Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୮, ଅଗଷ୍ଟ

242

ଭୁବନେଶ୍ୱର ୮-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୬୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୪୪୧୯୩ କୁ ବୃଦ୍ଧି ପାଇଛି। ୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଗତକାଲି ସୁସ୍ଥ ହୋଇଥିଲେ ୧୮୧୦ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୬୩୪୦୯୦। ମୋଟ ଆକ୍ରାନ୍ତ ୪୪୧୯୩ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୨୮୬୯୭ ଜଣ। ସକ୍ରୀୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ୧୫୧୮୯ ଜଣ।

ପୁଣି କରୋନା ନେଇଛି ୧୨ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି।

ବାଲେଶ୍ୱର, ବରଗଡ଼, ଗଜପତି, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ବ୍ୟକେତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ତିନିଜଣଙ୍କର ମୃତ୍ୟୁ ହୋଇଛି। ବାଲେଶ୍ୱର, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୮ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଚିକିତ୍ସିତ ହେଉଥିବା ବେଳେ ୧୨ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ପାର୍କିନ୍ସନ୍ଜିମ୍, ବେନିନ୍ ପ୍ରୋଷ୍ଟାଟିକ୍ ହାଇପରପ୍ଲାସିଆରେ ମଧ୍ୟ ପୀଡିତ ଥିଲେ।
୪- ବାଲେଶ୍ୱର ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୫- କନ୍ଧମାଳ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।
୬- କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।
୭- କେନ୍ଧୁଝର ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଆଟ୍ରିଆଲ୍ ଫାଇବ୍ରିଲେସନ୍ରେ ମଧ୍ୟ ପୀଡିତ ଥିଲେ।
୮- ଗଜପତି ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଇସକେମିକ୍ ହୃଦ୍ ରୋଗରେ ପୀଡିତ ଥିଲେ।
୯- ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୦- କେନ୍ଦଝର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।
୧୧- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।
୧୨- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ UTI ରୋଗରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୬୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୬

୨- ବାଲେଶ୍ୱର ଜିଲ୍ଲାରୁ –  ୭୩

୩- ବରଗଡ଼ ଜିଲ୍ଲାରୁ –  ୭

୪- ଭଦ୍ରକ ଜିଲ୍ଲାରୁ –  ୨

୫- ବଲାଙ୍ଗୀର ଜିଲ୍ଲାରୁ –  ୪୩

୬- ବୌଦ୍ଦ ଜିଲ୍ଲାରୁ –  ୭

୭- କଟକ ଜିଲ୍ଲାରୁ –  ୯୮

୮- ଢେଙ୍କାନାଳ ଜିଲ୍ଲାରୁ –  ୩୬

୯- ଗଜପତି ଜିଲ୍ଲାରୁ –  ୩୫

୧୦- ଗଞ୍ଜାମ ଜିଲ୍ଲାରୁ –  ୨୭୪

୧୧- ଜଗତସିଂହପୁର ଜିଲ୍ଲାରୁ –  ୨୧

୧୨- ଯାଜପୁର ଜିଲ୍ଲାରୁ –  ୩୬

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୨

୧୪- କଳାହାଣ୍ଡି ଜିଲ୍ଲାରୁ –  ୩୦

୧୫- କନ୍ଧମାଳ ଜିଲ୍ଲାରୁ –  ୫୨

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪

୧୭- କେନ୍ଦୁଝର ଜିଲ୍ଲାରୁ –  ୩

୧୮- ଖୋର୍ଦ୍ଧା ଜିଲ୍ଲାରୁ : ୨୭୪

୧୯- କୋରାପୁଟ ଜିଲ୍ଲାରୁ –  ୫୦

୨୦- ମାଲକାନଗିରି : ୨୭

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୩୯

୨୨- ନବରଙ୍ଗପୁର ଜିଲ୍ଲାରେ: ୫

୨୩- ନୟାଗଡ଼ ଜିଲ୍ଲାରୁ –  ୪୦

୨୪- ନୂଆପଡ଼ା ଜିଲ୍ଲାରୁ –  ୧

୨୫- ପୁରୀ ଜିଲ୍ଲାରୁ –  ୯୨

୨୬- ରାୟଗଡ଼ା ଜିଲ୍ଲାରୁ –  ୧୩୬

୨୭- ସମ୍ବଲପୁର ଜିଲ୍ଲାରୁ –  ୧୧୨

୨୮- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୧୮

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨୭ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୩୧୮ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୨ [+୭୧] ଜଣ ସକ୍ରୀୟ ଅଛନ୍ତି। ୮୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୫୮୩ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୬] ଜଣ ସକ୍ରୀୟ ଅଛନ୍ତି। ୩୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୮୫୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୫ [+୨] ଜଣ ସକ୍ରୀୟ ଅଛନ୍ତି। ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୬୩୧ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୨ [+୪୩] ଜଣ ସକ୍ରୀୟ ଅଛନ୍ତି। ୩୯୯ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୨୦୩ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୭] ଜଣ ସକ୍ରୀୟ ଅଛନ୍ତି। ୧୩୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୨, ୯୫୩ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୩ [+୯୮] ଜଣ ସକ୍ରୀୟ ଅଛନ୍ତି। ୧, ୯୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୯୪ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୩୧ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୩୬] ଜଣ ସକ୍ରୀୟ ଅଛନ୍ତି। ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୧, ୯୦୪ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୧, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୨, ୬୩୩ [+୨୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୮୮୯ [+୨୭୨] ଜଣ ସକ୍ରୀୟ ଅଛନ୍ତି। ୯, ୬୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ [+୨]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୮୫୮ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୬ [+୨୧] ଜଣ ସକ୍ରୀୟ ଅଛନ୍ତି। ୬୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୫୬୩ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୩ [+୩୬] ଜଣ ସକ୍ରୀୟ ଅଛନ୍ତି। ୧, ୨୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୮୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୨] ଜଣ ସକ୍ରୀୟ ଅଛନ୍ତି। ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪୬୩ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୦ [+୩୦] ଜଣ ସକ୍ରୀୟ ଅଛନ୍ତି। ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୮୪୦ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୩ [+୫୦] ଜଣ ସକ୍ରୀୟ ଅଛନ୍ତି। ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬୪୯ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୦୧୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୬ [+୧] ଜଣ ସକ୍ରୀୟ ଅଛନ୍ତି। ୭୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୬, ୧୦୩ [+୨୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୪୪ [+୨୭୧] ଜଣ ସକ୍ରୀୟ ଅଛନ୍ତି। ୨, ୮୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୯ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୧୪୪ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୦ [+୫୦] ଜଣ ସକ୍ରୀୟ ଅଛନ୍ତି। ୫୨୪ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୮୩୬ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୭ [+୨୭] ଜଣ ସକ୍ରୀୟ ଅଛନ୍ତି। ୪୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୮୬୧ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୩ [+୩୮] ଜଣ ସକ୍ରୀୟ ଅଛନ୍ତି। ୫୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୪୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୫] ଜଣ ସକ୍ରୀୟ ଅଛନ୍ତି। ୨୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୯୦୩ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୨ [+୪୦] ଜଣ ସକ୍ରୀୟ ଅଛନ୍ତି। ୫୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୬୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୧] ଜଣ ସକ୍ରୀୟ ଅଛନ୍ତି। ୧୨୫ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୧, ୨୧୮ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୪ [+୯୨] ଜଣ ସକ୍ରୀୟ ଅଛନ୍ତି। ୬୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୪୬୧ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୫ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୮୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୯୮୭ [+୧୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୯ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୪୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୩ ଜଣ ସକ୍ରୀୟ ଅଛନ୍ତି। ୯୩ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨, ୧୧୦ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୬ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୧, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.