Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୮, ଅଗଷ୍ଟ

229

ଭୁବନେଶ୍ୱର ୨୮-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୬୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୯୪୬୬୮ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୨୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୫୧୦ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୬୧୨୦୯୭। ମୋଟ ଆକ୍ରାନ୍ତ ୯୪୬୬୮ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୬୫୩୨୩ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୮୮୩୬ ଜଣ।

ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୫୬ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ଜଣେ
ଭଦ୍ରକ ଜିଲ୍ଲାରୁ ଜଣେ
ଗଞ୍ଜାମ ଜିଲ୍ଲାରୁ ୨ ଜଣ
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ
ରାୟଗଡ଼ା ଜିଲ୍ଲାରୁ ଜଣେ
ବଲାଙ୍ଗୀର ଜିଲ୍ଲାରୁ ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବରଗଡ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ବଲାଙ୍ଗୀର ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୮- ରାୟଗଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

ଆଜି ୩୦ ଜିଲ୍ଲାରୁ ୩୬୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୫୬
୨- ବାଲେଶ୍ୱର ଜିଲ୍ଲାରୁ – ୮୭
୩- ବରଗଡ଼ ଜିଲ୍ଲାରୁ – ୧୫୨
୪- ଭଦ୍ରକ ଜିଲ୍ଲାରୁ – ୫୧
୫- ବଲାଙ୍ଗୀର ଜିଲ୍ଲାରୁ – ୬୮
୬- ବୌଦ୍ଦ ଜିଲ୍ଲାରୁ – ୧୪
୭- କଟକ ଜିଲ୍ଲାରୁ – ୩୬୯
୮- ଦେବଗଡ଼ ଜିଲ୍ଲାରୁ – ୧୨
୯- ଢେଙ୍କାନାଳ ଜିଲ୍ଲାରୁ – ୬୧
୧୦- ଗଜପତି ଜିଲ୍ଲାରୁ – ୪୮
୧୧- ଗଞ୍ଜାମ ଜିଲ୍ଲାରୁ – ୧୭୪
୧୨- ଜଗତସିଂହପୁର ଜିଲ୍ଲାରୁ – ୪୪
୧୩- ଯାଜପୁର ଜିଲ୍ଲାରୁ – ୮୮
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୪୩
୧୫- କଳାହାଣ୍ଡି ଜିଲ୍ଲାରୁ – ୪୧
୧୬- କନ୍ଧମାଳ ଜିଲ୍ଲାରୁ – ୩୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୪
୧୮- କେନ୍ଦୁଝର ଜିଲ୍ଲାରୁ – ୫୯
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୭୭୫
୨୦- କୋରାପୁଟ ଜିଲ୍ଲାରୁ – ୧୪୦
୨୧- ମାଲକାନଗିରି : ୮୬
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୨୭୨
୨୩- ନବରଙ୍ଗପୁର ଜିଲ୍ଲାରେ: ୩୮
୨୪- ନୟାଗଡ଼ ଜିଲ୍ଲାରୁ – ୧୦୯
୨୫- ନୂଆପଡ଼ା ଜିଲ୍ଲାରୁ – ୨୩
୨୬- ପୁରୀ ଜିଲ୍ଲାରୁ – ୧୧୫
୨୭- ରାୟଗଡ଼ା ଜିଲ୍ଲାରୁ – ୪୯୫
୨୮- ସମ୍ବଲପୁର ଜିଲ୍ଲାରୁ – ୧୨୮
୨୯- ସୋନପୁର ଜିଲ୍ଲାରୁ – ୨୭
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୨୭

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୮୦୧ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୫ [+୫୬] ଜଣ ସକ୍ରୀୟ ଅଛନ୍ତି। ୪୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩, ୩୮୧ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୫ [+୮୭] ଜଣ ସକ୍ରୀୟ ଅଛନ୍ତି। ୨, ୩୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧, ୭୯୭ [+୧୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୦ [+୧୫୧] ଜଣ ସକ୍ରୀୟ ଅଛନ୍ତି। ୯୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨, ୪୬୯ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୨ [+୫୦] ଜଣ ସକ୍ରୀୟ ଅଛନ୍ତି। ୧, ୭୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୧, ୬୮୭ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୬ [+୬୭] ଜଣ ସକ୍ରୀୟ ଅଛନ୍ତି। ୧, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୫୬୨ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୩୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୭, ୩୮୬ [+୩୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୧୧ [+୩୬୯] ଜଣ ସକ୍ରୀୟ ଅଛନ୍ତି। ୪, ୨୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୯୫ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୪୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧, ୪୧୭ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୯ [+୬୧] ଜଣ ସକ୍ରୀୟ ଅଛନ୍ତି। ୧, ୦୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୮୧୨ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୫ [+୪୮] ଜଣ ସକ୍ରୀୟ ଅଛନ୍ତି। ୨, ୪୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୭, ୨୮୭ [+୧୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୩୨ [+୧୭୨] ଜଣ ସକ୍ରୀୟ ଅଛନ୍ତି। ୧୫, ୪୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୬୬୭ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୨ [+୪୪] ଜଣ ସକ୍ରୀୟ ଅଛନ୍ତି। ୧, ୦୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩, ୫୬୯ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୮ [+୮୮] ଜଣ ସକ୍ରୀୟ ଅଛନ୍ତି। ୨, ୨୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୧, ୦୭୬ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୮ [+୪୩] ଜଣ ସକ୍ରୀୟ ଅଛନ୍ତି। ୬୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧, ୨୨୮ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୪ [+୪୧] ଜଣ ସକ୍ରୀୟ ଅଛନ୍ତି। ୮୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୨, ୧୦୦ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୪ [+୩୬] ଜଣ ସକ୍ରୀୟ ଅଛନ୍ତି। ୧, ୬୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧, ୫୦୫ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୯ [+୪୪] ଜଣ ସକ୍ରୀୟ ଅଛନ୍ତି। ୯୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୭୧୫ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୧ [+୫୯] ଜଣ ସକ୍ରୀୟ ଅଛନ୍ତି। ୧, ୩୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧୪, ୭୦୦ [+୭୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୬୩୮ [+୭୭୩] ଜଣ ସକ୍ରୀୟ ଅଛନ୍ତି। ୮, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୩, ୨୧୪ [+୧୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୯ [+୧୪୦] ଜଣ ସକ୍ରୀୟ ଅଛନ୍ତି। ୨, ୧୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୨୨୩ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୩ [+୮୬] ଜଣ ସକ୍ରୀୟ ଅଛନ୍ତି। ୧, ୪୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୨, ୯୫୫ [+୨୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୧୯ [+୨୭୨] ଜଣ ସକ୍ରୀୟ ଅଛନ୍ତି। ୧, ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୯୮୮ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୮ [+୩୮] ଜଣ ସକ୍ରୀୟ ଅଛନ୍ତି। ୬୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨, ୭୪୬ [+୧୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୫୭ [+୧୦୯] ଜଣ ସକ୍ରୀୟ ଅଛନ୍ତି। ୧, ୬୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩୮୨ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୨୩] ଜଣ ସକ୍ରୀୟ ଅଛନ୍ତି। ୩୧୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୩, ୨୦୧ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୯ [+୧୧୫] ଜଣ ସକ୍ରୀୟ ଅଛନ୍ତି। ୨, ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୪, ୨୧୫ [+୪୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୧୫ [+୪୯୪] ଜଣ ସକ୍ରୀୟ ଅଛନ୍ତି। ୨, ୨୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨, ୫୮୦ [+୧୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୬ [+୧୨୮] ଜଣ ସକ୍ରୀୟ ଅଛନ୍ତି। ୧, ୫୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୫୯୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୩ [+୨୭] ଜଣ ସକ୍ରୀୟ ଅଛନ୍ତି। ୩୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୪, ୨୧୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୦ [+୨୭] ଜଣ ସକ୍ରୀୟ ଅଛନ୍ତି। ୩, ୨୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.