Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୭, ଜୁଲାଇ

273

ଭୁବନେଶ୍ୱର ୨୭-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୫୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୬୮୯୨ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୫୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୮୬୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୬୭୪୪୭। ମୋଟ ଆକ୍ରାନ୍ତ ୨୬୮୯୨ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୧୬୭୯୨ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୯୯୧୯ ଜଣ।

ରାଜ୍ୟରେ ଆଜି ପୁଣି କରୋନା ନେଇଛି ୭ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୪୭ କୁ ବୃଦ୍ଧି ପାଇଛି।
କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୧ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ସୁନ୍ଦରଗଡ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୬- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ।

୭- ମାଲକାନଗିରି ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୧୫୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୧୯
୩- ବରଗଡ଼ ଜିଲ୍ଲାରୁ – ୨୩
୪- ଭଦ୍ରକ ଜିଲ୍ଲାରୁ – ୨୫
୫- ବଲାଙ୍ଗୀର ଜିଲ୍ଲାରୁ – ୨୧
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୩୬
୮- ଢେଙ୍କାନାଳ ଜିଲ୍ଲାରୁ – ୩୨
୯- ଗଜପତି ଜିଲ୍ଲାରୁ – ୭୩
୧୦- ଗଞ୍ଜାମ ଜିଲ୍ଲାରୁ – ୪୯୧
୧୧- ଜଗତସିଂହପୁର ଜିଲ୍ଲାରୁ – ୬
୧୨- ଯାଜପୁର ଜିଲ୍ଲାରୁ – ୫୧
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୧୦
୧୪- କଳାହାଣ୍ଡି ଜିଲ୍ଲାରୁ – ୧୦
୧୫- କନ୍ଧମାଳ ଜିଲ୍ଲାରୁ – ୭୩
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯
୧୭- କେନ୍ଦୁଝର ଜିଲ୍ଲାରୁ – ୪୩
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୨୩
୧୯- କୋରାପୁଟ ଜିଲ୍ଲାରୁ – ୩୪
୨୦- ମାଲକାନଗିରି : ୩୪
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୮
୨୨- ନବରଙ୍ଗପୁର ଜିଲ୍ଲାରେ: ୨
୨୩- ନୟାଗଡ଼ ଜିଲ୍ଲାରୁ – ୮
୨୪- ପୁରୀ ଜିଲ୍ଲାରୁ – ୪
୨୫- ରାୟଗଡ଼ା ଜିଲ୍ଲାରୁ – ୬୮
୨୬- ସମ୍ବଲପୁର ଜିଲ୍ଲାରୁ – ୧୭
୨୭- ସୋନପୁର ଜିଲ୍ଲାରୁ – ୪
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୫୭

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲା ରେ ୨୫୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୧] ଜଣ ସକ୍ରୀୟ ଅଛନ୍ତି। ୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୮୫୬ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୧୯] ଜଣ ସକ୍ରୀୟ ଅଛନ୍ତି। ୬୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୩୭୫ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୨୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫୪୬ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩୫୩ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୨୧] ଜଣ ସକ୍ରୀୟ ଅଛନ୍ତି। ୨୭୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୧୩୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୧] ଜଣ ସକ୍ରୀୟ ଅଛନ୍ତି। ୬୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୮୨୫ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୫ [+୧୩୫] ଜଣ ସକ୍ରୀୟ ଅଛନ୍ତି। ୧, ୧୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧୯୯ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୩୨] ଜଣ ସକ୍ରୀୟ ଅଛନ୍ତି। ୧୧୯ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୧, ୦୫୬ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୦ [+୭୩] ଜଣ ସକ୍ରୀୟ ଅଛନ୍ତି। ୬୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୯, ୧୬୯ [+୪୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୪୫ [+୪୮୮] ଜଣ ସକ୍ରୀୟ ଅଛନ୍ତି। ୫, ୮୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ [+୩]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୩୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୬] ଜଣ ସକ୍ରୀୟ ଅଛନ୍ତି। ୪୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୧୪୭ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୩ [+୫୧] ଜଣ ସକ୍ରୀୟ ଅଛନ୍ତି। ୯୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨୮୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧୩୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୪୩୮ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୯ [+୭୩] ଜଣ ସକ୍ରୀୟ ଅଛନ୍ତି। ୨୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪୨୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୯] ଜଣ ସକ୍ରୀୟ ଅଛନ୍ତି। ୩୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୬୫୩ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୪୩] ଜଣ ସକ୍ରୀୟ ଅଛନ୍ତି। ୪୧୦ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩, ୨୬୦ [+୨୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୬୩ [+୨୨୨] ଜଣ ସକ୍ରୀୟ ଅଛନ୍ତି। ୧, ୪୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୪୮୫ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୧୬୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୪୩୦ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୨ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୫୮୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୨୮] ଜଣ ସକ୍ରୀୟ ଅଛନ୍ତି। ୪୨୦ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨୦୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୨] ଜଣ ସକ୍ରୀୟ ଅଛନ୍ତି। ୧୫୦ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪୯୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୩ [+୮] ଜଣ ସକ୍ରୀୟ ଅଛନ୍ତି। ୩୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୬୮୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୪ [+୪] ଜଣ ସକ୍ରୀୟ ଅଛନ୍ତି। ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬୦୦ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୯ [+୬୮] ଜଣ ସକ୍ରୀୟ ଅଛନ୍ତି। ୩୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨୮୧ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୨ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୪୯ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୭୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୪] ଜଣ ସକ୍ରୀୟ ଅଛନ୍ତି। ୫୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୧, ୧୧୦ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୦ [+୫୬] ଜଣ ସକ୍ରୀୟ ଅଛନ୍ତି। ୭୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.