Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୩୦, ଅଗଷ୍ଟ

240

ଭୁବନେଶ୍ୱର ୩୦-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୩୦୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୦୦୯୩୪ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୨୮୮୮ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୭୩୧୫୫୬। ମୋଟ ଆକ୍ରାନ୍ତ ୧୦୦୯୩୪ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୭୦୭୧୪ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୯୬୮୫ ଜଣ।
ପୁଣି କରୋନା ନେଇଛି ୧୨ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଖୋର୍ଦ୍ଧା ଜିଲ୍ଲାରୁ ଜଣେ
କଟକ ଜିଲ୍ଲାରୁ ଜଣେ
ଗଞ୍ଜାମ ଜିଲ୍ଲାରୁ ୪ ଜଣ
ଯାଜପୁର ଜିଲ୍ଲାରୁ ଜଣେ
ମାଲକାନଗିରି ଜିଲ୍ଲାରୁ ଜଣେ
ନବରଙ୍ଗପୁର ଜିଲ୍ଲାରୁ ଜଣେ
ପୁରୀ ଜିଲ୍ଲାରୁ ଜଣେ
ରାୟଗଡା ଜିଲ୍ଲାରୁ ଜଣେ
ସୁନ୍ଦରଗଡ ଜିଲ୍ଲାରୁ ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୨ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମର ୩୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ହାଇପରଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୭- ଯାଜପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- ମାଲକାନଗିରି ଜିଲ୍ଲାର ୫୯ ବର୍ଷ ବୟସ୍କ ପୁରୁଷ।

୯- ନବରଙ୍ଗପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୧୦- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଡିସମ୍ପେନ୍ସେଟେଡ୍ କ୍ରୋନିକ୍ ଲିଭର ରୋଗରେ ପୀଡିତ ଥିଲେ।

୧୧- ରାୟଗଡା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୧୨- ସୁନ୍ଦରଗଡ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ସେରେବ୍ରୋଭାସ୍କୁଲାର ଦୁର୍ଘଟଣା ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ଆଜି ୨୯ ଜିଲ୍ଲାରୁ ୩୦୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୨୫

୨- ବାଲେଶ୍ୱର ଜିଲ୍ଲାରୁ – ୧୩୮

୩- ବରଗଡ଼ ଜିଲ୍ଲାରୁ – ୧୨୪

୪- ଭଦ୍ରକ ଜିଲ୍ଲାରୁ – ୪୦

୫- ବଲାଙ୍ଗୀର ଜିଲ୍ଲାରୁ – ୩୫

୬- କଟକ ଜିଲ୍ଲାରୁ – ୩୩୭

୭- ଦେବଗଡ଼ ଜିଲ୍ଲାରୁ – ୨

୮- ଢେଙ୍କାନାଳ ଜିଲ୍ଲାରୁ – ୪୯

୯- ଗଜପତି ଜିଲ୍ଲାରୁ – ୯

୧୦- ଗଞ୍ଜାମ ଜିଲ୍ଲାରୁ – ୨୧୬

୧୧- ଜଗତସିଂହପୁର ଜିଲ୍ଲାରୁ – ୬୬

୧୨- ଯାଜପୁର ଜିଲ୍ଲାରୁ – ୩୮

୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୪୫

୧୪- କଳାହାଣ୍ଡି ଜିଲ୍ଲାରୁ – ୪୦

୧୫- କନ୍ଧମାଳ ଜିଲ୍ଲାରୁ – ୬୦

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୪

୧୭- କେନ୍ଦୁଝର ଜିଲ୍ଲାରୁ – ୬୮

୧୮- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୬୮୪

୧୯- କୋରାପୁଟ ଜିଲ୍ଲାରୁ – ୧୨୦

୨୦- ମାଲକାନଗିରି : ୪୯

୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୯୨

୨୨- ନବରଙ୍ଗପୁର ଜିଲ୍ଲାରେ: ୩୮

୨୩- ନୟାଗଡ଼ ଜିଲ୍ଲାରୁ – ୨୯

୨୪- ନୂଆପଡ଼ା ଜିଲ୍ଲାରୁ – ୭

୨୫- ପୁରୀ ଜିଲ୍ଲାରୁ – ୧୧୮

୨୬- ରାୟଗଡ଼ା ଜିଲ୍ଲାରୁ – ୧୦୪

୨୭- ସମ୍ବଲପୁର ଜିଲ୍ଲାରୁ – ୧୦୨

୨୮- ସୋନପୁର ଜିଲ୍ଲାରୁ – ୪୪

୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୯୧

ଜିଲ୍ଲାୱାରୀ ତଥ୍ୟ-

ଅନୁଗୁଳ ଜିଲ୍ଲା ରେ ୮୩୭ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୪୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୩, ୫୯୭ [+୧୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୪ [+୧୩୮] ଜଣ ସକ୍ରୀୟ ଅଛନ୍ତି। ୨, ୬୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨, ୦୬୭ [+୧୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୮ [+୧୨୪] ଜଣ ସକ୍ରୀୟ ଅଛନ୍ତି। ୧, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨, ୫୮୫ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୬ [+୪୦] ଜଣ ସକ୍ରୀୟ ଅଛନ୍ତି। ୧, ୮୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୭୮୬ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୬ [+୩୫] ଜଣ ସକ୍ରୀୟ ଅଛନ୍ତି। ୧, ୨୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୬୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ ଜଣ ସକ୍ରୀୟ ଅଛନ୍ତି। ୫୧୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୮, ୦୪୬ [+୩୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୯୮ [+୩୩୬] ଜଣ ସକ୍ରୀୟ ଅଛନ୍ତି। ୪, ୭୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୨୦୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୨] ଜଣ ସକ୍ରୀୟ ଅଛନ୍ତି। ୧୪୮ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୫୬୦ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୯ [+୪୯] ଜଣ ସକ୍ରୀୟ ଅଛନ୍ତି। ୧, ୦୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୮୪୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୬ [+୯] ଜଣ ସକ୍ରୀୟ ଅଛନ୍ତି। ୨, ୫୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୭, ୬୭୨ [+୨୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୯୨ [+୨୧୨] ଜଣ ସକ୍ରୀୟ ଅଛନ୍ତି। ୧୫, ୮୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୯ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୧, ୭୬୯ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୨ [+୬୬] ଜଣ ସକ୍ରୀୟ ଅଛନ୍ତି। ୧, ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୩, ୬୯୦ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୯୯ [+୩୭] ଜଣ ସକ୍ରୀୟ ଅଛନ୍ତି। ୨, ୨୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧, ୧୭୬ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୨ [+୪୫] ଜଣ ସକ୍ରୀୟ ଅଛନ୍ତି। ୭୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୨୭୦ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୫ [+୪୦] ଜଣ ସକ୍ରୀୟ ଅଛନ୍ତି। ୯୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୧୮୬ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୭ [+୬୦] ଜଣ ସକ୍ରୀୟ ଅଛନ୍ତି। ୧, ୭୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧, ୬୨୬ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୩ [+୪୪] ଜଣ ସକ୍ରୀୟ ଅଛନ୍ତି। ୯୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୧, ୮୩୩ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୯ [+୬୮] ଜଣ ସକ୍ରୀୟ ଅଛନ୍ତି। ୧, ୩୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୬, ୧୪୬ [+୬୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୩୦୨ [+୬୮୩] ଜଣ ସକ୍ରୀୟ ଅଛନ୍ତି। ୯, ୭୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୩, ୩୫୯ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୮ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୨, ୪୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୨୯୩ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୨ [+୪୮] ଜଣ ସକ୍ରୀୟ ଅଛନ୍ତି। ୧, ୬୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୩, ୩୭୦ [+୨୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୮୩ [+୨୯୨] ଜଣ ସକ୍ରୀୟ ଅଛନ୍ତି। ୧, ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧, ୦୬୭ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୬ [+୩୭] ଜଣ ସକ୍ରୀୟ ଅଛନ୍ତି। ୭୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୨, ୮୯୫ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୩ [+୨୯] ଜଣ ସକ୍ରୀୟ ଅଛନ୍ତି। ୧, ୯୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୪୧୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ [+୭] ଜଣ ସକ୍ରୀୟ ଅଛନ୍ତି। ୩୧୭ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩, ୪୫୪ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୪ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୨, ୩୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୪, ୭୬୯ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୦୧ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୨, ୯୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୨, ୭୪୫ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୫ [+୧୦୨] ଜଣ ସକ୍ରୀୟ ଅଛନ୍ତି। ୧, ୮୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୬୭୭ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୪ [+୪୪] ଜଣ ସକ୍ରୀୟ ଅଛନ୍ତି। ୪୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୪, ୪୦୦ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୦ [+୯୦] ଜଣ ସକ୍ରୀୟ ଅଛନ୍ତି। ୩, ୩୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.