Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୩୦, ଜୁଲାଇ

214

ଭୁବନେଶ୍ୱର ୩୦-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୨୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୦୩୭୮ କୁ ବୃଦ୍ଧି ପାଇଛି। ୨୮ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ଚିହ୍ନଟ ହୋଇଛିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୭୫୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୮୭୮ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୦୦୨୩୮। ମୋଟ ଆକ୍ରାନ୍ତ ୩୦୩୭୮ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୧୮୯୩୮ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୧୨୩୫ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୬୯ କୁ ବୃଦ୍ଧି ପାଇଛି।

ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧାରୁ ୨ ଜଣ, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ସମ୍ବଲପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୪୩ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ।

୫- ନୟାଗଡ଼ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ କି ୟୁରେମିକ୍ ଏନସେଫାଲୋପାଥି ସହିତ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୩୩ ବର୍ଷ ବୟସ୍କ ପୁରୁଷ।

୭- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୯- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୦- ରାୟଗଡା ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୨୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୫
୨- ବାଲେଶ୍ୱର ଜିଲ୍ଲାରୁ – ୨୦
୩- ବରଗଡ଼ ଜିଲ୍ଲାରୁ – ୧୨
୪- ଭଦ୍ରକ ଜିଲ୍ଲାରୁ – ୫୩
୫- ବଲାଙ୍ଗୀର ଜିଲ୍ଲାରୁ – ୬
୬- ବୌଦ୍ଦ ଜିଲ୍ଲାରୁ – ୩
୭- କଟକ ଜିଲ୍ଲାରୁ – ୯୭
୮- ଦେବଗଡ଼ ଜିଲ୍ଲାରୁ – ୮
୯- ଢେଙ୍କାନାଳ ଜିଲ୍ଲାରୁ – ୩
୧୦- ଗଜପତି ଜିଲ୍ଲାରୁ – ୭୨
୧୧- ଗଞ୍ଜାମ ଜିଲ୍ଲାରୁ – ୨୫୦
୧୨- ଜଗତସିଂହପୁର ଜିଲ୍ଲାରୁ – ୮
୧୩- ଯାଜପୁର ଜିଲ୍ଲାରୁ – ୪୬
୧୪- କଳାହାଣ୍ଡି ଜିଲ୍ଲାରୁ – ୪
୧୫- କନ୍ଧମାଳ ଜିଲ୍ଲାରୁ – ୧୪
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪
୧୭- କେନ୍ଦୁଝର ଜିଲ୍ଲାରୁ – ୧୧
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୨୦
୧୯- କୋରାପୁଟ ଜିଲ୍ଲାରୁ – ୬୬
୨୦- ମାଲକାନଗିରି : ୬୫
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୧୬
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨୪
୨୪- ପୁରୀ ଜିଲ୍ଲାରୁ – ୯
୨୫- ରାୟଗଡ଼ା ଜିଲ୍ଲାରୁ – ୪୫
୨୬- ସମ୍ବଲପୁର ଜିଲ୍ଲାରୁ – ୪୦
୨୭- ସୋନପୁର ଜିଲ୍ଲାରୁ – ୪
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୭୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୩୦୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯୩୪ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୨୦] ଜଣ ସକ୍ରୀୟ ଅଛନ୍ତି। ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୪୦୨ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୩୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬୦୫ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୮ [+୫୩] ଜଣ ସକ୍ରୀୟ ଅଛନ୍ତି। ୪୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪୦୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୬] ଜଣ ସକ୍ରୀୟ ଅଛନ୍ତି। ୨୮୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୧୩୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୩] ଜଣ ସକ୍ରୀୟ ଅଛନ୍ତି। ୭୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୨, ୦୪୩ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୦ [+୯୭] ଜଣ ସକ୍ରୀୟ ଅଛନ୍ତି। ୧, ୨୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୯୨ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୮] ଜଣ ସକ୍ରୀୟ ଅଛନ୍ତି। ୬୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨୦୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୩] ଜଣ ସକ୍ରୀୟ ଅଛନ୍ତି। ୧୩୪ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୧, ୩୦୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୪ [+୭୨] ଜଣ ସକ୍ରୀୟ ଅଛନ୍ତି। ୭୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୯, ୯୯୬ [+୨୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୦୧ [+୨୪୬] ଜଣ ସକ୍ରୀୟ ଅଛନ୍ତି। ୬, ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୦ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬୯୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୮] ଜଣ ସକ୍ରୀୟ ଅଛନ୍ତି। ୫୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୨୨୫ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୯ [+୪୬] ଜଣ ସକ୍ରୀୟ ଅଛନ୍ତି। ୯୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୩୦୩ ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ ଜଣ ସକ୍ରୀୟ ଅଛନ୍ତି। ୨୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧୬୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୪] ଜଣ ସକ୍ରୀୟ ଅଛନ୍ତି। ୮୪ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୪୭୭ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪୬୩ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୭୪୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୪ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୬୬ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩, ୯୮୬ [+୨୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୯୫ [+୨୧୮] ଜଣ ସକ୍ରୀୟ ଅଛନ୍ତି। ୧, ୬୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬୯୦ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୦ [+୬୬] ଜଣ ସକ୍ରୀୟ ଅଛନ୍ତି। ୨୨୦ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୫୧୦ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୦ [+୬୫] ଜଣ ସକ୍ରୀୟ ଅଛନ୍ତି। ୩୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୬୩୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୩୪ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨୩୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୪] ଜଣ ସକ୍ରୀୟ ଅଛନ୍ତି। ୧୫୫ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫୫୬ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୦ [+୨୩] ଜଣ ସକ୍ରୀୟ ଅଛନ୍ତି। ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ ଜଣ ସକ୍ରୀୟ ଅଛନ୍ତି। ୧୦୩ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୭୧୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୬ [+୯] ଜଣ ସକ୍ରୀୟ ଅଛନ୍ତି। ୩୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬୯୩ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୪ [+୪୪] ଜଣ ସକ୍ରୀୟ ଅଛନ୍ତି। ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩୪୨ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୬ [+୩୯] ଜଣ ସକ୍ରୀୟ ଅଛନ୍ତି। ୧୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୮୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୪] ଜଣ ସକ୍ରୀୟ ଅଛନ୍ତି। ୫୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୧, ୨୯୮ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୦ [+୭୩] ଜଣ ସକ୍ରୀୟ ଅଛନ୍ତି। ୭୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.