Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୩୧, ଜୁଲାଇ

236

ଭୁବନେଶ୍ୱର ୩୧-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୪୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୧୮୭୭ କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ୫୮୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୮୦୭ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୧୪୫୭୩। ମୋଟ ଆକ୍ରାନ୍ତ ୩୧୮୭୭ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୯୭୪୫ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୧୯୧୮ ଜଣ।

ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୭୭ କୁ ବୃଦ୍ଧି ପାଇଛି।

ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧାରୁ ଜଣେ, ନୟାଗଡ଼, ଗଜପତି ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୨- ଖୋର୍ଦ୍ଧା ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ୟୁରେମିକ୍ ଏନସେଫାଲୋପାଥି ସହିତ ଶେଷ ପର୍ଯ୍ୟାୟ ବୃକକ୍ ରୋଗରେ ପୀଡିତ ଥିଲେ।
୩- ଗଞ୍ଜାମ ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷ।
୪- ନୟାଗଡ଼ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ସେରେବ୍ରୋଭାସ୍କୁଲାର (ଷ୍ଟ୍ରୋକ) ରେ ମଧ୍ୟ ପୀଡିତ ଥିଲେ।
୫- ଗଜପତି ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କା ମହିଳା।
୬- ସୁନ୍ଦରଗଡ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୭- ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ।
୮- ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏକି ପାର୍କିନ୍ସନିଜିମ୍, କରୋନାରୀ ଧମନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୪୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୨୫
୨- ବାଲେଶ୍ୱର ଜିଲ୍ଲାରୁ – ୩୭
୩- ବରଗଡ଼ ଜିଲ୍ଲାରୁ – ୧୦
୪- ଭଦ୍ରକ ଜିଲ୍ଲାରୁ – ୧
୫- ବଲାଙ୍ଗୀର ଜିଲ୍ଲାରୁ – ୧୯
୬- କଟକ ଜିଲ୍ଲାରୁ – ୨୮
୭- ଦେବଗଡ଼ ଜିଲ୍ଲାରୁ – ୨
୮- ଢେଙ୍କାନାଳ ଜିଲ୍ଲାରୁ – ୯୨
୯- ଗଜପତି ଜିଲ୍ଲାରୁ – ୯୭
୧୦- ଗଞ୍ଜାମ ଜିଲ୍ଲାରୁ – ୩୬୮
୧୧- ଜଗତସିଂହପୁର ଜିଲ୍ଲାରୁ – ୧୫
୧୨- ଯାଜପୁର ଜିଲ୍ଲାରୁ – ୧୯
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୭
୧୪- କଳାହାଣ୍ଡି ଜିଲ୍ଲାରୁ – ୪୪
୧୫- କନ୍ଧମାଳ ଜିଲ୍ଲାରୁ – ୫୦
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪
୧୭- କେନ୍ଦୁଝର ଜିଲ୍ଲାରୁ – ୧୬
୧୮- ଖୋର୍ଦ୍ଧା ଜିଲ୍ଲାରୁ ୨୧୪
୧୯- କୋରାପୁଟ ଜିଲ୍ଲାରୁ – ୮୧
୨୦- ମାଲକାନଗିରି : ୨୬
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୧୩
୨୨- ନବରଙ୍ଗପୁର ଜିଲ୍ଲାରେ: ୩୩
୨୩- ନୟାଗଡ଼ ଜିଲ୍ଲାରୁ – ୬୭
୨୪- ନୂଆପଡ଼ା ଜିଲ୍ଲାରୁ – ୯
୨୫- ପୁରୀ ଜିଲ୍ଲାରୁ – ୩୬
୨୬- ରାୟଗଡ଼ା ଜିଲ୍ଲାରୁ – ୪୦
୨୭- ସମ୍ବଲପୁର ଜିଲ୍ଲାରୁ – ୫୬
୨୮- ସୋନପୁର ଜିଲ୍ଲାରୁ – ୫
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୭୫

 ଜିଲ୍ଲାୱାରୀ ତଥ୍ୟ-

ଅନୁଗୁଳ ଜିଲ୍ଲା ରେ ୩୩୦ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୨୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯୭୧ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୨ [+୩୭] ଜଣ ସକ୍ରୀୟ ଅଛନ୍ତି। ୭୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୪୧୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬୦୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୬ [+୧] ଜଣ ସକ୍ରୀୟ ଅଛନ୍ତି। ୪୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪୨୫ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୨ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୯୩ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ ଜଣ ସକ୍ରୀୟ ଅଛନ୍ତି। ୭୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୨, ୦୭୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୬ [+୨୮] ଜଣ ସକ୍ରୀୟ ଅଛନ୍ତି। ୧, ୨୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୯୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୬୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨୯୬ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୮ [+୯୨] ଜଣ ସକ୍ରୀୟ ଅଛନ୍ତି। ୧୩୮ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୧, ୪୦୨ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୬ [+୯୬] ଜଣ ସକ୍ରୀୟ ଅଛନ୍ତି। ୭୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୦, ୩୬୪ [+୩୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୩୪ [+୩୬୪] ଜଣ ସକ୍ରୀୟ ଅଛନ୍ତି। ୭, ୧୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ [+୪]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୭୧୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୫୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୨୪୪ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୭ [+୧୯] ଜଣ ସକ୍ରୀୟ ଅଛନ୍ତି। ୧, ୦୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୩୧୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୭] ଜଣ ସକ୍ରୀୟ ଅଛନ୍ତି। ୨୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୨୦୭ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ [+୪୪] ଜଣ ସକ୍ରୀୟ ଅଛନ୍ତି। ୮୪ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୫୨୭ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୫୦] ଜଣ ସକ୍ରୀୟ ଅଛନ୍ତି। ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪୭୭ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୭୫୭ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୪୯୫ ଜଣ ସୁସ୍ଥ ହୋଇଛନ୍ତି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪, ୨୦୦ [+୨୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୪୯୬ [+୨୧୩] ଜଣ ସକ୍ରୀୟ ଅଛନ୍ତି। ୧, ୬୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭୭୧ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୦ [+୮୧] ଜଣ ସକ୍ରୀୟ ଅଛନ୍ତି। ୨୨୧ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୫୩୬ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୬୫୨ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୨ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୪୮ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨୬୯ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୩୩] ଜଣ ସକ୍ରୀୟ ଅଛନ୍ତି। ୧୫୫ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୬୨୩ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୩ [+୬୬] ଜଣ ସକ୍ରୀୟ ଅଛନ୍ତି। ୩୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧୩୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ [+୯] ଜଣ ସକ୍ରୀୟ ଅଛନ୍ତି। ୧୦୩ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୭୫୩ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୧ [+୩୬] ଜଣ ସକ୍ରୀୟ ଅଛନ୍ତି। ୩୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭୩୩ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୭ [+୪୦] ଜଣ ସକ୍ରୀୟ ଅଛନ୍ତି। ୪୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩୯୮ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୫ [+୫୬] ଜଣ ସକ୍ରୀୟ ଅଛନ୍ତି। ୧୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୯୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୫] ଜଣ ସକ୍ରୀୟ ଅଛନ୍ତି। ୫୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୧, ୩୭୩ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୦ [+୭୪] ଜଣ ସକ୍ରୀୟ ଅଛନ୍ତି। ୮୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.