Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୨, ଅଗଷ୍ଟ

239

ଭୁବନେଶ୍ୱର ୨-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୪୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୪୯୧୩ କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୭୫୬ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୪୩୩୧୬। ମୋଟ ଆକ୍ରାନ୍ତ ୩୪୯୧୩ କୁ ବୃଜ୍ଝି ପାଇଛି। ମୋଟ ସୁସ୍ଥ ହେଲେଣି ୨୧୨୭୩ ଜଣ। ସକ୍ରୀୟ ଆକ୍ରାନ୍ତ ୧୩୪୦୪ ଜଣ ବିଭିନ୍ନ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୯୭ କୁ ବୃଦ୍ଧି ପାଇଛି।

ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, କଳାହାଣ୍ଡି, ଯାଜପୁର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଗଜପତି ଜିଲ୍ଲାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୩୯ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ସୁନ୍ଦରଗଡ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, ଇସକେମିକ୍ ହାର୍ଟ ରୋଗ ଏବଂ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ରେ ମଧ୍ୟ ପୀଡିତ ଥିଲେ।

୨- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୪- ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ଡିଲେଟେଡ୍ କାର୍ଡିଓ ମାୟୋପାଥିରେ ମଧ୍ୟ ପୀଡିତ ଥିଲେ।

୫- ଯାଜପୁର ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୯୪ ବର୍ଷ ବୟସ୍କା ମହିଳା।

୭- ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କା ମହିଳା।

୮- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୦- କଳାହାଣ୍ଡି ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ବିସ୍ତାରିତ ଯକ୍ଷ୍ମା ଏବଂ ଡ୍ରଗ୍ ଦ୍ୱାରା ହେପାଟାଇଟିସ୍ ରୋଗରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୪୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୯
୨- ବାଲେଶ୍ୱର ଜିଲ୍ଲାରୁ – ୧୨
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୨୫
୫- ବୌଦ୍ଦ ଜିଲ୍ଲାରୁ – ୫
୬- କଟକ ଜିଲ୍ଲାରୁ – ୧୨୩
୭- ଦେବଗଡ଼ ଜିଲ୍ଲାରୁ – ୨
୮- ଢେଙ୍କାନାଳ ଜିଲ୍ଲାରୁ – ୧୩
୯- ଗଜପତି ଜିଲ୍ଲାରୁ – ୯୧
୧୦- ଗଞ୍ଜାମ ଜିଲ୍ଲାରୁ – ୩୨୦
୧୧- ଜଗତସିଂହପୁର ଜିଲ୍ଲାରୁ – ୧୩
୧୨- ଯାଜପୁର ଜିଲ୍ଲାରୁ – ୫୭
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୬
୧୪- କଳାହାଣ୍ଡି ଜିଲ୍ଲାରୁ – ୧୮
୧୫- କନ୍ଧମାଳ ଜିଲ୍ଲାରୁ – ୪୪
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୨
୧୭- କେନ୍ଦୁଝର ଜିଲ୍ଲାରୁ – ୨
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୧୮
୧୯- କୋରାପୁଟ ଜିଲ୍ଲାରୁ – ୧୨
୨୦- ମାଲକାନଗିରି : ୨୪
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୧
୨୨- ନବରଙ୍ଗପୁର ଜିଲ୍ଲାରେ: ୨
୨୩- ନୟାଗଡ଼ ଜିଲ୍ଲାରୁ – ୮
୨୪- ନୂଆପଡ଼ା ଜିଲ୍ଲାରୁ – ୭
୨୫- ପୁରୀ ଜିଲ୍ଲାରୁ – ୬୫
୨୬- ରାୟଗଡ଼ା ଜିଲ୍ଲାରୁ – ୧୯୭
୨୭- ସମ୍ବଲପୁର ଜିଲ୍ଲାରୁ – ୫୧
୨୮- ସୋନପୁର ଜିଲ୍ଲାରୁ – ୬
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୭୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୩୫୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୯] ଜଣ ସକ୍ରୀୟ ଅଛନ୍ତି। ୨୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୦୧୨ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୦ [+୧୨] ଜଣ ସକ୍ରୀୟ ଅଛନ୍ତି। ୭୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୪୩୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୫] ଜଣ ସକ୍ରୀୟ ଅଛନ୍ତି। ୩୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬୫୧ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୪୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୩ ଜଣ ସକ୍ରୀୟ ଅଛନ୍ତି। ୩୦୦ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୧୫୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୫] ଜଣ ସକ୍ରୀୟ ଅଛନ୍ତି। ୮୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୨, ୨୪୮ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୯ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୧, ୪୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୨] ଜଣ ସକ୍ରୀୟ ଅଛନ୍ତି। ୬୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩୫୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୪୪ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୧, ୬୦୧ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୭ [+୯୦] ଜଣ ସକ୍ରୀୟ ଅଛନ୍ତି। ୮୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୦, ୯୯୨ [+୩୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୪୦୨ [+୩୧୬] ଜଣ ସକ୍ରୀୟ ଅଛନ୍ତି। ୭, ୪୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୪]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୭୪୨ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୫୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୩୪୫ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୭ [+୫୬] ଜଣ ସକ୍ରୀୟ ଅଛନ୍ତି। ୧, ୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୨୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୬] ଜଣ ସକ୍ରୀୟ ଅଛନ୍ତି। ୨୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୫୫ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୮ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୬୧୬ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୧ [+୪୪] ଜଣ ସକ୍ରୀୟ ଅଛନ୍ତି। ୩୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୫୧୪ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୨୨] ଜଣ ସକ୍ରୀୟ ଅଛନ୍ତି। ୪୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୭୯୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୪ [+୨] ଜଣ ସକ୍ରୀୟ ଅଛନ୍ତି। ୫୯୪ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪, ୭୦୩ [+୨୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୫୦ [+୨୧୫] ଜଣ ସକ୍ରୀୟ ଅଛନ୍ତି। ୧, ୯୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୮୨୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୯ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୮୦ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୫୯୦ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୬୯୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୪ [+୧] ଜଣ ସକ୍ରୀୟ ଅଛନ୍ତି। ୪୬୬ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୮୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୨] ଜଣ ସକ୍ରୀୟ ଅଛନ୍ତି। ୧୮୭ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୬୬୪ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୦ [+୮] ଜଣ ସକ୍ରୀୟ ଅଛନ୍ତି। ୩୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୫୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୭] ଜଣ ସକ୍ରୀୟ ଅଛନ୍ତି। ୧୦୩ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୮୬୮ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୮ [+୬୫] ଜଣ ସକ୍ରୀୟ ଅଛନ୍ତି। ୪୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୦୯୪ [+୧୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୭ [+୧୯୭] ଜଣ ସକ୍ରୀୟ ଅଛନ୍ତି। ୪୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୪୮୮ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୪ [+୫୧] ଜଣ ସକ୍ରୀୟ ଅଛନ୍ତି। ୨୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୦୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୬] ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧, ୫୧୧ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୪ [+୭୫] ଜଣ ସକ୍ରୀୟ ଅଛନ୍ତି। ୮୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.