Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨୯, ଜୁଲାଇ

277

ଭୁବନେଶ୍ୱର ୨୯-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୦୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୯୧୭୫ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୬୬୨ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୪୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୬୮୭ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୮୭୩୧୦। ମୋଟ ଆକ୍ରାନ୍ତ ୨୯୧୭୫ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୮୦୬୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୦୯୨୦ ଜଣ।

ରାଜ୍ୟରେ ପୁଣି କରୋନା ନେଇଛି ୫ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୫୯ କୁ ବୃଦ୍ଧି ପାଇଛି।

ବାଲେଶ୍ୱରରୁ ଜଣେ, କନ୍ଧମାଳରୁ ଜଣେ, ମାଲକାନାଗିରିରୁ ଜଣେ, ଗଞ୍ଜାମରୁ ଜଣେ ଏବଂ ପୁରୀରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଭଦ୍ରକ ଜିଲ୍ଲାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୩୬ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୫ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ପୁରୀ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା।

୩- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଫୁଲବାଣୀ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଦ୍ୟପାନ ଯକୃତ ରୋଗ, ଜଣ୍ଡିସ୍ ଏବଂ ହେପାଟିକ୍ ଏନସେଫାଲୋପାଥିରେ ମଧ୍ୟ ପୀଡିତ ଥିଲେ।

୫- ମାଲକାନଗିରି ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୦୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୨୦
୨- ବାଲେଶ୍ୱର ଜିଲ୍ଲାରୁ – ୨୯
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୪
୫- ବଲାଙ୍ଗୀର ଜିଲ୍ଲାରୁ – ୨୬
୬- କଟକ ଜିଲ୍ଲାରୁ – ୬୧
୭- ଦେବଗଡ଼ ଜିଲ୍ଲାରୁ – ୨
୮- ଢେଙ୍କାନାଳ ଜିଲ୍ଲାରୁ – ୧
୯- ଗଜପତି ଜିଲ୍ଲାରୁ – ୮୮
୧୦- ଗଞ୍ଜାମ ଜିଲ୍ଲାରୁ – ୨୪୫
୧୧- ଜଗତସିଂହପୁର ଜିଲ୍ଲାରୁ – ୩
୧୨- ଯାଜପୁର ଜିଲ୍ଲାରୁ – ୧୨
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୧୨
୧୪- କଳାହାଣ୍ଡି ଜିଲ୍ଲାରୁ – ୧୯
୧୫- କନ୍ଧମାଳ ଜିଲ୍ଲାରୁ – ୧୧
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮
୧୭- ଖୋର୍ଦ୍ଧା ଜିଲ୍ଲାରୁ : ୧୯୪
୧୮- କୋରାପୁଟ ଜିଲ୍ଲାରୁ – ୬୬
୧୯- ମାଲକାନଗିରି : ୧
୨୦- ମୟୁରଭଞ୍ଜ ଜିଲ୍ଲାରୁ – ୨୦
୨୧- ନବରଙ୍ଗପୁର ଜିଲ୍ଲାରେ: ୨୬
୨୨- ନୟାଗଡ଼ ଜିଲ୍ଲାରୁ – ୨୯
୨୩- ନୂଆପଡ଼ା ଜିଲ୍ଲାରୁ – ୧୧
୨୪- ପୁରୀ ଜିଲ୍ଲାରୁ – ୧୬
୨୫- ରାୟଗଡ଼ା ଜିଲ୍ଲାରୁ – ୨୪
୨୬- ସମ୍ବଲପୁର ଜିଲ୍ଲାରୁ – ୨୧
୨୭- ସୋନପୁର ଜିଲ୍ଲାରୁ – ୨
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୧୧୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୨୯୦ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୨୦] ଜଣ ସକ୍ରୀୟ ଅଛନ୍ତି। ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯୧୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୨୮] ଜଣ ସକ୍ରୀୟ ଅଛନ୍ତି। ୬୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୩୯୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୫] ଜଣ ସକ୍ରୀୟ ଅଛନ୍ତି। ୩୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫୫୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୩] ଜଣ ସକ୍ରୀୟ ଅଛନ୍ତି। ୪୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪୦୦ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୨୬] ଜଣ ସକ୍ରୀୟ ଅଛନ୍ତି। ୨୮୨ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୧୩୪ ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ ଜଣ ସକ୍ରୀୟ ଅଛନ୍ତି। ୭୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୯୪୬ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୭ [+୬୧] ଜଣ ସକ୍ରୀୟ ଅଛନ୍ତି। ୧, ୨୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୮୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୨] ଜଣ ସକ୍ରୀୟ ଅଛନ୍ତି। ୬୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨୦୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪ [+୧] ଜଣ ସକ୍ରୀୟ ଅଛନ୍ତି। ୧୨୭ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୧, ୨୩୩ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୧ [+୮୮] ଜଣ ସକ୍ରୀୟ ଅଛନ୍ତି। ୬୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୯, ୭୪୬ [+୨୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୫୧ [+୨୪୪] ଜଣ ସକ୍ରୀୟ ଅଛନ୍ତି। ୬, ୩୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ [+୧]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୮୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୩] ଜଣ ସକ୍ରୀୟ ଅଛନ୍ତି। ୫୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୧୭୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୩ [+୧୨] ଜଣ ସକ୍ରୀୟ ଅଛନ୍ତି। ୯୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୩୦୩ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧୫୯ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୧୯] ଜଣ ସକ୍ରୀୟ ଅଛନ୍ତି। ୮୪ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୪୬୩ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪୪୯ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪ [+୮] ଜଣ ସକ୍ରୀୟ ଅଛନ୍ତି। ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୭୩୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୬ ଜଣ ସକ୍ରୀୟ ଅଛନ୍ତି। ୪୪୩ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩, ୭୬୬ [+୧୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୯୧ [+୧୯୪] ଜଣ ସକ୍ରୀୟ ଅଛନ୍ତି। ୧, ୫୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬୨୪ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୯ [+୬୬] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୪୪୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ ଜଣ ସକ୍ରୀୟ ଅଛନ୍ତି। ୨୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୬୨୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୩୨ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨୩୨ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୧୫୫ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫୩୨ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୩ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୨୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୭୦୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬୪୮ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୩ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩୦୨ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୨୧] ଜଣ ସକ୍ରୀୟ ଅଛନ୍ତି। ୧୭୪ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୮୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୨] ଜଣ ସକ୍ରୀୟ ଅଛନ୍ତି। ୫୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୧, ୨୨୪ [+୧୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୧ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.