞ୍ଜାମ ଜିଲ୍ଲାରୁ – ୧୯୬
୧୨- ଜଗତସିଂହପୁର ଜିଲ୍ଲାରୁ – ୯୫
୧୩- ଯାଜପୁର ଜିଲ୍ଲାରୁ – ୧୭୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୯୩
୧୫- କଳାହାଣ୍ଡି ଜିଲ୍ଲାରୁ – ୨୮
୧୬- କନ୍ଧମାଳ ଜିଲ୍ଲାରୁ – ୪୧
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭୬
୧୮- କେନ୍ଦୁଝର ଜିଲ୍ଲାରୁ – ୭୪
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୫୪୭
୨୦- କୋରାପୁଟ ଜିଲ୍ଲାରୁ – ୯୧
୨୧- ମାଲକାନଗିରି : ୧୩୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୯୨
୨୩- ନବରଙ୍ଗପୁର ଜିଲ୍ଲାରେ: ୬୫
୨୪- ନୟାଗଡ଼ ଜିଲ୍ଲାରୁ – ୧୭୧
୨୫- ନୂଆପଡ଼ା ଜିଲ୍ଲାରୁ – ୧୫
୨୬- ପୁରୀ ଜିଲ୍ଲାରୁ – ୧୪୪
୨୭- ରାୟଗଡ଼ା ଜିଲ୍ଲାରୁ – ୧୪୬
୨୮- ସମ୍ବଲପୁର ଜିଲ୍ଲାରୁ – ୧୦୭
୨୯- ସୋନପୁର ଜିଲ୍ଲାରୁ – ୩
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୫୪

ପୁଣି କରୋନା ନେଇଛି ୧୩ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୪୧ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ୨ ଜଣ
ଗଞ୍ଜାମ ଜିଲ୍ଲାରୁ ୨ ଜଣ
କେନ୍ଦୁଝର ଜିଲ୍ଲାରୁ ଜଣେ
ଖୋର୍ଦ୍ଦା ଜିଲ୍ଲାରୁ ଜଣେ
ପୁରୀ ଜିଲ୍ଲାରୁ ଜଣେ
ସମ୍ବଲପୁର ଜିଲ୍ଲାରୁ ୩ ଜଣ
ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ୬୦ ବର୍ଷ ବୟସ୍କ ପୁରୁଷ।

୨- କଟକ ଜିଲ୍ଲାର ୪୩ ବର୍ଷ ବୟସ୍କ ପୁରୁଷ।

୩- କଟକ ଜିଲ୍ଲାର ୩୨ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ, ମଧୁମେହ, ଅବଷ୍ଟ୍ରକ୍ଟିଭ୍ ୟୁରୋପାଥିରେ ମଧ୍ୟ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୬- କେନ୍ଦୁଝର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ଡାଇବେଟିସ୍ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୭- ପୁରୀ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ।

୮- ସମ୍ବଲପୁର ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୯- ସମ୍ବଲପୁର ଜିଲ୍ଲାର ୫୮ ବର୍ଷ ବୟସ୍କା ମହିଳା ଯିଏ ରିମାଟଏଡ ଆର୍ଥ୍ରାଇଟିସରେ ପୀଡିତ ଥିଲେ।

୧୦- ସମ୍ବଲପୁର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୧୨- ସୁନ୍ଦରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୩- ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲା ରେ ୭୩୨ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୩ [+୬୩] ଜଣ ସକ୍ରୀୟ ଅଛନ୍ତି। ୪୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୩, ୧୭୫ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୫ [+୯୮] ଜଣ ସକ୍ରୀୟ ଅଛନ୍ତି। ୨, ୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧, ୪୮୮ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ [+୯୮] ଜଣ ସକ୍ରୀୟ ଅଛନ୍ତି। ୮୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨, ୩୩୬ [+୧୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୯ [+୧୧୪] ଜଣ ସକ୍ରୀୟ ଅଛନ୍ତି। ୧, ୪୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୫୨୦ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୬ [+୭୬] ଜଣ ସକ୍ରୀୟ ଅଛନ୍ତି। ୯୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୫୪୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୩ [+୪] ଜଣ ସକ୍ରୀୟ ଅଛନ୍ତି। ୩୨୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୬, ୫୨୫ [+୩୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୫୬ [+୩୫୫] ଜଣ ସକ୍ରୀୟ ଅଛନ୍ତି। ୩, ୮୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୬୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୮] ଜଣ ସକ୍ରୀୟ ଅଛନ୍ତି। ୧୪୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୨୯୬ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୭ [+୬୭] ଜଣ ସକ୍ରୀୟ ଅଛନ୍ତି। ୯୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୭୫୫ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୪ [+୪୧] ଜଣ ସକ୍ରୀୟ ଅଛନ୍ତି। ୨, ୩୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୬, ୯୩୬ [+୧୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୯୮ [+୧୯୪] ଜଣ ସକ୍ରୀୟ ଅଛନ୍ତି। ୧୪, ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୩ [+୨]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୫୮୦ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୮ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୩, ୩୦୫ [+୧୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୨୧ [+୧୭୩] ଜଣ ସକ୍ରୀୟ ଅଛନ୍ତି। ୨, ୦୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୯୩୯ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୩ [+୯୩] ଜଣ ସକ୍ରୀୟ ଅଛନ୍ତି। ୫୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୧୬୦ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୦ [+୨୮] ଜଣ ସକ୍ରୀୟ ଅଛନ୍ତି। ୭୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୦୦୬ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୫ [+୪୧] ଜଣ ସକ୍ରୀୟ ଅଛନ୍ତି। ୧, ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧, ୩୮୫ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୩ [+୭୬] ଜଣ ସକ୍ରୀୟ ଅଛନ୍ତି। ୮୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୫୯୩ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୩ [+୭୩] ଜଣ ସକ୍ରୀୟ ଅଛନ୍ତି। ୧, ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୩, ୩୩୮ [+୫୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୪୪୬ [+୫୪୬] ଜଣ ସକ୍ରୀୟ ଅଛନ୍ତି। ୭, ୮୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୨, ୯୮୫ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୧୧ [+୯୧] ଜଣ ସକ୍ରୀୟ ଅଛନ୍ତି। ୧, ୮୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୦୯୩ [+୧୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୨ [+୧୩୪] ଜଣ ସକ୍ରୀୟ ଅଛନ୍ତି। ୧, ୩୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୨, ୫୦୬ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୦୧ [+୯୨] ଜଣ ସକ୍ରୀୟ ଅଛନ୍ତି। ୧, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୯୧୯ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୬ [+୬୫] ଜଣ ସକ୍ରୀୟ ଅଛନ୍ତି। ୫୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୨, ୫୬୧ [+୧୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୫ [+୧୭୧] ଜଣ ସକ୍ରୀୟ ଅଛନ୍ତି। ୧, ୫୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩୪୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୯୬ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୨, ୯୬୫ [+୧୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୨ [+୧୪୩] ଜଣ ସକ୍ରୀୟ ଅଛନ୍ତି। ୧, ୭୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୩, ୫୬୬ [+୧୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୦୯ [+୧୪୬] ଜଣ ସକ୍ରୀୟ ଅଛନ୍ତି। ୨, ୦୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨, ୨୭୦ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୦ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୧, ୩୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୫୩୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୦ [+୩] ଜଣ ସକ୍ରୀୟ ଅଛନ୍ତି। ୨୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୪, ୦୮୭ [+୧୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୫ [+୧୫୧] ଜଣ ସକ୍ରୀୟ ଅଛନ୍ତି। ୨, ୯୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.