Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୨, ସେପ‌୍ଟେମ୍ବର

138

ଭୁବନେଶ୍ୱର ୦୨-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୩୨୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୦୯୭୮୦ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୩୪୮୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୮୯୧୦୯୯। ମୋଟ ଆକ୍ରାନ୍ତ ୧୦୯୭୮୦ କୁ ବୃଦ୍ଧିପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୮୦୭୭୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୮୪୪୩ ଜଣ।

ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୧୪ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,
ଭଦ୍ରକ ଜିଲ୍ଲାରୁ ଜଣେ,
ଗଞ୍ଜାମ ଜିଲ୍ଲାରୁ ୩ ଜଣ,
ଜଗତସିଂହପୁର ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ,
ପୁରୀ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,
ସମ୍ବଲପୁର ଜିଲ୍ଲାରୁ ଜଣେ,


ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧ – ବାଲେଶ୍ୱର ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ୫୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ୬୩ ବର୍ଷ ବୟସ୍କା ମହିଳା।

୬- ଗଞ୍ଜାମ ଜିଲ୍ଲାର ୩୫ ବର୍ଷ ବୟସ୍କ ପୁରୁଷ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮- ଜଗତସିଂହପୁର ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- ପୁରୀ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୦- ରାୟଗଡା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ରକ୍ତହୀନତାର ଶିକାର ହୋଇଥିଲେ।

୧୧- ସମ୍ବଲପୁର ଜିଲ୍ଲାର ୫୮ ବର୍ଷ ବୟସ୍କା ମହିଳା।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୩୨୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୬୬

୨- ବାଲେଶ୍ୱର ଜିଲ୍ଲାରୁ –  ୧୯୪

୩- ବରଗଡ଼ ଜିଲ୍ଲାରୁ –  ୧୮୫

୪- ଭଦ୍ରକ ଜିଲ୍ଲାରୁ –  ୮୭

୫- ବଲାଙ୍ଗୀର ଜିଲ୍ଲାରୁ –  ୧୦

୬- ବୌଦ୍ଦ ଜିଲ୍ଲାରୁ –  ୩୬

୭- କଟକ ଜିଲ୍ଲାରୁ –  ୪୦୦

୮- ଢେଙ୍କାନାଳ ଜିଲ୍ଲାରୁ –  ୩୭

୯- ଗଜପତି ଜିଲ୍ଲାରୁ –  ୨୭

୧୦- ଗଞ୍ଜାମ ଜିଲ୍ଲାରୁ –  ୧୬୯

୧୧- ଜଗତସିଂହପୁର ଜିଲ୍ଲାରୁ –  ୬୦

୧୨- ଯାଜପୁର ଜିଲ୍ଲାରୁ –  ୧୧୭

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୬୦

୧୪- କଳାହାଣ୍ଡି ଜିଲ୍ଲାରୁ –  ୩୭

୧୫- କନ୍ଧମାଳ ଜିଲ୍ଲାରୁ –  ୩୨

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୭

୧୭- କେନ୍ଦୁଝର ଜିଲ୍ଲାରୁ –  ୧୦୨

୧୮- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୭୩୧

୧୯- କୋରାପୁଟ ଜିଲ୍ଲାରୁ –  ୯୦

୨୦- ମାଲକାନଗିରି : ୧୩

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୧୩୭

୨୨- ନବରଙ୍ଗପୁର ଜିଲ୍ଲାରେ: ୫୫

୨୩- ନୟାଗଡ଼ ଜିଲ୍ଲାରୁ –  ୬୨

୨୪- ନୂଆପଡ଼ା ଜିଲ୍ଲାରୁ –  ୪୯

୨୫- ପୁରୀ ଜିଲ୍ଲାରୁ –  ୨୧୭

୨୬- ରାୟଗଡ଼ା ଜିଲ୍ଲାରୁ –  ୨୫

୨୭- ସମ୍ବଲପୁର ଜିଲ୍ଲାରୁ –  ୭୮

୨୮- ସୋନପୁର ଜିଲ୍ଲାରୁ –  ୨୬

୨୯- ସୁନ୍ଦରଗଡ଼ ଜିଲ୍ଲାରୁ –  ୬୦

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୯୭୫ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୮ [+୬୬] ଜଣ ସକ୍ରୀୟ ଅଛନ୍ତି। ୫୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୩, ୯୩୪ [+୧୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୨ [+୧୯୩] ଜଣ ସକ୍ରୀୟ ଅଛନ୍ତି। ୨, ୯୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨, ୩୯୫ [+୧୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୪୪ [+୧୮୫] ଜଣ ସକ୍ରୀୟ ଅଛନ୍ତି। ୧, ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨, ୮୧୩ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୧ [+୮୬] ଜଣ ସକ୍ରୀୟ ଅଛନ୍ତି। ୨, ୧୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୮୬୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୧, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୬୫୪ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୩୬] ଜଣ ସକ୍ରୀୟ ଅଛନ୍ତି। ୫୩୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୮, ୯୯୪ [+୪୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୦୫ [+୪୦୦] ଜଣ ସକ୍ରୀୟ ଅଛନ୍ତି। ୫, ୪୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୨୦୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସକ୍ରୀୟ ଅଛନ୍ତି। ୧୭୫ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୭୯୬ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୦ [+୩୭] ଜଣ ସକ୍ରୀୟ ଅଛନ୍ତି। ୧, ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୯୦୪ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୮ [+୨୭] ଜଣ ସକ୍ରୀୟ ଅଛନ୍ତି। ୨, ୬୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୮, ୨୩୮ [+୧୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୫୧ [+୧୬୬] ଜଣ ସକ୍ରୀୟ ଅଛନ୍ତି। ୧୬, ୫୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୯୮୯ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୬ [+୫୯] ଜଣ ସକ୍ରୀୟ ଅଛନ୍ତି। ୧, ୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୩, ୯୯୫ [+୧୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୯ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୨, ୯୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧, ୩୮୦ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୪ [+୬୦] ଜଣ ସକ୍ରୀୟ ଅଛନ୍ତି। ୮୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୪୫୨ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୭ [+୩୭] ଜଣ ସକ୍ରୀୟ ଅଛନ୍ତି। ୧, ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୨୫୭ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୫ [+୩୨] ଜଣ ସକ୍ରୀୟ ଅଛନ୍ତି। ୧, ୯୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧, ୯୩୯ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୫ [+୫୭] ଜଣ ସକ୍ରୀୟ ଅଛନ୍ତି। ୧, ୨୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨, ୦୭୧ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୧୦୨] ଜଣ ସକ୍ରୀୟ ଅଛନ୍ତି। ୧, ୪୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୮, ୧୫୯ [+୭୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୬୨୯ [+୭୨୯] ଜଣ ସକ୍ରୀୟ ଅଛନ୍ତି। ୧୧, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୩, ୭୧୫ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୦ [+୯୦] ଜଣ ସକ୍ରୀୟ ଅଛନ୍ତି। ୨, ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୪୧୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୬ [+୧୩] ଜଣ ସକ୍ରୀୟ ଅଛନ୍ତି। ୧, ୯୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୩, ୭୯୪ [+୧୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୯୬ [+୧୩୭] ଜଣ ସକ୍ରୀୟ ଅଛନ୍ତି। ୨, ୧୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧, ୧୮୬ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୦ [+୫୫] ଜଣ ସକ୍ରୀୟ ଅଛନ୍ତି। ୮୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୧୧୫ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୦ [+୬୨] ଜଣ ସକ୍ରୀୟ ଅଛନ୍ତି। ୨, ୩୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୫୫୮ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୦ [+୪୯] ଜଣ ସକ୍ରୀୟ ଅଛନ୍ତି। ୩୫୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩, ୮୫୩ [+୨୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୪ [+୨୧୬] ଜଣ ସକ୍ରୀୟ ଅଛନ୍ତି। ୨, ୭୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୪, ୮୬୧ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୫ [+୨୪] ଜଣ ସକ୍ରୀୟ ଅଛନ୍ତି। ୪, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨, ୯୮୪ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୨ [+୭୭] ଜଣ ସକ୍ରୀୟ ଅଛନ୍ତି। ୨, ୦୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୭୪୬ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୨ [+୨୬] ଜଣ ସକ୍ରୀୟ ଅଛନ୍ତି। ୪୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୪, ୫୩୫ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୯ [+୬୦] ଜଣ ସକ୍ରୀୟ ଅଛନ୍ତି। ୩, ୭୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.