Home ଅନୁଗୁଳ କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୫, ଅଗଷ୍ଟ

238

ଭୁବନେଶ୍ୱର ୫-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୯୦୧୮ କୁ ବୃଦ୍ଧି ପାଇଛି। ୨୮ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ନୂଆ ସୁସ୍ଥ ହୋଇଥିଲେ ୧୪୦୯ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୮୫୫୦୫। ମୋଟ ଆକ୍ରାନ୍ତ ୩୯୦୧୮ କୁ ବୃଦ୍ଧି ପାଇଥିବାବେଳେ ମୋଟ ସୁସ୍ଥ ହୋଲେଣି ୨୪୪୮୨ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୪୨୬୭ ଜଣ।

ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୨୫ କୁ ବୃଦ୍ଧି ପାଇଛି।

ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଗଜପତି, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର ରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୪ କୁ ବୃଦ୍ଧିପାଇଛି। ଅନ୍ୟ କାରଣରୁ କଟକ ଏବଂ ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ତୀବ୍ର କିଡନୀ ଆଘାତରେ ମଧ୍ୟ ପୀଡିତ ଥିଲେ।

୨- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ।

୫- ଗଜପତି ଜିଲ୍ଲାର ୨୭ ବର୍ଷ ବୟସ୍କ ପୁରୁଷ।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- କେନ୍ଧୁଝର ଜିଲ୍ଲାର ଜଣେ ୨୧ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ (ଟାଇପ୍-୨) ରେ ମଧ୍ୟ ପୀଡିତ ଥିଲେ।

୮- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୯- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ଡାଇବେଟିସ୍ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୩୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୩୯୦୧୮ କୁ ବୃଦ୍ଧି ପାଇଛି।
– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୪
୨- ବାଲେଶ୍ୱର ଜିଲ୍ଲାରୁ – ୩୧
୩- ବରଗଡ଼ ଜିଲ୍ଲାରୁ – ୧୪
୪- ଭଦ୍ରକ ଜିଲ୍ଲାରୁ – ୨୨
୫- ବଲାଙ୍ଗୀର ଜିଲ୍ଲାରୁ – ୧୧
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୬୮
୮- ଢେଙ୍କାନାଳ ଜିଲ୍ଲାରୁ – ୫
୯- ଗଜପତି ଜିଲ୍ଲାରୁ – ୭୫
୧୦- ଗଞ୍ଜାମ ଜିଲ୍ଲାରୁ – ୨୦୧
୧୧- ଜଗତସିଂହପୁର ଜିଲ୍ଲାରୁ – ୨୧
୧୨- ଯାଜପୁର ଜିଲ୍ଲାରୁ – ୨୪
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୧୦
୧୪- କଳାହାଣ୍ଡି ଜିଲ୍ଲାରୁ – ୧୩
୧୫- କନ୍ଧମାଳ ଜିଲ୍ଲାରୁ – ୨୦
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୭
୧୭- କେନ୍ଦୁଝର ଜିଲ୍ଲାରୁ – ୮୦
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୧୯୬
୧୯- କୋରାପୁଟ ଜିଲ୍ଲାରୁ – ୩୧
୨୦- ମାଲକାନଗିରି : ୩୮
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୧୫
୨୨- ନବରଙ୍ଗପୁର ଜିଲ୍ଲାରେ: ୭
୨୩- ନୟାଗଡ଼ ଜିଲ୍ଲାରୁ – ୬୦
୨୪- ପୁରୀ ଜିଲ୍ଲାରୁ – ୭୩
୨୫- ରାୟଗଡ଼ା ଜିଲ୍ଲାରୁ – ୨୨
୨୬- ସମ୍ବଲପୁର ଜିଲ୍ଲାରୁ – ୭୨
୨୭- ସୋନପୁର ଜିଲ୍ଲାରୁ – ୩
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୮୩

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୩୮୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୯ [+୪] ଜଣ ସକ୍ରୀୟ ଅଛନ୍ତି। ୨୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୧୫୯ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୪ [+୩୧] ଜଣ ସକ୍ରୀୟ ଅଛନ୍ତି। ୮୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୪୮୭ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୭୩୮ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୨୨] ଜଣ ସକ୍ରୀୟ ଅଛନ୍ତି। ୫୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୫୩୦ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୩୮ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୧୫୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୧] ଜଣ ସକ୍ରୀୟ ଅଛନ୍ତି। ୧୩୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୨, ୬୨୬ [+୧୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୭ [+୧୬୭] ଜଣ ସକ୍ରୀୟ ଅଛନ୍ତି। ୧, ୬୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୮୩ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୪୨୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୪ [+୫] ଜଣ ସକ୍ରୀୟ ଅଛନ୍ତି। ୧୯୧ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୧, ୭୭୫ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୭ [+୭୪] ଜଣ ସକ୍ରୀୟ ଅଛନ୍ତି। ୧, ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୧, ୮୧୨ [+୨୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୫୨ [+୧୯୬] ଜଣ ସକ୍ରୀୟ ଅଛନ୍ତି। ୮, ୧୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୭ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୭ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୮୦୫ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୧ [+୨୧] ଜଣ ସକ୍ରୀୟ ଅଛନ୍ତି। ୬୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୪୨୬ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୧, ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୪୩ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୩୧୯ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୬୯୮ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୫୭୪ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୩୭] ଜଣ ସକ୍ରୀୟ ଅଛନ୍ତି। ୪୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୯୩୬ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୫ [+୭୯] ଜଣ ସକ୍ରୀୟ ଅଛନ୍ତି। ୬୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୫, ୩୧୧ [+୧୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୯୭୯ [+୧୯୫] ଜଣ ସକ୍ରୀୟ ଅଛନ୍ତି। ୨, ୨୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୦୦୬ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୩୧] ଜଣ ସକ୍ରୀୟ ଅଛନ୍ତି। ୪୩୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୭୦୧ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୬ [+୩୭] ଜଣ ସକ୍ରୀୟ ଅଛନ୍ତି। ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୭୬୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୫୧୨ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୧୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୭] ଜଣ ସକ୍ରୀୟ ଅଛନ୍ତି। ୨୩୩ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୭୭୭ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୬ [+୬୦] ଜଣ ସକ୍ରୀୟ ଅଛନ୍ତି। ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ ଜଣ ସକ୍ରୀୟ ଅଛନ୍ତି। ୧୧୧ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୯୯୨ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୯ [+୭୩] ଜଣ ସକ୍ରୀୟ ଅଛନ୍ତି। ୫୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୧୫୪ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୪ [+୨୨] ଜଣ ସକ୍ରୀୟ ଅଛନ୍ତି। ୬୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୭୩୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୦ [+୭୨] ଜଣ ସକ୍ରୀୟ ଅଛନ୍ତି। ୨୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୧୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୩] ଜଣ ସକ୍ରୀୟ ଅଛନ୍ତି। ୮୪ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧, ୭୦୪ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୦ [+୮୨] ଜଣ ସକ୍ରୀୟ ଅଛନ୍ତି। ୧, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.