Home ଅନୁଗୁଳ କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୭, ଅଗଷ୍ଟ

291

ଭୁବନେଶ୍ୱର ୭-୮ (ଓଡ଼ିଆ ପୁଅ) ରାଜ୍ୟରେ ରେକର୍ଡ଼ – ଆଜି ୨୯ ଜିଲ୍ଲାରୁ ୧୮୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୪୨୫୫୦ କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ୨୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୧୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୧୧୫୦ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୬୧୬୬୪୬। ମୋଟ ଆକ୍ରାନ୍ତ ୪୨୫୫୦ କୁ ବୃଦ୍ଧିପାଇଥିବା ବେଳେ ମୋଟ ସୁସ୍ଥ ହୋଲେଣି ୨୬୮୮୭ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୫୩୭୦ ଜଣ।

ପୁଣି କରୋନା ନେଇଛି ୧୨ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି ପାଇଛି।

ଭଦ୍ରକ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଗଞ୍ଜାମ ରୁ ୩ ଜଣ ସୁନ୍ଦରଗଡ଼ରୁ ୩ ଜଣବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାକ୍ତରଖାନାରେ ୧୨ ଜଣ କୋଭିଡ ପଜିଟିଭ ରୋଗୀ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ବରଣ କରିଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- କେନ୍ଦ୍ରାପଡା ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୩- ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

୪- ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- ଢେଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୦- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୧- ଗଞ୍ଜାମ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୨- ଗଜପତି ଜିଲ୍ଲାର ଜଣେ ୩୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

ଆଜି ୨୯ ଜିଲ୍ଲାରୁ ୧୮୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
– ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

୧- ଅନୁଗୁଳ ଜିଲ୍ଲାରୁ ୯
୨- ବାଲେଶ୍ୱର ଜିଲ୍ଲାରୁ ୬୯
୩- ବରଗଡ଼ ଜିଲ୍ଲା : ୮
୪- ଭଦ୍ରକ ଜିଲ୍ଲାରୁ ୫୦
୫- ବଲାଙ୍ଗୀର ଜିଲ୍ଲାରୁ ୩୭
୬- ବୌଦ୍ଦ ଜିଲ୍ଲାରୁ ୩୪
୭- କଟକ ଜିଲ୍ଲାରୁ ୧୨୪
୮- ଢେଙ୍କାନାଳ ଜିଲ୍ଲାରୁ ୪୩
୯- ଗଜପତି ଜିଲ୍ଲାରୁ ୩୫
୧୦- ଗଞ୍ଜାମ ଜିଲ୍ଲାରୁ ୨୭୯
୧୧- ଜଗତସିଂହପୁର ଜିଲ୍ଲାରୁ ୧୬
୧୨- ଯାଜପୁର ଜିଲ୍ଲାରୁ ୬୦
୧୩- ଝାରସୁଗୁଡ଼ା ଜିଲ୍ଲାରୁ ୩୦
୧୪- କଳାହାଣ୍ଡି ଜିଲ୍ଲାରୁ ୮୪
୧୫- କନ୍ଧମାଳ ଜିଲ୍ଲାରୁ ୧୬
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ : ୩୪
୧୭- କେନ୍ଦୁଝର ଜିଲ୍ଲାରୁ ୧୬
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୯୮
୧୯- କୋରାପୁଟ ଜିଲ୍ଲାରୁ ୪୭
୨୦- ମାଲକାନଗିରି : ୩୬
୨୧- ମୟୁରଭଞ୍ଜ ଜିଲ୍ଲାରୁ ୩୪
୨୨- ନବରଙ୍ଗପୁର ଜିଲ୍ଲାରେ: ୧୧
୨୩- ନୟାଗଡ଼ ଜିଲ୍ଲାରୁ ୬୧
୨୪- ନୂଆପଡ଼ା ଜିଲ୍ଲାରୁ ୧
୨୫- ପୁରୀ ଜିଲ୍ଲାରୁ ୬୭
୨୬- ରାୟଗଡ଼ା ଜିଲ୍ଲାରୁ ୧୫୨
୨୭- ସମ୍ବଲପୁର ଜିଲ୍ଲାରୁ ୩୯
୨୮- ସୋନପୁର ଜିଲ୍ଲାରୁ ୩୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୧୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୯] ଜଣ ସକ୍ରୀୟ ଅଛନ୍ତି। ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୨୪୫ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୮ [+୬୯] ଜଣ ସକ୍ରୀୟ ଅଛନ୍ତି। ୮୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୫୭୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୫ [+୮] ଜଣ ସକ୍ରୀୟ ଅଛନ୍ତି। ୩୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୮୫୪ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୪୯] ଜଣ ସକ୍ରୀୟ ଅଛନ୍ତି। ୫୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୫୮୮ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୪ [+୩୭] ଜଣ ସକ୍ରୀୟ ଅଛନ୍ତି। ୩୮୪ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୧୯୬ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୩୪] ଜଣ ସକ୍ରୀୟ ଅଛନ୍ତି। ୧୩୨ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୨, ୮୫୫ [+୧୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୨ [+୧୨୪] ଜଣ ସକ୍ରୀୟ ଅଛନ୍ତି। ୧, ୭୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୮୩ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୪୯୫ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୩ [+୪୨] ଜଣ ସକ୍ରୀୟ ଅଛନ୍ତି। ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୧, ୮୬୯ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୦ [+୩୪] ଜଣ ସକ୍ରୀୟ ଅଛନ୍ତି। ୧, ୧୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୨, ୩୫୯ [+୨୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୧୭ [+୨୭୬] ଜଣ ସକ୍ରୀୟ ଅଛନ୍ତି। ୮, ୯୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩ [+୩]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୮୩୭ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୬୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୫୨୭ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୭ [+୬୦] ଜଣ ସକ୍ରୀୟ ଅଛନ୍ତି। ୧, ୧୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୮୩ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪୩୩ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୪ [+୮୪] ଜଣ ସକ୍ରୀୟ ଅଛନ୍ତି। ୧୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୭୮୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬୩୫ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୩୩] ଜଣ ସକ୍ରୀୟ ଅଛନ୍ତି। ୪୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୦୦୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୨ [+୧୬] ଜଣ ସକ୍ରୀୟ ଅଛନ୍ତି। ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୫, ୮୨୯ [+୨୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୭୫ [+୨୯୮] ଜଣ ସକ୍ରୀୟ ଅଛନ୍ତି। ୨, ୬୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୦୯୪ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୨ [+୪୭] ଜଣ ସକ୍ରୀୟ ଅଛନ୍ତି। ୫୦୨ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୮୦୯ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୩ [+୩୬] ଜଣ ସକ୍ରୀୟ ଅଛନ୍ତି। ୪୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୮୨୨ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୦ [+୩୩] ଜଣ ସକ୍ରୀୟ ଅଛନ୍ତି। ୫୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୪୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୮୬୩ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୨ [+୬୧] ଜଣ ସକ୍ରୀୟ ଅଛନ୍ତି। ୫୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୬୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୨୫ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୧, ୧୨୬ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୮ [+୬୭] ଜଣ ସକ୍ରୀୟ ଅଛନ୍ତି। ୬୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୩୨୫ [+୧୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୪ [+୧୫୨] ଜଣ ସକ୍ରୀୟ ଅଛନ୍ତି। ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୮୭୫ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୯ [+୩୮] ଜଣ ସକ୍ରୀୟ ଅଛନ୍ତି। ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୫୬ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୩୩] ଜଣ ସକ୍ରୀୟ ଅଛନ୍ତି। ୮୯ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧, ୯୯୨ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୫ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୧, ୨୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.