Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୩, ଅଗଷ୍ଟ

277

ଭୁବନେଶ୍ୱର ୩-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୬ ଜିଲ୍ଲାରୁ ୧୩୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୬୨୯୭ କୁ ବୃଦ୍ଧି ପାଇଛି। ୨୬ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୬୮୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୫୬୫୮୮। ମୋଟ ଆକ୍ରାନ୍ତ ୩୬୨୯୭। ମୋଟ ସୁସ୍ଥ ହେଲେଣି ୨୧୯୫୪ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୪୦୯୫ ଜଣ।

ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୦୭ କୁ ବୃଦ୍ଧି ପାଇଛି।

ଗଜପତିଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଦା ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଗଞ୍ଜାମ ଏବଂ ମାଲକାନାଗିରିରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୧ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୨- କଳାହାଣ୍ଡି ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଜପତି ଜିଲ୍ଲାର ୩୪ ବର୍ଷ ବୟସ୍କ ପୁରୁଷ।

୪- ରାୟଗଡା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ।

୬- ରାୟଗଡା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ଏବଂ ମୋର୍ବିଡ୍ ମେଦବହୁଳତାର ଶିକାର ହୋଇଥିଲେ।

୭- ରାୟଗଡା ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କା ମହିଳା।

୯- ଗଜପତି ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟାଇଟିସ୍-ବି ଏବଂ ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୧୦- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।

ଆଜି ୨୬ ଜିଲ୍ଲାରୁ ୧୩୮୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୧୩
୨- ବାଲେଶ୍ୱର ଜିଲ୍ଲାରୁ – ୭୯
୩- ବରଗଡ଼ ଜିଲ୍ଲାରୁ – ୩୩
୪- ଭଦ୍ରକ ଜିଲ୍ଲାରୁ – ୨୫
୫- ବଲାଙ୍ଗୀର ଜିଲ୍ଲାରୁ – ୫୧
୬- କଟକ ଜିଲ୍ଲାରୁ – ୮୯
୭- ଢେଙ୍କାନାଳ ଜିଲ୍ଲାରୁ – ୧୧
୮- ଗଜପତି ଜିଲ୍ଲାରୁ – ୬୧
୯- ଗଞ୍ଜାମ ଜିଲ୍ଲାରୁ – ୩୩୧
୧୦- ଜଗତସିଂହପୁର ଜିଲ୍ଲାରୁ – ୨୨
୧୧- ଯାଜପୁର ଜିଲ୍ଲାରୁ – ୧୮
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୭
୧୩- କଳାହାଣ୍ଡି ଜିଲ୍ଲାରୁ – ୪
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୧
୧୫- ଖୋର୍ଦ୍ଧା ଜିଲ୍ଲାରୁ : ୨୧୧
୧୬- କୋରାପୁଟ ଜିଲ୍ଲାରୁ – ୯୭
୧୭- ମାଲକାନଗିରି : ୩୯
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୨୯
୧୯- ନବରଙ୍ଗପୁର ଜିଲ୍ଲାରେ: ୨୬
୨୦- ନୟାଗଡ଼ ଜିଲ୍ଲାରୁ – ୨୨
୨୧- ନୂଆପଡ଼ା ଜିଲ୍ଲାରୁ – ୫
୨୨- ପୁରୀ ଜିଲ୍ଲାରୁ – ୧୭
୨୩- ରାୟଗଡ଼ା ଜିଲ୍ଲାରୁ – ୩୮
୨୪- ସମ୍ବଲପୁର ଜିଲ୍ଲାରୁ – ୯୩
୨୫- ସୋନପୁର ଜିଲ୍ଲାରୁ – ୬
୨୬- ସୁନ୍ଦରଗଡ଼ ଜିଲ୍ଲାରୁ – ୪୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୩୬୭ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୦୯୧ [+୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୪ [+୭୯] ଜଣ ସକ୍ରୀୟ ଅଛନ୍ତି। ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୪୬୩ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୩୩] ଜଣ ସକ୍ରୀୟ ଅଛନ୍ତି। ୩୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬୭୬ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୭ [+୨୫] ଜଣ ସକ୍ରୀୟ ଅଛନ୍ତି। ୫୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୫୧୪ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୮ [+୫୧] ଜଣ ସକ୍ରୀୟ ଅଛନ୍ତି। ୩୦୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୧୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ ଜଣ ସକ୍ରୀୟ ଅଛନ୍ତି। ୮୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୨, ୩୩୭ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୭ [+୮୯] ଜଣ ସକ୍ରୀୟ ଅଛନ୍ତି। ୧, ୫୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩୬୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୬୨ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୧, ୬୬୨ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୮ [+୫୯] ଜଣ ସକ୍ରୀୟ ଅଛନ୍ତି। ୯୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୧, ୩୨୩ [+୩୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୬୮୬ [+୩୨୭] ଜଣ ସକ୍ରୀୟ ଅଛନ୍ତି। ୭, ୫୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୭ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୭୬୪ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୨୨] ଜଣ ସକ୍ରୀୟ ଅଛନ୍ତି। ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧, ୩୬୩ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୧ [+୧୮] ଜଣ ସକ୍ରୀୟ ଅଛନ୍ତି। ୧, ୦୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୩୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୭] ଜଣ ସକ୍ରୀୟ ଅଛନ୍ତି। ୨୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୫୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୩] ଜଣ ସକ୍ରୀୟ ଅଛନ୍ତି। ୧୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୬୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୧ ଜଣ ସକ୍ରୀୟ ଅଛନ୍ତି। ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୫୨୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୭୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୬ ଜଣ ସକ୍ରୀୟ ଅଛନ୍ତି। ୬୧୨ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪, ୯୧୪ [+୨୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୮୯୯ [+୨୧୦] ଜଣ ସକ୍ରୀୟ ଅଛନ୍ତି। ୧, ୯୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୯୨୬ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୦ [+୯୭] ଜଣ ସକ୍ରୀୟ ଅଛନ୍ତି। ୩୪୬ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୬୨୯ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୫ [+୩୮] ଜଣ ସକ୍ରୀୟ ଅଛନ୍ତି। ୩୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୭୨୧ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୩ [+୨୯] ଜଣ ସକ୍ରୀୟ ଅଛନ୍ତି। ୪୭୬ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୦୬ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୨୬] ଜଣ ସକ୍ରୀୟ ଅଛନ୍ତି। ୧୮୭ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୬୮୬ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୨ [+୨୨] ଜଣ ସକ୍ରୀୟ ଅଛନ୍ତି। ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୫୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ [+୫] ଜଣ ସକ୍ରୀୟ ଅଛନ୍ତି। ୧୦୩ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୮୮୫ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୧୩୨ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୫ [+୩୫] ଜଣ ସକ୍ରୀୟ ଅଛନ୍ତି। ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୫୮୧ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୨ [+୯୩] ଜଣ ସକ୍ରୀୟ ଅଛନ୍ତି। ୨୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୦୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୬] ଜଣ ସକ୍ରୀୟ ଅଛନ୍ତି। ୮୧ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧, ୫୫୭ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୮ [+୪୬] ଜଣ ସକ୍ରୀୟ ଅଛନ୍ତି। ୯୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.