Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୭, ଅଗଷ୍ଟ

225

ଭୁବନେଶ୍ୱର ୨୭-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୩୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୯୦୯୮୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୧୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୩୩୪୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୫୫୩୨୫୭। ମୋଟ ଆକ୍ରାନ୍ତ ୯୦୯୮୬ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୬୨୮୧୩ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ – ୨୭୬୭୨ ଚିକିତ୍ସିତ ହେଉଛନ୍ତି।
ପୁଣି କରୋନା ନେଇଛି ୭ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୪୮ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ୨ ଜଣ
ଭଦ୍ରକ ଜିଲ୍ଲାରୁ ଜଣେ
ଖୋର୍ଦ୍ଦା ଜିଲ୍ଲାରୁ ଜଣେ
ସମ୍ବଲପୁର ଜିଲ୍ଲାରୁ ୩ ଜଣ

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୭ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।
୧- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ମଧୁମେହ, କରୋନାରୀ ଧମନୀ ରୋଗ, ହାଇପୋଥାଇରଏଡିଜିମ୍, ମୋର୍ବିଡ ମେଦବହୁଳତାରେ ପୀଡ଼ିତ ଥିଲେ।

୨- ବରଗଡ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ବରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୪- ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୫- ସମ୍ବଲପୁର ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୬- ସମ୍ବଲପୁର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ହାଇପୋନାଟ୍ରେମିଆରେ ପୀଡିତ ଥିଲେ।

୭- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୩୮୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୩
୨- ବାଲେଶ୍ୱର ଜିଲ୍ଲାରୁ – ୧୧୯
୩- ବରଗଡ଼ ଜିଲ୍ଲାରୁ – ୧୫୭
୪- ଭଦ୍ରକ ଜିଲ୍ଲାରୁ – ୮୨
୫- ବଲାଙ୍ଗୀର ଜିଲ୍ଲାରୁ – ୯୯
୬- ବୌଦ୍ଦ ଜିଲ୍ଲାରୁ – ୫
୭- କଟକ ଜିଲ୍ଲାରୁ – ୪୯୨
୮- ଦେବଗଡ଼ ଜିଲ୍ଲାରୁ – ୧୬
୯- ଢେଙ୍କାନାଳ ଜିଲ୍ଲାରୁ – ୬୦
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୧୭୭
୧୨- ଜଗତସିଂହପୁର ଜିଲ୍ଲାରୁ – ୪୩
୧୩- ଯାଜପୁର ଜିଲ୍ଲାରୁ – ୧୭୬
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୯୪
୧୫- କଳାହାଣ୍ଡି ଜିଲ୍ଲାରୁ – ୨୭
୧୬- କନ୍ଧମାଳ ଜିଲ୍ଲାରୁ – ୫୮
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭୬
୧୮- କେନ୍ଦୁଝର ଜିଲ୍ଲାରୁ – ୬୩
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୫୮୭
୨୦- କୋରାପୁଟ ଜିଲ୍ଲାରୁ – ୮୯
୨୧- ମାଲକାନଗିରି : ୪୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୭୭
୨୩- ନବରଙ୍ଗପୁର ଜିଲ୍ଲାରେ: ୩୧
୨୪- ନୟାଗଡ଼ ଜିଲ୍ଲାରୁ – ୭୬
୨୫- ନୂଆପଡ଼ା ଜିଲ୍ଲାରୁ – ୧୯
୨୬- ପୁରୀ ଜିଲ୍ଲାରୁ – ୧୨୧
୨୭- ରାୟଗଡ଼ା ଜିଲ୍ଲାରୁ – ୧୫୪
୨୮- ସମ୍ବଲପୁର ଜିଲ୍ଲାରୁ – ୧୮୨
୨୯- ସୋନପୁର ଜିଲ୍ଲାରୁ – ୩୭
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୭୪୫ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୩, ୨୯୪ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୯ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୨, ୨୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧, ୬୪୫ [+୧୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୫ [+୧୫୫] ଜଣ ସକ୍ରୀୟ ଅଛନ୍ତି। ୯୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨, ୪୧୮ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୫ [+୮୧] ଜଣ ସକ୍ରୀୟ ଅଛନ୍ତି। ୧, ୬୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୬୧୯ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୦ [+୯୯] ଜଣ ସକ୍ରୀୟ ଅଛନ୍ତି। ୯୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୫୪୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୫] ଜଣ ସକ୍ରୀୟ ଅଛନ୍ତି। ୪୦୪ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୭, ୦୧୭ [+୪୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୯୬୭ [+୪୯୨] ଜଣ ସକ୍ରୀୟ ଅଛନ୍ତି। ୪, ୦୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୧୮୩ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୧୬] ଜଣ ସକ୍ରୀୟ ଅଛନ୍ତି। ୧୪୩ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୩୫୬ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୮ [+୬୦] ଜଣ ସକ୍ରୀୟ ଅଛନ୍ତି। ୯୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୭୬୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୬ [+୯] ଜଣ ସକ୍ରୀୟ ଅଛନ୍ତି। ୨, ୩୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୭, ୧୧୩ [+୧୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୩୭ [+୧୭୭] ଜଣ ସକ୍ରୀୟ ଅଛନ୍ତି। ୧୫, ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୩  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୬୨୩ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୫ [+୪୩] ଜଣ ସକ୍ରୀୟ ଅଛନ୍ତି। ୧, ୦୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୩, ୪୮୧ [+୧୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୬୫ [+୧୭୬] ଜଣ ସକ୍ରୀୟ ଅଛନ୍ତି। ୨, ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧, ୦୩୩ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୭ [+୯୪] ଜଣ ସକ୍ରୀୟ ଅଛନ୍ତି। ୫୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୧୮୭ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୧ [+୨୭] ଜଣ ସକ୍ରୀୟ ଅଛନ୍ତି। ୮୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୦୬୪ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୫ [+୫୮] ଜଣ ସକ୍ରୀୟ ଅଛନ୍ତି। ୧, ୬୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧, ୪୬୧ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୦ [+୭୬] ଜଣ ସକ୍ରୀୟ ଅଛନ୍ତି। ୮୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୬୫୬ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୨ [+୬୩] ଜଣ ସକ୍ରୀୟ ଅଛନ୍ତି। ୧, ୨୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୩, ୯୨୫ [+୫୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୩୦୦ [+୫୮୬] ଜଣ ସକ୍ରୀୟ ଅଛନ୍ତି। ୮, ୫୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୩, ୦୭୪ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୧ [+୮୯] ଜଣ ସକ୍ରୀୟ ଅଛନ୍ତି। ୧, ୯୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୧୩୭ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୨ [+୪୪] ଜଣ ସକ୍ରୀୟ ଅଛନ୍ତି। ୧, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୨, ୬୮୩ [+୧୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୬୬ [+୧୭୭] ଜଣ ସକ୍ରୀୟ ଅଛନ୍ତି। ୧, ୪୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୯୫୦ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୧ [+୩୧] ଜଣ ସକ୍ରୀୟ ଅଛନ୍ତି। ୫୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୨, ୬୩୭ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୧ [+୭୬] ଜଣ ସକ୍ରୀୟ ଅଛନ୍ତି। ୧, ୬୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩୫୯ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୦୭ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩, ୦୮୬ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୨ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୧, ୯୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୩, ୭୨୦ [+୧୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୬ [+୧୫୪] ଜଣ ସକ୍ରୀୟ ଅଛନ୍ତି। ୨, ୨୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨, ୪୫୨ [+୧୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୨ [+୧୭୯] ଜଣ ସକ୍ରୀୟ ଅଛନ୍ତି। ୧, ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୫୬୮ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୪ [+୩୭] ଜଣ ସକ୍ରୀୟ ଅଛନ୍ତି। ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୪, ୧୮୮ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୫ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୩, ୨୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.